Tag Archives: Home Middle

ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୬।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ଗୁରୁବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଥିବାବେଳ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଦାଲିପୋରା ଅଞ୍ଚଳରେ...

ଜୁନ୍‌ ୬ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ, (ପି.ଟି.)/ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚତ୍ବାରେ ବିଳମ୍ବ ହେବ। ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) । ମୌସୁମୀ ସାଧାରଣତଃ ଜୁନ୍‌ ୧ରେ କେରଳ ଛୁଇଁଥାଏ। କିନ୍ତୁ ଚଳିତ ବର୍ଷ ଏହା ୫ ଦିନ...

କଂଗ୍ରେସ: ସ୍ଥିତି ବଜାୟ ରଖିବା ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳାଫଳ ଆସନ୍ତା ୨୩’ରେ ପ୍ରକାଶ ପାଇବ। ଏହା ପୂର୍ବରୁ କେଉଁ ଦଳ କେତେସଂଖ୍ୟକ ଆସନ ଜିତିବ, ସେନେଇ ଅଙ୍କକଷା ଚାଲିଛି। ଓଡ଼ିଶାରେ ଏକସଙ୍ଗରେ ହୋଇଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ମୁଖ୍ୟତଃ ଭାଜପା-ବିଜେଡି ମଧ୍ୟରେ...

ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ ସେହି ଦଫା ଲାଗିଥାଏ। କିନ୍ତୁ ପୋଲିସ ନିଜ କ୍ଷମତାର ଦୁରୁପଯୋଗ କରି ଆଇନକୁ...

ବ୍ୟାଙ୍କିଙ୍ଗ୍‌ ସିଷ୍ଟମରେ ନଗଦ ସଙ୍କଟ

ନୂଆଦିଲ୍ଲୀ,୧୬।୫:   ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯ କୋଟି ଟଙ୍କାର ନଗଦ ସଙ୍କଟ ଦେଖାଦେଇଛି। ପୂର୍ବବର୍ଷ ଏହି ଅବଧିରେ ୧୫,୮୫୭ କୋଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri