Tag Archives: Home Middle

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ...

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଛି। ଏହା ପରଠାରୁ ତାଙ୍କୁ ଘରେ ଭତ୍ତା ଦିଆଯିବ ବୋଲି ତେଲକୋଇ ବ୍ଲକ...

କେବେ ହେବ ଦଶମ ଷାଣ୍ମାସିକ ପରୀକ୍ଷା? ବୋର୍ଡ ଦେଲା ବଡ଼ ସୂଚନା

ଭୁବନେଶ୍ୱର,୨୪।୯: ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେବେ ତାକୁ ନେଇ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। କହିରଖୁଛୁ କି, ୨୦୨୩ରେ...

ଓଡ଼ିଶା ଭିତରେ ଗ୍ରୁପ୍-ଏ ଅଧିକାରୀମାନେ ବିମାନରେ ଯାତ୍ରା କରିପାରିବେ: ସରକାର ଦେଲେ ଅନୁମତି

ଭୁବନେଶ୍ୱର,୨୪।୯: ଏଣିକି ସରକାରୀ କାର୍ଯ୍ୟରେ ରାଜ୍ୟ ଭିତରେ ବିମାନଯୋଗେ ଯାତ୍ରା କରିପାରିବେ ସରକାରୀ ଅଧିକାରୀ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ଗ୍ରୁପ୍-ଏ ବର୍ଗର (ଲେଭେଲ-୧୨ ଏବଂ...

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି ଦୁଇ ଅଭିଯୁକ୍ତ। ଟାୱାର ଉପରେ ଥାଇ ଘଟଣାକୁ ଦେଖିଥିବା ଜଣେ ବ୍ୟକ୍ତିଙ୍କର ବୟାନ...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଛନ୍ତି। ଓଡ଼ିଶାରୁ ଏହି ପ୍ରକଳ୍ପକୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଥିବା ଜାତୀୟ...

ପୁଣି ତେଜିଲା ବିବାଦ, ପଶୁଚର୍ବି ପରେ ଏବେ ତିରୁପତିଙ୍କ ପ୍ରସାଦରୁ ମିଳିଲା ତମାଖୁ!

ଅମରାବତୀ,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁଚର୍ବିର ବ୍ୟବହାରକୁ ନେଇ ବିବାଦ ମଧ୍ୟରେ ଆଉ ଜଣେ ଭକ୍ତ ଏକ ବଡ଼ ଦାବି କରିଛନ୍ତି । ପଶୁଚର୍ବି ପରେ ଏବେ ପ୍ରସାଦରେ ତମାଖୁ ମିଳିଥିବା ସୂଚନା...

ବିଷାକ୍ତ ଔଷଧ

ଦି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ବା ଭାରତର ଔଷଧ ମହାନିରୀକ୍ଷକ ନିକଟରେ ୧୬ଟି ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ସେହିସବୁ ଔଷଧ ନିୟାମକର ଗୁଣବତ୍ତା ଏବଂ ସୁରକ୍ଷା ମାନକ ପରୀକ୍ଷାରେ ବିଫଳ ହୋଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ...

ଲେବାନନ୍‌ରେ ଇସ୍ରାଏଲ୍‌ର ଜୋର୍‌ଦାର ଆକ୍ରମଣ

ମାର୍ଜାୟୁନ୍‌,୨୪ା୯: ଇସ୍ରାଏଲୀ ସେନା ଲେବାନନ୍‌ ଉପରେ ଆକ୍ରମଣକୁ ଜୋର୍‌ଦାର କରିଛି। ସୋମବାର ଏହାର ସବୁଠୁ ଘାତକ ଆକ୍ରମଣରେ ୨୭୪ ଜଣ ନିହତ ହେବା ସହ ୪୦୦ରୁ ଅଧିକ ଆହତ ହୋଇଛନ୍ତି। ଆଗକୁ ହେଜ୍‌ବୋଲ୍ଲା ବିରୋଧରେ ଆହୁରି ଘାତକ ଏୟାରଷ୍ଟ୍ରାଇକ୍‌ ହେବାକୁ ଥିବାରୁ...

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ...

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ) ଏବଂ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ମିଳିତ ଭାବେ ଗ୍ରାଉଣ୍ଡ...

ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri