Tag Archives: Home Middle

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ୧୫ ଦିନର ସାମୟିକ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି।...

ନୂଆ ତତ୍ପର, ପୁରୁଖା ଛାନିଆ

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ଓଡ଼ିଶାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଚାରିଆଡ଼େ ହୁରି ପଡ଼ିଛି। ହେଲେ ବରଗଡ଼ ଜିଲାରେ ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ନିଜ ଢଙ୍ଗରେ ନିର୍ବାଚନୀ ସଜବାଜ...

ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା ଜିତିଲେ ୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ

ନୂଆଦିଲ୍ଲୀ,୯ା୩: ୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା। ଶନିବାର ମୁମ୍ବାଇରେ ଥିବା ଜିଓ ୱାର୍ଲ୍ଡ କନଭେନସନ୍ ସେଣ୍ଟରରେ ଏହି ବିଶାଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷର ବିଜେତା ପୋଲାଣ୍ଡର ମିସ୍ ୱାର୍ଲ୍ଡ...

ଲୋକ ସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ

ନୂଆଦିଲ୍ଲୀ,୯ା୩: ଲୋକ ସଭା ନିର୍ବାଚନର ଘୋଷଣା ହେବାର ସପ୍ତାହେ ପୂର୍ବରୁ ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପ ନେଇ ନିର୍ବାଚନ କମିଶନର ଅରୁଣ ଗୋଏଲ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ଭାରତର ନିର୍ବାଚନ ଆୟୋଗ...

ବର୍ଷକୁ ୫୦୦ ଜଣ ନେବେ ପାଇଲଟ୍‌ ଟ୍ରେନିଂ, ୬୬୨ କୋଟି ଟଙ୍କା ମଞ୍ଜୁର କଲେ ସରକାର

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ଦକ୍ଷ ପାଇଲଟ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଢେଙ୍କାନାଳ ଜିଲାର ବିରାଶାଳଠାରେ ବିଜୁ ପଟ୍ଟନାୟକ ଆଭିଏଶନ ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେଠାରେ ପାଇଲଟ ଟ୍ରେନିଂ, ସିମୁଲେଟର ଟ୍ରେନିଂ ଏବଂ କ୍ୟାବିନ୍‌...

ରାଜ୍ୟରେ ନିର୍ମାଣ ହେବ ୩୧୮ ବସ୍‌ଷ୍ଟାଣ୍ଡ, କ୍ୟାବିନେଟ୍‌ ବୈଠକରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ପରିବହନ ଭିତ୍ତିଭୂମି ଓ ସୁବିଧାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆମ ବସ୍‌ଷ୍ଟାଣ୍ଡ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୩୦ ଜିଲାରେ ୩ଟି ପର୍ଯ୍ୟାୟରେ ସମୁଦାୟ ୩୧୮ଟି ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ...

Video: ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ହେଉଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଣ୍ଟ ଖବରକୁ ଭାଜପା ସଭାପତି ମନମୋହନ ସାମଲ ଖାରଜ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ...

ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବକୁ ମଞ୍ଜୁରୀ: ସମସ୍ତ ୟୁଜି, ପିଜି ଛାତ୍ରୀଛାତ୍ରଙ୍କୁ ମିଳିବ ଛାତ୍ରବୃତ୍ତି

ଭୁବନେଶ୍ୱର,୯ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଆୟୋଜିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବୈଠକରେ ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ...

ନୂଆ ଅବକାରୀ ନୀତିକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର, ବର୍ଷକୁ ୧୦ ହଜାର କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ନୂଆଦିଲ୍ଲୀ,୯ା୩: ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ନୂତନ ଅବକାରୀ ନୀତିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏହି ନୂଆ ନୀତିର ଉଦେଶ୍ୟ ହେଉଛି ମଦ ବିକ୍ରୟରୁ ୧୦,୦୦୦ କୋଟିରୁ ଅଧିକ ରାଜସ୍ୱ ସଂଗ୍ରହ କରିବା। ଶନିବାର ବସିଥିବା କ୍ୟାବିନେଟ ବୈଠକରେ...

ଏନ୍‌ଡିଏରେ ମିଶିଲା ଟିଡିପି

ନୂଆଦିଲ୍ଲୀ,୯ା୩: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ନିଜର ପୁରୁଣା ସହଯୋଗୀଙ୍କୁ ଏନ୍‌ଡିଏରେ ଯୋଡ଼ିବାକୁ ଚେଷ୍ଟା ଆରମ୍ଭ କରିଛି। ନୀତୀଶ କୁମାରଙ୍କ ଜେଡିୟୁ ପରେ ଭାଜପା ଓଡ଼ିଶାରେ ବିଜେଡି ସହ ଆଲୋଚନା କରୁଛି। ଏକ ରିପୋର୍ଟ ଅନୁଯାୟୀ, ଆନ୍ଧ୍ରପ୍ରଦେଶର...

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ 

ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ...

ଚଳିତ ବର୍ଷ ତାତି ସାଙ୍ଗକୁ ଅନୁଭୂତ ହେବ ପ୍ରବଳ ଗ୍ରୀଷ୍ମ ଲହରି, ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ୱର,୯ା୩: ରାଜ୍ୟରେ ଚଳିତ ବର୍ଷ ପ୍ରବଳ ତାତି ସାଙ୍ଗକୁ ଗ୍ରୀଷ୍ମ ଲହରି ଅନୁଭୂତ ହେବ। ଏଭଳି ଗ୍ରୀଷ୍ମ ପ୍ରବାହ ସ୍ଥିତି ସୃଷ୍ଟି ହେବା ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୧ ତାରିଖରୁ ୧୪ ତାରିଖ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri