Tag Archives: Home Middle

ଆରପାରିରେ ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ନୂଆଦିଲ୍ଲୀ,୨୨।୩: ଆରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ।ଭୁବନେଶ୍ୱରରେ ଏକ ଗାଡ଼ି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୫ ଟା ୨୩ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ସେ ପ୍ରାଣ ତ୍ୟାଗ...

୧୦୦ କୋଟି ଟଙ୍କା ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି, ଜାଣନ୍ତୁ ତାଙ୍କର ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୨୧।୩: ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି। ଦିଲ୍ଲୀ ହାଇକୋର୍ଟ ଏହି ମାମଲାରେ ମନ୍ତବ୍ୟ ଦେଇ କହିଥିଲେ କି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଗିରଫରୁ ସୁରକ୍ଷା ଦିଆଯାଇ ପାରିବ ନାହିଁ। ଏହାପରେ...

ଆସିଲା ଭାଜପାର ତୃତୀୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି(ଭାଜପା) ଗୁରୁବାର ତା’ର ତୃତୀୟ ଲିଷ୍ଟ ଜାରି କରିଛି। ଭାଜପାର ତୃତୀୟ ପ୍ରାର୍ଥୀ ତାଲିକାରେ ୯ଜଣ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ପ୍ରାର୍ଥୀଙ୍କ ଏହି ତାଲିକା ତାମିଲନାଡୁର ଲୋକ...

କ୍ଷମତାସୀନ ମୁଖ୍ୟମନ୍ତ୍ରୀ ଗିରଫ, ଭାରତୀୟ ଇତିହାସରେ ପ୍ରଥମ

ନୂଆଦିଲ୍ଲୀ,୨୧।୩: ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି। ଭାରତୀୟ ଇତିହାସରେ ଏଭଳି ଘଟଣା ପ୍ରଥମ ଥର ଘଟିଛି, ଯେଉଁଠି ଜଣେ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ଗିରଫ ହୋଇଛନ୍ତି। ଦିଲ୍ଲୀ ହାଇକୋର୍ଟ କେଜ୍ରିୱାଲଙ୍କୁ...

ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୨୧।୩: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଗୁରୁବାର କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ତାଙ୍କ ବାସଭବନରେ ପହଞ୍ଚିଥିଲା। ମନି ଲଣ୍ଡରିଂ ଆକ୍ଟ (PMLA) ର ଧାରା ୫୦ ଅନୁଯାୟୀ ତଦନ୍ତକାରୀ ଦଳ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରେ ଇଡି ଟିମ୍, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ,୨୧।୩: ହାଇକୋର୍ଟରୁ ଗିରଫ ପାଇଁ ଜାମିନ ନାମଞ୍ଜୁର ହୋଇଯିବା ପରେ ଗୁରୁବାର ସନ୍ଧ୍ୟାରେ ଇଡି ଦଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛି। କେଜ୍ରିୱାଲ ଅବକାରୀ ଦୁର୍ନୀତି ମାମଲାରେ ହାଜର ହେବା ପାଇଁ ଇଡିର ଅନେକ ଥର ସମନ...

ହାଇକୋର୍ଟରୁ କେଜରିଓ୍ବାଲଙ୍କୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୧।୩: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଶ୍ୱସ୍ତି ମିଳିନାହିଁ। ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବାକୁ ହାଇକୋର୍ଟ ମନା କରି ଦେଇଛନ୍ତି। ଦୁଇ ସପ୍ତାହ ମଧ୍ୟରେ କୋର୍ଟ ଇଡିରୁ ଉତ୍ତର ମାଗିଛନ୍ତି। କେଜରିୱାଲଙ୍କ ଆବେଦନ ଉପରେ ହାଇକୋର୍ଟ ଏନଫୋର୍ସମେଣ୍ଟ...

ସୁପ୍ରିମକୋର୍ଟ ଛାଟ ପରେ ନିର୍ବାଚନ ଆୟୋଗକୁ ସମସ୍ତ ନିର୍ବାଚନୀ ବଣ୍ଡ ତଥ୍ୟ ଦେଲା ଏସବିଆଇ

ନୂଆଦିଲ୍ଲୀ,୨୧।୩: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ) ଗୁରୁବାର ଏକ ଆଫିଡେଭିଟ୍ ଦାଖଲ କରି ଏହା ମାନ୍ୟଵର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ପାଳନ କରିଥିବା କହିଛି। ନିର୍ବାଚନୀ ବଣ୍ଡ ସମ୍ପର୍କିତ ସମସ୍ତ ତଥ୍ୟ ନିର୍ବାଚନୀ ଆୟୋଗଙ୍କ ନିକଟରେ ଦାଖଲ କରିଥିବା ସୂଚନା ଦେଇଛି।...

ଆତ୍ମଘାତୀ ବିସ୍ଫୋରଣରେ ୩ ମୃତ, ୧୨ ଆହତ

କାବୁଲ,୨୧ା୩: ଗୁରୁବାର ଆଫଗାନିସ୍ତାନର କାନ୍ଦାହାର ସହରରେ ହୋଇଥିବା ଆତ୍ମଘାତୀ ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ଜଣେ ପ୍ରାଦେଶିକ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଦେଶକୁ ଶାସନ କରୁଥିବା ତାଲିବାନ ଅଧିକାରୀଙ୍କ ଗଡ଼...

କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା, PIB ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପିଆଇବିର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକୋ ଲଗାଇଛନ୍ତି ସୁପ୍ରିମକୋର୍ଟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହାପରେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଗୁରୁବାର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌(ଏଫ୍‌ସିୟୁ) ଉପରେ ରୋକ ଲଗାଯାଇଛି।...

ହ୍ବାଟସ୍‌ ଆପରେ ‘ବିକଶିତ ଭାରତ’ ବାର୍ତ୍ତା ଶେୟାର କରିବା ତୁରନ୍ତ ବନ୍ଦ କରନ୍ତୁ, ସରକାରଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୩: ସରକାରଙ୍କୁ ଗୁରୁବାର ନିର୍ବାଚନ କମିଶନ ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ହ୍ବାଟସ ଆପ ବାର୍ତ୍ତା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ବହୁ ସଂଖ୍ୟକ ଲୋକଙ୍କୁ ହ୍ବାଟସ ଆପ ବାର୍ତ୍ତା...

ଜ୍ଞାନବାପୀ ପରେ ଏବେ ଭୋଜଶାଳାରେ ଏଏସ୍‌ଆଇର ସର୍ଭେ, ଜାଣନ୍ତୁ କ’ଣ ରହିଛି ପୁରୁଣା ବିବାଦ…

ଭୋପାଳ,୨୧ା୩: ମଧ୍ୟପ୍ରଦେଶ ନିକଟ ଭୋଜଶାଳାରେ ଏସ୍‌ଆଇ ଟିମ୍‌ ଆସନ୍ତାକାଲି ଅର୍ଥାତ୍‌ ୨୨ ତାରିଖରୁ ଏକ ସର୍ଭେ କରିବ। ଏହି ସର୍ଭେ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହିନ୍ଦୁ ଫ୍ରଣ୍ଟ୍‌ ଫର୍‌ ଜଷ୍ଟିସ ଏହାର ଆବେଦନରେ ଦାବି କରିଛନ୍ତି ଯେ, ମୁସଲମାନମାନଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri