Tag Archives: Home Middle

ଘରେ ପଶି ମାରିବୁ, ପାକିସ୍ତାନକୁ ସିଧା ବାର୍ତ୍ତା ଦେଲେ ରାଜନାଥ

ନୂଆଦିଲ୍ଲୀ,୫।୪: ଏକ ଘରୋଇ ଟେଲିଭିଜନ ଚ୍ୟାନେଲର ସ୍ବତନ୍ତ୍ର ସାକ୍ଷାତକାରରେ ଆତଙ୍କବାଦ ବିସ୍ତାର କରୁଥିବା ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ପ୍ରତ୍ୟକ୍ଷ ତଥା ଦୃଢ ବାର୍ତ୍ତା ଦେଇଛନ୍ତି। ପଡୋଶୀ ଦେଶ ଦ୍ୱାରା ବିସ୍ତାର କରାଯାଉଥିବା ଆତଙ୍କବାଦ ଭଳି ଏକ...

ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର, ୪୩ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୫ା୪: ଏପ୍ରିଲ ଆରମ୍ଭରୁ ସାରା ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବା ବେଳେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା  ୪୩ ଡିଗ୍ରୀ ଟପିଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଇସ୍ରାଏଲ ସେନା ଗାଜାରେ ଆକ୍ରମଣ କରିବାକୁ ନେଉଛନ୍ତି ଏଆଇର ସାହାଯ୍ୟ

ଜେରୁଜେଲମ,୫।୪: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଅନେକ ମାସ ଧରି ଚାଲିଛି । ସାରା ବିଶ୍ୱ ଏହି ଯୁଦ୍ଧକୁ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି, ତଥାପି ଯୁଦ୍ଧ ବନ୍ଦ ହେଉନାହିଁ। ବର୍ତ୍ତମାନ କୁହାଯାଉଛି ଯେ ଇସ୍ରାଏଲ ସେନା ମଧ୍ୟ...

ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ

ଭୁବନେଶ୍ୱର,୫ା୪(ଅସମାପିକା ସାହୁ): ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ...

ସାଢ଼େ ୧୧ରେ ଜଳିଲା ଭୁବନେଶ୍ବର, ସାରା ରାଜ୍ୟରେ ପ୍ରବଳ ଖରା

ଭୁବନେଶ୍ୱର,୫।୪: ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ବ୍ୟତୀତ ଦିନ ୧୧ ଟା...

ମହିଳାଙ୍କୁ ମିଳିବ ୧ଲକ୍ଷ ଟଙ୍କା ଦରମା, ପ୍ରତିଶ୍ରୁତି ଦେଲା କଂଗ୍ରେସ

ନୂଆଦିଲ୍ଲୀ,୪।୫: ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ କଂଗ୍ରେସ ପାର୍ଟି ନିଜର ଘୋଷଣାପତ୍ର ଜାରି କରିଛି। ଏହି ଘୋଷଣାପତ୍ର ୫ ‘ନ୍ୟାୟ’ ଏବଂ ୨୫ ‘ଗ୍ୟାରେଣ୍ଟି’ ଉପରେ ଆଧାରିତ। କଂଗ୍ରେସ ମୁଖ୍ୟାଳୟରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ...

ସରକାର ଜାଣିଶୁଣି ଅଦାଲତ ଉପରେ ପକାଇ ପାରିବେନି ଏଭଳି ଚାପ

ନୂଆଦିଲ୍ଲୀ,୫।୪: ଏକ ମାମଲାର ଶୁଣାଣି ବେଳେ ଦିଲ୍ଲୀ ହାଇକୋର୍ଟ ବହୁତ ରାଗି ଯାଇଥିଲେ। ଏହାକୁ ନେଇ କୋର୍ଟ ମଧ୍ୟ ଦିଲ୍ଲୀ ସରକାରଙ୍କୁ ତୀବ୍ର ନିନ୍ଦା କରିଛନ୍ତି। ଉପଭୋକ୍ତା ଫୋରମରେ ପାନୀୟ ଜଳ ଏବଂ ଶୌଚାଳୟ ସମେତ ମୌଳିକ ସୁବିଧା ଅଭାବରୁ...

ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ

ଭୁବନେଶ୍ୱର,୫।୪: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା। ପିସିସି ଉପସଭାପତି ବିଶ୍ୱ ଭୂଷଣ ଦାସ ଶୁକ୍ରବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ବିଶ୍ୱ ଭୂଷଣ...

Video: ନିର୍ବାଚନ ପୂର୍ବରୁ ନୂଆ ରୂପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲୋକଙ୍କୁ କଲ୍ କରି ବିଭିନ୍ନ କାର୍ଯ୍ୟର କରୁଛନ୍ତି ସମୀକ୍ଷା

ଭୁବନେଶ୍ୱର, ୫।୪: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ନୂଆ ରୂପରେ ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବାର ପ୍ରାୟ ଏକ ବର୍ଷ...

୨ ନୂଆ ଏସ୍‌ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୫।୪: ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍‌ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍‌ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି। କଟକର ନୂଆ...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ, ଋଣ ଏବଂ ଜମା ଉପରେ ସୁଧ ହାରରେ ହେବନି ପରିବର୍ତ୍ତନ

ମୁମ୍ବାଇ, ୫।୪: ପୁଣିଥରେ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ମୁଦ୍ରାସ୍ଫୀତି ନିୟନ୍ତ୍ରଣକୁ ଆଣିବା ଉପରେ ଏହାର ଧ୍ୟାନ ରହିଥିବାରୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ପ୍ରମୁଖ ରେପୋ ହାରକୁ ୬.୫୦% ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି...

ମିଳିଲାନି ଆଡମିସନ୍.. ହସ୍‌ପିଟାଲ୍‌ ବାହାରେ ପିଲା ଜନ୍ମ ଦେଲେ ମହିଳା, ତିନି ଡାକ୍ତର ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୫।୪: ଅସହ୍ୟ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମହିଳା, ହେଲେ ହସ୍‌ପିଟାଲ୍‌ରେ ମିଳିଲାନି ଆଡ଼ମିସନ, ଫଳରେ ହସ୍‌ପିଟାଲ୍‌ ଗେଟ୍ ପାଖରେ ପ୍ରସବ କଲେ ମହିଳା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜସ୍ଥାନ ସରକାରୀ ହସ୍‌ପିଟାଲ୍‌ରେ। ଘଟଣା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri