Tag Archives: Home Middle

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କେବଳ ୨ଟି ପାଲଲହଡ଼ା ଓ...

ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ: ବିଜେଡିରୁ ଅବିନାଶ ସାମଲ, ଭାଜପାରୁ ରୁଦ୍ର ପାଣି ପ୍ରାର୍ଥୀ

ଢେଙ୍କାନାଳ,୨୮ା୩(ରତନ ନାୟାର)ଚଳିତ ସାଧାରଣ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକ ସଭା ଆସନ ନିମନ୍ତେ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି। ବିଜେଡିରୁ ଚଳିତ ନିର୍ବାଚନରେ ନୂତନ ଭାବେ ଯୁବ ଶିଳ୍ପୋଦ୍ୟୋଗୀ ଡା. ଅବିନାଶ ସାମଲଙ୍କୁ ପ୍ରାର୍ଥୀ...

ଢେଙ୍କାନାଳରୁ ସୁଧୀର, କାମାକ୍ଷାନଗରରୁ ପ୍ରଫୁଲ୍ଲ ଓ ପରଜଙ୍ଗରୁ ନୃସିଂହ

ଢେଙ୍କାନାଳ,୨୮ା୩(ରତନ ନାୟାର)ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଢେଙ୍କାନାଳ, କାମାକ୍ଷାନଗର ଓ ପରଜଙ୍ଗ ନିବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅପରବର୍ତ୍ତିତ ରହିଛନ୍ତି। ଢେଙ୍କାନାଳ ବିଧାନସଭା ନିର୍ବାଚନ...

ଝୁଲି ରହିଲା କୋରେଇ,ବରୀ, ବଡ଼ଚଣା

ଯାଜପୁର,୨୮ା୩(ହର୍ଷବର୍ଦ୍ଧନ ବେହେରା) :ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ଯାଜପୁର ଜିଲାର କୋରେଇ,...

ବିଜେଡି ପ୍ରାର୍ଥୀ ତାଲିକାରୁ ଜଗତ୍‌ସିଂହପୁର ଏମ୍‌ପି ସିଟର ୬ ଆସନ ବାଦ୍‌

ଜଗତ୍‌ସିଂହପୁର, ୨୮ା୩ (ପ୍ରମୋଦ କୁମାର ନାୟକ)୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି-ଭାଜପା ମେଣ୍ଟ ପ୍ରସଙ୍ଗ କିଛି ଦିନ ରାଜ୍ୟ ରାଜନୀତିରେ ନିଆରା ପରିବେଶ ସୃଷ୍ଟି କରିଥିଲା। ପରେ ଉଭୟ ଦଳ ପୃଥକ୍‌ ଭାବେ ଲଢ଼ିବେ ବୋଲି ସ୍ପଷ୍ଟ...

କଂଗ୍ରେସ ଭୋଟ ହାତେଇବାକୁ ମନ୍ମଥଙ୍କୁ ଦଳରେ ମିଶାଇଛିି ବିଜେଡି!

ଭୁବନେଶ୍ୱର, ୨୮।୩(ସୁନିତ୍‌ ମିଶ୍ର)ଭୁବନେଶ୍ୱର ଲୋକ ସଭା ଆସନ ଅନ୍ତର୍ଗତ ଜଟଣୀ ବିଧାନସଭା କ୍ଷେତ୍ରରୁ ବିଧାୟକ ଥିବା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବୁଧବାର ବିଜେଡିରେ ଯୋଗଦେଇଛନ୍ତି। ଶଙ୍ଖ ଭବନଠାରେ ରାଜ୍ୟ ସଭା...

ଭର୍ତ୍ତୁହରିଙ୍କ ହୋଲି ବନ୍ଧୁମିଳନରେ ଅନୁଭବ,ଭାଜପା ନେତା

କଟକ, ୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ହୋଲି ପର୍ବ ବା ହୋଲି ବନ୍ଧୁମିଳନ ପ୍ରତିବର୍ଷ ପରି ଏବର୍ଷ ବି ପାଳିଛନ୍ତି କଟକ ଏମ୍‌ପି ଭର୍ତ୍ତୃହରି ମହତାବ। କିଛିଦିନ ବ୍ୟବଧାନରେ ସେ ବିଜେଡିରୁ ଇସ୍ତଫା ଦେବା ସହ ଦଳ ସମ୍ପର୍କରେ ବିଭିନ୍ନ ମନ୍ତବ୍ୟ ଗଣମାଧ୍ୟମକୁ ଦେଇ...

ସମ୍ବଲପୁରରେ ବିଗ୍‌ ଫାଇଟ୍‌

ସମ୍ବଲପୁର,୨୮ା୩ (ଭବାନୀ ଶଙ୍କର ଭୋଇ)ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ଏହା ପୂର୍ବରୁ ଗତ ରବିବାର ଭାଜପା ଓଡିଶାର ୧୮ ଏମ୍‌ପି ପ୍ରାର୍ଥୀଙ୍କ...

୩୦ରୁ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୩(ଅସମାପିକା ସାହୁ)- ରାଜ୍ୟରେ ଆସନ୍ତା ଦୁଇଦିନ ଭିତରେ ତାପାମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ। ୨୯ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ ୩୦ତାରିଖରୁ ରାଜ୍ୟରେ ବିଭିନ୍ନ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।...

ଆଇପିଏଲ୍‌ ଇତିହାସରେ ସବୁଠୁ ବଡ଼ ସ୍କୋର ଛିଡା କଲା ସନରାଇଜର୍ସ ହାଇଦ୍ରାବାଦ: ମୁମ୍ବାଇକୁ ଦେଲା ବିଶାଳ ଟାର୍ଗେଟ୍‌

ହାଇଦ୍ରାବାଦ୍‌,୨୭।୩: ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସବୁଠାରୁ ବଡ ସ୍କୋର କରିଛନ୍ତି। ଜିତିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ୨୭୮ ରନ୍‌ର ଟାର୍ଗେଟ ଦେଇଛି ହାଇଦ୍ରାବାଦ୍‌। ୨୦ ଓଭରରେ ୩ ଉଇକେଟ ହରାଇ ହାଇଦ୍ରାବାଦ ୨୭୭ ରନ ସ୍କୋର କରିଥିଲା। ହାଇଦ୍ରାବାଦ...

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୨୭ା୩: ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଦେବାକୁ ବୁଧବାର ହାଇକୋର୍ଟ ମନା କରି ଦେଇଛନ୍ତି। ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି କୋର୍ଟ କହିଛନ୍ତି, ହେପାଜତ ସମୟରେ ଇଡି ହୁଏତ କିଛି ତଥ୍ୟ...

‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri