Tag Archives: Home Middle

ସମଗ୍ର ଭାରତରେ ପେଟ୍ରୋଲ, ଡିଜେଲ ମୂଲ୍ୟ ୨ ଟଙ୍କା କମାଇଲେ ସରକାର

ନୂଆଦିଲ୍ଲୀ,୧୪।୩: ଲୋକସଭା ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ପୂର୍ବରୁ ଭାରତ ସରକାର ଗୁରୁବାର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି।ସମ୍ପ୍ରତି ତରଳ ପେଟ୍ରୋଲିୟମ ଗ୍ୟାସ (ଏଲପିଜି) ଏବଂ ସଙ୍କୋଚିତ ପ୍ରାକୃତିକ ଗ୍ୟାସ (ସିଏନଜି) ମୂଲ୍ୟରେ...

ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ

ଭୁବନେଶ୍ୱର,୧୪।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ...

ଏସବିଆଇ ନିର୍ବାଚନୀ ବଣ୍ଡକୁ ସାର୍ବଜନୀନ କଲା ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୪।୩: ଭାରତୀୟ ନିର୍ବାଚନ କମିଶନ ଆୟୋଗ(ଇସିଆଇ) ଗୁରୁବାର ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଦାଖଲ କରିଥିବା ନିର୍ବାଚନ ବଣ୍ଡ ତଥ୍ୟକୁ ଏହାର ୱେବସାଇଟରେ ସାର୍ବଜନୀନ କରିଛି। ଗୋଟିଏ ଦିନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ ପରେ ଏସବିଆଇ ଏହି ତଥ୍ୟ...

‘ଯାହାଙ୍କୁ କେହି ପଚାରନ୍ତିନି, ତାଙ୍କୁ ମୋଦି ପଚାରନ୍ତି’

ନୂଆଦିଲ୍ଲୀ,୧୪ା୩: ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଲୋକଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଏହି ପ୍ରଧାନମନ୍ତ୍ରୀ ସ୍ବନିଧି ମହୋତ୍ସବ ସେହି ଲୋକମାନଙ୍କ ପାଇଁ ଉତ୍ସର୍ଗୀକୃତ, ଯାହା ବିନା ମୋର ଦୈନନ୍ଦିନ ଜୀବନ କଳ୍ପନା କରିପାରେନାହିଁ। କରୋନା ମହାମାରୀ...

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୪ା୩: ନବୀନ ନିବାସରେ ଗୁରୁବାର ଆରମ୍ଭ ହୋଇଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ମେଣ୍ଟ ଚର୍ଚ୍ଚା ସମୟରେ ନବୀନ ନିବାସରେ ଏହା ୨ୟ ପର୍ଯ୍ୟାୟ ଦଳୀୟ ବୈଠକ ବସିଛି। ଯାହା ଉପରେ ସମସ୍ତଙ୍କ ନଜର ରହିଛି। କୁହାଯାଉଛି ଯେ, ବିଜେଡି ଓ...

ମେଣ୍ଟ ଉପରେ ମନମୋହନ ସାମଲଙ୍କ ଏପଟସେପଟ କଥାକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୧୪।୩: ରାଜ୍ୟରେ ମେଣ୍ଟକୁ ନେଇ ଦ୍ୱନ୍ଦ ବଢିବାରେ ଲାଗିଛି। ଗୋଟିଏ ପଟେ ଭାଜପା ସଭାପତି ମନମୋହନ ସାମଲଙ୍କ ଏପଟସେପଟ କଥା ଅନ୍ୟପଟେ ବିଜେଡି ସୁପ୍ରିମୋ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିବା ନେଇ ମେଣ୍ଟକୁ ନେଇ ଚର୍ଚ୍ଚା ଆହୁରି ବଢିଛି।...

ବ୍ୟାଙ୍କ ବାଣ୍ଟୁଛି ନକଲି ନୋଟ୍‌

ଇସଲମାବାଦ,୧୪ା୩: ଲୋକେ ବ୍ୟାଙ୍କକୁ ସୁରକ୍ଷିତ ସ୍ଥାନ ଭାବି ଟଙ୍କା ଜମା କରିଥାନ୍ତି। ମାତ୍ର ବ୍ୟାଙ୍କରୁ ଯଦି ନକଲି ନୋଟ୍‌ ମିଳେ ତେବେ ଲୋକେ କାହା ଉପରେ ଭରସା କରିବେ। ଏପରି ଘଟଣା ଦେଖିବାକୁ ମିଳିଛି ପାକିସ୍ତାନରେ। ଏଠାରେ ଅନେକ ନକଲି...

ହେଇ କି ଅଟକିଯାଉଛି ମେଣ୍ଟ, ପ୍ରାର୍ଥୀ ତାଲିକାରେ ଓଡିଶା ନେତା ଉଭାନ

ଭୁବନେଶ୍ୱର,୧୪।୩: ରାଜ୍ୟ ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ମେଣ୍ଟ ହେବ ନା ନାହିଁ ତାହା ନେଇ ଏବେ ବି ସସପେନ୍ସ ଲାଗି ରହିଛି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟ ହେବ ନାହିଁ ବୋଲି ସିଧା ସିଧା ଖଣ୍ଡନ...

ଲୋକସଭା ନିର୍ବାଚନ ପାଇଁ ଏଏପି ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା

ଚଣ୍ଡୀଗଡ,୧୪।୩: ଲୋକସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି ପଞ୍ଜାବରେ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୫ ଜଣ ମନ୍ତ୍ରୀଙ୍କ ସମେତ ୮ ଜଣ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଅମୃତସରରୁ କ୍ୟାବିନେଟ ମନ୍ତ୍ରୀ କୁଲଦୀପ ସିଂ...

ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୩(ଅସମାପିକା ସାହୁ): ରାଜ୍ୟ ସରକାର ଗୁରୁବାର ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ୪ଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି...

ଭାଜପା ଏକା ଲଢ଼ିବ ଆଉ ସରକାର ବି ଗଢ଼ିବ: ମନମୋହନ

ଭୁବନେଶ୍ୱର,୧୪ା୩: ଦିଲ୍ଲୀରୁ ଫେରିବା ପରେ ଭାଜପା ସଭାପତି ମନମୋହନ ସାମଲ ପୁଣି ଏକ କଥା ଦୋହରାଇଛନ୍ତି। ଗୁରୁବାର ମନମୋହନ କହିଛନ୍ତି, ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ ଆଉ ଜିତିବ ମଧ୍ୟ। ସେ କହିଛନ୍ତି, ଓଡ଼ିଶାରେ ଭାଜପା ସରକାର ଗଠନ କରିବ।...

ଏହି ରାଜ୍ୟର ଏମପି ହେଉଛନ୍ତି ଦେଶର ସବୁଠାରୁ ଧନୀ, ଜାଣନ୍ତୁ ଓଡିଶାରୁ କିଏ..

ନୂଆଦିଲ୍ଲୀ,୧୪।୩: ଆପଣ ଜାଣିଛନ୍ତି କି, ଲୋକ ସଭା ଓ ରାଜ୍ୟ ସଭାରେ କେଉଁ ଏମପି ସବୁଠାରୁ ଅଧିକ ଧନୀ ଅଟନ୍ତି। ସେପ୍ଟେମ୍ବର ୨୦୨୩ ରେ, ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମସ (ADR) ଓ ଆସୋସିଏଶନ ନ୍ୟାଶନାଲ ଇଲେକ୍ଟୋରାଲ ୱାଚ (NEW)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri