Tag Archives: Home Middle

ହାତ ଛାଡି ପଦ୍ମ ଧରିଲେ ବକ୍ସର ବିଜେନ୍ଦ୍ର ସିଂହ

ନୂଆଦିଲ୍ଲୀ,୩।୪: ମୁଣ୍ଡ ଉପରେ ନିର୍ବାଚନ। ଏହି ସମୟରେ କଂଗ୍ରେସକୁ ଲାଗିଛି ଆଉ ଏକ ଝଟ୍‌କା। ବକ୍ସର ବିଜେନ୍ଦ୍ର ସିଂହ ହାତ ଛାଡି ପଦ୍ମ ଧରିଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ଭାଜପା ନେତା ବିନୋଦ ତାୱଡେଙ୍କ ଉପସ୍ଥିତିରେ ସେ...

ଆତିଶୀଙ୍କ ବଢିଲା ଅଡୁଆ, ମାନହାନୀ ନୋଟିସ୍‌ ପଠାଇଲା ଭାଜପା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି ନେତ୍ରୀ ଆତିଶୀଙ୍କ ବଢିଲା ଅଡୁଆ। ବୁଧବାର ଭାଜପା ତାଙ୍କୁ ମାନହାନୀ ନୋଟିସ ପଠାଇଛି। ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କରି ଆତୀଶି କହିଥିଲେ ଯେ, ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ମାଧ୍ୟମରେ ଭାଜପା ତାଙ୍କୁ ଦଳରେ...

ଭୃଗୁଙ୍କୁ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ କରିବ ବିଜେଡି

ଭୁବନେଶ୍ୱର, ୩।୪: ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଆଜି ସକାଳେ ଭାଜପାରୁ ଭୃଗୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଲାଗିରହିଥିଲା। ଆଉ ଏବେ ସେହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ...

ଶଙ୍ଖ ଫୁଙ୍କିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର,୩।୪: ବିଜେଡିରେ ଯୋଗ ଦେଲେ ଭୃଗୁ ବକ୍ସିପାତ୍ର । ଆଜି ସକାଳୁ ସକାଳୁ ଭାଜପା ଛାଡିଥିବାବେଳେ ଏବେ ବିଜେଡି ସାମିଲ୍‌ ହୋଇଛନ୍ତି। ଶହ ଶହ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ । ବ୍ରହ୍ମପୁର...

ବାକି ୩୫ ଆସନ କେବେ? ଏଥର ସାଲେପୁରରୁ ସରପ୍ରାଇଜ୍‌ ପ୍ରାର୍ଥୀ ଦେଇ ଚମକାଇ ଦେବ ଭାଜପା

ଭୁବନେଶ୍ୱର, ୩।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବାକି ୩୫ଟି ଆସନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି। ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର,...

ଓ୍ବାୟନାଡରୁ ଆରମ୍ଭ ହେଲା ଲଢେଇ, ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କେରଳର ୱାୟନାଡ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ...

ରୋଚକ ହେଉଛି ବାଲେଶ୍ୱର ପଲଟିକ୍ସ,ଶ୍ରୀକାନ୍ତ ଫାଇନାଲ, ବିଜେଡି ଖୋଜୁଛି ପ୍ରାର୍ଥୀ

ବାଲେଶ୍ୱର,୩।୪: ବିଜେଡି ଓ ଭାଜପା ପରେ କଂଗ୍ରେସ ଗତକାଲି ୪୭ ବିଧାନସଭା ୮ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି। ଅର୍ଥାତ୍‌ ରାଜ୍ୟରେ ୩ଟି ଦଳ ଅଧାରୁ ଅଧିକ ବିଧାନସଭା ଓ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଲେଣି।...

ବିଜେଡିରେ ସାମିଲ ହେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର, ୩।୪: ବିଜେଡିରେ ସାମିଲ ହେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବୁଧବାର ସେ ଶଙ୍ଖ ଧରିଛନ୍ତି। ମାର୍ଚ୍ଚ ୨୯ ତାରିଖରେ ପ୍ରକାଶ ଭାଜପାରୁ ଇସ୍ତଫା ଦେଇଥିଲେ । ୨୦୧୯ ନିର୍ବାଚନ ପୂର୍ବରୁ...

କ୍ୟାନସର ସହ ଲଢୁଛନ୍ତି ସୁଶୀଲ ମୋଦି, ଲଢ଼ିବେନି ନିର୍ବାଚନ

ନୂଆଦିଲ୍ଲୀ,୩।୪: ଭାଜପା ନେତା ତଥା ବିହାରର ପୂର୍ବତନ ଡେପୁଟି ସିଏମ ସୁଶୀଲ କୁମାର ମୋଦି କ୍ୟାନସରରେ ପୀଡିତ ଅଛନ୍ତି। ଏକ୍ସ’ରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଗତ ୬ ମାସ ଧରି କ୍ୟାନସର ସହ ସଂଘର୍ଷ କରୁଛି।...

ଟିକେଟ୍‌ ଛକାପଞ୍ଝା: ନବୀନ ନିବାସରେ ଅନନ୍ତ ନାରାୟଣଙ୍କ ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର, ୩।୪: ନବୀନ ନିବାସରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଶକ୍ତି ପ୍ରଦର୍ଶନ। ଟିକେଟ୍‌ ଛକାପଞ୍ଝା ମଧ୍ୟରେ ଶହ ଶହ ସମର୍ଥକଙ୍କ ସହ ସେ ନବୀନ ନିବାସରେ ପହଞ୍ଚିଛନ୍ତି । ଅମରେଶ ଜେନା ମଧ୍ୟ ଭୁବନେଶ୍ୱର ମଧ୍ୟ...

ଭାଜପା ଛାଡିଥିବା ଭୃଗୁ ବକ୍ସିପାତ୍ରଙ୍କ ପାଇଁ ଦ୍ୱାର ଖୋଲିଦେଲା ବିଜେଡି

ଭୁବନେଶ୍ୱର,୩।୪: ନିର୍ବାଚନ ପୂର୍ବରୁ ଭାଜପାର ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ଫଠାଇ ଦେଇଛନ୍ତି। ଭାଜପା ଛାଡିବା ପରେ ସେ ବିଜେଡିରେ...

ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୩।୪: ନିର୍ବାଚନ ପୂର୍ବରୁ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛି ବିଜେଡି। ତାଙ୍କୁ ରାଜ୍ୟ ବିଜେଡି ଉପସଭାପତି କରାଯିବା ସହ ଦଳର ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ୨୦୧୯ ବ୍ରହ୍ମପୁର ଲୋକ ସଭା ଆସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri