Tag Archives: Home Middle

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର ତାଙ୍କର ୧୦୦ ଦିନର ଉପଲବ୍ଧି ସମ୍ପର୍କରେ ଅନେକ କଥା ସାଧାରଣରେ ରଖିଛନ୍ତି। ଏହାରି...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍‌ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍‌ କରିଛି।...

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ ଠକେଇର ଶିକାର ହୋଇଥିବା ଯୁବକ ରାୟଗଡ ଗୁଣପୁରର ମନୋଜ କୁମାର ଭକ୍ତ ବୋଲି...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ ମାମଲାର ଶୁଣାଣି କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri