Tag Archives: Home Middle

ଆଜି ଭାଜପାର କୋର କମିଟି ବୈଠକ: ୟୁପି, ଓଡ଼ିଶା, ପଶ୍ଚିମବଙ୍ଗ ଆସନ ଉପରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯିବା ପରେ ସାରା ଦେଶରେ ରାଜନୈତିକ ଉତ୍ତାପ ତୀବ୍ର ହୋଇଛି। ସମସ୍ତ ଦଳ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏହି ସମୟରେ ନିର୍ବାଚନକୁ ଦୃଷ୍ଟିରେ ରଖି ସୋମବାର ଭାଜପାର କୋର ଗ୍ରୁପ୍‌ ବୈଠକ...

ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ: ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଉପରେ…

ଭୁବନେଶ୍ୱର,୧୮।୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସାମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ସେ ଦିଲ୍ଲୀ ଯାଇଛନ୍ତି। ତେବେ ସେଠାରେ ସଂସଦୀୟ ବୋର୍ଡ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଉପରେ...

ଆସୁଛି ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୮ା୩:   ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉତ୍ତର ଓଡ଼ିଶା...

ରାଏବରେଲୀ-ଅମେଠିରୁ ଲଢ଼ିବେନି ପ୍ରିୟଙ୍କା, ରାହୁଲ

ନୂଆଦିଲ୍ଲୀ,୧୮।୩: ନେହେରୁ-ଗାନ୍ଧୀ ପରିବାରର ସୁରକ୍ଷିତ ଆସନ ରହିଆସିଥିବା ଦୁଇ ସଂସଦୀୟ କ୍ଷେତ୍ର ରାଏବରେଲୀ ଏବଂ ଅମେଠି ଏଥର କଂଗ୍ରେସ ହାତରୁ ଖସିଯାଇପାରେ। କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ନିକଟରେ ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ରାଏବରେଲୀରୁ...

ଇଲେକ୍ଟୋରାଲ ବଣ୍ଡ୍‌ରୁ ଭାଜପାକୁ ୬,୯୮୬.୫ କୋଟି

ନୂଆଦିଲ୍ଲୀ,୧୮।୩(ପି.ଟି.): ଭାରତର ନିର୍ବାଚନ କମିଶନର(ଇସିଆଇ) ରବିବାର ଇଲେକ୍ଟୋରାଲ ବଣ୍ଡ୍‌ର ସାନି ତଥ୍ୟ ସର୍ବସାଧାରଣରେ ପ୍ରକାଶ କରିଛନ୍ତି। ପୂର୍ବରୁ ଇସିଆଇ ଉକ୍ତ ତଥ୍ୟଗୁଡ଼ିକୁ ଜଉମୁଦା ଲଫାପାରେ ସୁପ୍ରିମକୋର୍ଟରେ ଦାଖଲ କରିଥିଲା। ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ସେଗୁଡ଼ିକୁ ସାର୍ବଜନୀନ କରାଯାଇଛି। ୨୦୧୯ ଏପ୍ରିଲ ୧୨ରେ...

ଆରସିବି ଟ୍ରଫି ‘ମରୁଡ଼ି’ ଶେଷ କଲା ମହିଳା ଟିମ୍, ପ୍ରଥମ ଥର ପାଇଁ ଜିତିଲା ଟାଇଟଲ୍

ଭୁବନେଶ୍ୱର,୧୭।୩: ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଚମତ୍କାର ପ୍ରଦର୍ଶନ ସହିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ୍) ୨୦୨୪ ଟାଇଟଲ୍ ଜିତିଛି। ଟୁର୍ଣ୍ଣାମେଣ୍ଟର ଅନ୍ତିମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ...

Video: ଦମ୍ ଦେଖାଇଲା ଭାରତୀୟ ସେନା, ଆତ୍ମସମର୍ପଣ କଲେ ସୋମାଲିଆ ଡକାୟତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ବାୟୁସେନା ରବିବାର ଆରବ ସାଗରରେ ଭାରତୀୟ ନୌସେନା ସହ ମିଳିତ ଅପରେସନ୍ କରୁଥିବା ଫଟୋ ଏବଂ ଏକ ଭିଡିଓ ଜାରି କରିଛି। ସୋମାଲିଆ ସାମୁଦ୍ରିକ ଡକାୟତ ଏକ ଜାହାଜ ସମେତ ୧୭ ଜଣ କ୍ର୍ୟୁ ସଦସ୍ୟଙ୍କୁ ଅପହରଣ...

ସାଢେ ୪ କୋଟି ଓଡିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର,୧୭।୩: ଶନିବାର ନିର୍ବାଚନ ଆୟୋଗ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ନିର୍ବାଚନ ପୂର୍ବରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଢେ ଚାରି କୋଟି ଓଡିଶାବାସୀଙ୍କୁ ଚିଠି ଲେଖିଛନ୍ତି। ”ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ପାଇଁ ଲୋକମାନଙ୍କ...

ନିଜକୁ ଇଡି ଅଫିସର କହି ଉପଜିଲାପାଳଙ୍କଠାରୁ ବଟି ଆଦାୟ କରୁଥିଲେ ୨ ଭାଇ : ଧରିଲା ପୋଲିସ

ଛତ୍ରପୁର,୧୭।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହାନ୍ତଙ୍କୁ ଢେଙ୍କାନାଳ ଟାଉନ ଥାନା ଦୋଳମଣ୍ଡପ ସାହିର ତାରିଣୀସେନ ମହାପାତ୍ର (୩୦) ଓ ବ୍ରହ୍ମାଶଙ୍କର ମହାପାତ୍ର (୨୭) ୨ ଜଣ ଇଡି ଅଫିସର କହି ଧମକାଇ ବଟି ଆଦାୟ...

ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୧୭।୩(ଅସମାପିକା ସାହୁ): ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ...

ତାଜା ନିର୍ବାଚନୀ ବଣ୍ଡ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୭ା୩: ରବିବାର ଭାରତୀୟ ନିର୍ବାଚନ ଆୟୋଗ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ଠାରୁ ପାଇଥିବା ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି। ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର...

ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଘନଘନ ବୈଠକ: ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ କେଉଁମାନେ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏଯାବତ୍‌ ଚିତ୍ର ସ୍ପଷ୍ଟ ହୋଇନ ଥିବା ବେଳେ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି। ବରିଷ୍ଠ ନେତାଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସୁଛି। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri