Tag Archives: Home Middle

ଆଧାର ଭଳି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମିଳିବ ବ୍ୟକ୍ତିଗତ ପରିଚୟ ନମ୍ବର: ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ବ୍ଲୁପ୍ରିଣ୍ଟ୍‌ ଦାଖଲ

ନୂଆଦିଲ୍ଲୀ,୧୬।୫: ଦେଶର ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଧାର ଭଳି ବ୍ୟକ୍ତିଗତ ପରିଚୟ ନମ୍ବର ପ୍ରଦାନ ପାଇଁ ସରକାର ଯୋଜନା କରିଛନ୍ତି। ଏ ସମ୍ପର୍କିତ ବ୍ଲୁପ୍ରିଣ୍ଟ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଦାଖଲ କରାଯାଇଛି। ଏହି ପର୍ସନାଲ ହେଲଥ୍‌...

ମମତାଙ୍କୁ ମୋଦିଙ୍କ ଚ୍ୟାଲେଞ୍ଜ୍‌: ଆଜି ପଶ୍ଚିମବଙ୍ଗ ଯିବି, ଦେଖିବା କ’ଣ ହେଉଛି

ଲକ୍ଷ୍ନୌ, ୧୬।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। କୋଲକାତାରେ ମଙ୍ଗଳବାର ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’ ବେଳେ...

ମୋଦି-ଶାହଙ୍କ ସହିତ ମୁହାଁମୁହିଁ: ମମତା ସାଜିଲେ ନମ୍ବର ଓ୍ବାନ୍‌ ବିପକ୍ଷ ନେତା !

କୋଲକାତା,୧୬।୫: ପଶ୍ଚିମବଙ୍ଗରେ ନିର୍ବାଚନୀ ପ୍ରଚାର ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ଜୋର୍‌ଦାର୍‌ ଲଢ଼େଇ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଟକ୍କର ଦେଇ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ...

ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୬।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ଗୁରୁବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଥିବାବେଳ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଦାଲିପୋରା ଅଞ୍ଚଳରେ...

ଜୁନ୍‌ ୬ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ, (ପି.ଟି.)/ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚତ୍ବାରେ ବିଳମ୍ବ ହେବ। ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) । ମୌସୁମୀ ସାଧାରଣତଃ ଜୁନ୍‌ ୧ରେ କେରଳ ଛୁଇଁଥାଏ। କିନ୍ତୁ ଚଳିତ ବର୍ଷ ଏହା ୫ ଦିନ...

କଂଗ୍ରେସ: ସ୍ଥିତି ବଜାୟ ରଖିବା ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳାଫଳ ଆସନ୍ତା ୨୩’ରେ ପ୍ରକାଶ ପାଇବ। ଏହା ପୂର୍ବରୁ କେଉଁ ଦଳ କେତେସଂଖ୍ୟକ ଆସନ ଜିତିବ, ସେନେଇ ଅଙ୍କକଷା ଚାଲିଛି। ଓଡ଼ିଶାରେ ଏକସଙ୍ଗରେ ହୋଇଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ମୁଖ୍ୟତଃ ଭାଜପା-ବିଜେଡି ମଧ୍ୟରେ...

ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ ସେହି ଦଫା ଲାଗିଥାଏ। କିନ୍ତୁ ପୋଲିସ ନିଜ କ୍ଷମତାର ଦୁରୁପଯୋଗ କରି ଆଇନକୁ...

ବ୍ୟାଙ୍କିଙ୍ଗ୍‌ ସିଷ୍ଟମରେ ନଗଦ ସଙ୍କଟ

ନୂଆଦିଲ୍ଲୀ,୧୬।୫:   ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯ କୋଟି ଟଙ୍କାର ନଗଦ ସଙ୍କଟ ଦେଖାଦେଇଛି। ପୂର୍ବବର୍ଷ ଏହି ଅବଧିରେ ୧୫,୮୫୭ କୋଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri