Tag Archives: Home Middle

ବଡ଼ ଘୋଷଣା: ଶିଶୁ ଜନ୍ମ ହେଲେ ୧୦,୮୦୦ ଟଙ୍କାର ଫିକ୍ସଡ ଡିପୋଜିଟ୍‌ କରିବେ ସରକାର

ଗ୍ୟାଙ୍ଗଟକ୍‌,୧୧।୩: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଏକ ନୂତନ ଯୋଜନା ଘୋଷଣା କରିଛନ୍ତି। ଯାହା ଅଧୀନରେ ସରକାର ନବଜାତ ଶିଶୁଙ୍କ ନାମରେ ୧୦,୮୦୦ ଟଙ୍କା ଜମା କରିବେ। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ...

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ଦେୟ ପରିମାଣ ବଢ଼ାଇଲେ ସରକାର, ଉପକୃତ ହେବେ ୧ ଲକ୍ଷ ୨୬ ହଜାର ୧୦ କର୍ମକର୍ତ୍ତା

ଭୁବନେଶ୍ୱର,୧୧ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେଶନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ...

Oscar award 2024: କିଲିଆନ ମର୍ଫି ଶ୍ରେଷ୍ଠ ଅଭିନେତା, ଏମା ଷ୍ଟୋନ୍‌ ଶ୍ରେଷ୍ଠ ଅଭିନେତ୍ରୀ

ଓ୍ବାଶିଂଟନ,୧୧ା୩: ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ୧୧ରେ ଓଟିଟି ପ୍ଲାଟଫର୍ମ ଡିଜ୍‌ନି ପ୍ଲସ ହଟ୍‌ଷ୍ଟାରରେ ଭାରତରେ ସିଧା ପ୍ରସାରଣ କରାଯାଇଛି।...

୨୦୨୪ ଓସ୍କାର ପୁରସ୍କାର ଘୋଷଣା: କ୍ରିଷ୍ଟୋଫର ଶ୍ରେଷ୍ଠ ନିର୍ଦ୍ଦେଶକ

ଓ୍ବାଶିଂଟନ,୧୧ା୩: ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ଏକାଡେମୀ ପୁରସ୍କାର ଦୁନିଆର ସବୁଠାରୁ ଲୋକପ୍ରିୟ ପୁରସ୍କାର ସମାରୋହ ମଧ୍ୟରୁ ଅନ୍ୟତମ।  ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ମାର୍ଚ୍ଚ...

ମେଣ୍ଟ: ଦ୍ୱନ୍ଦ୍ୱରେ ଭୋଟର

ଭୁବନେଶ୍ୱର,୧୧ା୩(ଜିତେନ୍ଦ୍ର କୁମାର ନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସ୍ବଳ୍ପ ସମୟର ଭିଡିଓ ଯେଉଁଭଳି ଭାବେ ହୋଇଥିଲା, ତାହା ରାଜ୍ୟର ରାଜନୈତିକ ଉଷ୍ମତା ସମ୍ପର୍କରେ ଅନେକ ସୂଚନା ଦେଉଛି। ଭିଡିଓରେ ଯେପରି ଭାବେ ପାଣ୍ଡିଆନ...

ପେଟରେ ଅଧା, ପାଟିରେ ଅଧା

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀ ଯାଉଛନ୍ତି। ସେଠାରୁ ଫେରିବା ପରେ ରାଜ୍ୟର ସବୁ ଲୋକ ସଭା ଓ ବିଧାନସଭା ଆସନରେ ଭାଜପା ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଥିବା କହୁଛନ୍ତି। କିନ୍ତୁ କେଉଁଠାରେ...

ଶ୍ରେଷ୍ଠ କଷ୍ଟ୍ଯୁମ୍ ଡିଜାଇନ୍ ଆୱାର୍ଡ ଘୋଷଣା କରିବାକୁ ଉଲଗ୍ନ ହୋଇ ଓସ୍କାର ମଞ୍ଚକୁ ଆସିଲେ ଜନ୍ ସିନା

ନୂଆଦିଲ୍ଲୀ, ୧୧।୩: ସୋମବାର ଓସ୍କାର ଆୱାର୍ଡ ଘୋଷଣା କରାଯାଉଥିଲା ବେଳେ ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟକର ଘଟଣା। ପ୍ରଥମ ପୁରସ୍କାର ଭାବେ ଶ୍ରେଷ୍ଠ କଷ୍ଟ୍ଯୁମ୍ ଡିଜାଇନ୍ ଆୱାର୍ଡ ଘୋଷଣା କରିବାକୁ ମଞ୍ଚକୁ ଆସିଥିବା ଜନ୍ ସିନାଙ୍କୁ ଦେଖି ଗ୍ୟାଲେରୀରେ ବସିଥିବା...

ଚାଇନିଜ୍ ତାଇପେ ଯୋଡ଼ିଙ୍କୁ ହରାଇ ଦ୍ୱିତୀୟ ଥର ଫ୍ରେଞ୍ଚ ଓପନ୍ ଜିତିଲେ ସାତ୍ଵିକ-ଚିରାଗ

ନୂଆଦିଲ୍ଲୀ, ୧୦।୩: ଭାରତର ତାରକା ବ୍ୟାଡମିଣ୍ଟନ୍ ଯୋଡ଼ି ସାତ୍ଵିକସାଇରାଜ ରଙ୍କିରେଡ୍ଡୀ ଏବଂ ଚିରାଗ ସେଟ୍ଟୀ ଚାଇନିଜ୍ ତାଇପେ ଯୋଡ଼ି ଲି ଜେ ହୁଇ ଏବଂ ୟାଙ୍ଗ ପୋ ହୁସୁଆନ୍ ଙ୍କୁ ୨୧-୧୧, ୨୧-୧୭ ସେଟରେ ସିଧାସଳଖ ହରାଇ ଦ୍ୱିତୀୟ ଥର...

ପୁଣି ଉଠିଲା ମେଣ୍ଟ ଧୂଆଁ, ଅମିତ ଶାହାଙ୍କ ସହ ନବୀନ କଥା ହୋଇଥିବା ଚର୍ଚ୍ଚା!

ଭୁବନେଶ୍ୱର,୧୦।୩: ଉଭୟ ଶିବିରରେ ଅସମ୍ଭବ ନୀରବତା ପରେ ପୁଣି ଥରେ ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ଚର୍ଚ୍ଚା ଆରମ୍ଭ ହୋଇଛି। ପ୍ରଥମେ ଭାଜପା ସଭାପତି ମନମୋହନ ସାମଲ ଏହି ଖବରକୁ ଖାରଜ କରିବା...

ବିଶାଖାପାଟଣା-ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ

ରାୟଗଡ଼ା,୧୦।୩ (ଆଶିଷ ରଞ୍ଜନ ପଣ୍ଡା)- ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେଶନ ନିକଟରେ ରବିବାର ସା ପ୍ରାୟ ୭ଟାରେ ଏକ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିଶାଖାପାଟଣା- ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ର ଇଞ୍ଜିନ ସହିତ ୨ଟି ବଗି ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣାରେ...

ପରମାଣୁ ଆକ୍ରମଣ କରିବାକୁ ଯୋଜନା କରୁଥିଲା ରୁଷିଆ, ମୋଦିଙ୍କ ହସ୍ତକ୍ଷେପ ପରେ ପ୍ଲାନ ବଦଳାଇଲେ ପୁଟିନ

ମସ୍କୋ/ନୂଆଦିଲ୍ଲୀ,୧୦।୩: ୨୦୨୨ରେ ରୁଷିଆ-ୟୁକ୍ରେନ ବିବାଦ ବା ଯୁଦ୍ଧ ଆରମ୍ଭ ହେବା ପରେ ଆମେରିକା କ୍ୱିଭରେ ମସ୍କୋ ଦ୍ୱାରା ଆଣବିକ ଆକ୍ରମଣର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଥିଲା। ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ, ଦୁଇଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ...

ଦିଲ୍ଲୀରୁ ଆସିଲା ଡାକରା: ପ୍ରଭାରୀଙ୍କ ସହ ଦିଲ୍ଲୀ ଗଲେ ରାଜ୍ୟ ଭାଜପା ନେତୃତ୍ୱ

ଭୁବନେଶ୍ୱର,୧୦।୩: ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏହି ଚର୍ଚ୍ଚା ଭିତରେ ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଛି। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri