Tag Archives: Home Middle

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ...

ବିଶ୍ୱକପ୍‌: କୋହଲିଙ୍କ ଲାଗି ନେତୃତ୍ୱର ପରୀକ୍ଷା

ନୂଆଦିଲ୍ଲୀ,୧୯।୫(ପି.ଟି.)- ବିରାଟ କୋହଲି ବିଶ୍ୱ କ୍ରିକେଟରେ ସୁପରଷ୍ଟାର ମାନ୍ୟତା ପାଇଛନ୍ତି। ବ୍ୟାଟିଂରେ କ୍ରମାଗତଭାବେ ସ୍ଥିର ପ୍ରଦର୍ଶନ କରି ସେ ଜଣେ ମହାନ୍‌ ବ୍ୟାଟ୍ସମ୍ୟାନର ମାନ୍ୟତା ମଧ୍ୟ ପାଇସାରିଛନ୍ତି। କିନ୍ତୁ ଆଉ କିଛି ଦିନ ପରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଥିବା...

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟ୍ରପିକାଲ ମେଟ୍ରୋଲୋଜି(ଆଇଆଇଟିଏମ୍‌)ପକ୍ଷରୁ ପ୍ରାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ଠାରୁ ଏଲ୍‌...

କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ କେନ୍ଦ୍ରକରି ନିର୍ବାଚନ କମିଶନରେ ମତଭେଦ ଦେଖାଦେଇଛି। ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଅରୋରା...

ଦେଶର ଅଧା ଜନସଂଖ୍ୟା ନୀରବ ହତ୍ୟାକାରୀ କୋଳରେ: ମହିଳାଙ୍କ କ୍ଷେତ୍ରରେ ଅଧିକ

ନୂଆଦିଲ୍ଲୀ,୧୮।୫: ଦେଶର ଅଧାରୁ ଅଧିକ ଜନସଂଖ୍ୟା ନୀରବ ହତ୍ୟାକାରୀ ସାଜିଥିବା ଡାଇବେଟିସ୍‌ ସମସ୍ୟାଗ୍ରସ୍ତ। ୧୯ରୁ ୪୯ ବର୍ଷ ବୟସ୍କଙ୍କଠାରେ ଏପରି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାରି ହୋଇଥିବା ଏକ ରିପୋର୍ଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri