Tag Archives: Home Middle

ଗର୍ଭପାତ ମହିଳାଙ୍କ ସାମ୍ବିଧାନିକ ଅଧିକାର, ଏହି ବିଲକୁ ମଞ୍ଜୁରୀ ଦେବାରେ ଫ୍ରାନ୍ସ ହେଲା ପ୍ରଥମ ଦେଶ

ପ୍ୟାରିସ,୫।୩: ସୋମବାର ଫ୍ରାନ୍ସ ସଂସଦର ମିଳିତ ଅଧିବେଶନରେ ଫ୍ରାନ୍ସର ଆଇନଜୀବୀମାନେ ସମ୍ବିଧାନରେ ମହିଳାଙ୍କ ଗର୍ଭପାତ କରିବାର ଅଧିକାରକୁ ଦର୍ଶାଇ ଏକ ବିଲ ଅନୁମୋଦନ କରିଛନ୍ତି। ଏହିପରି ଭାବରେ, ଫ୍ରାନ୍ସ ବିଶ୍ୱର ପ୍ରଥମ ଦେଶ ହୋଇପାରିଛି ଯେଉଁଥିରେ ଗର୍ଭପାତକୁ ସାମ୍ବିଧାନିକ ଅଧିକାର...

ଆଜି ଓଡ଼ିଶା ଆସୁଛନ୍ତି ମୋଦି: ୧୯,୬୦୦ କୋଟି ଦେବେ ଭେଟି

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ। ଅପରାହ୍ନ ୩ଟା ୧୫ ମିନିଟ୍‌ରେ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପା ସହ ହାତ ମିଶାଇଲେ ବିଧାୟକ ଦଳର ନେତା

ଇଟାନଗର,୫।୩: ଉତ୍ତର ପୂର୍ବର ଅରୁଣାଚଳ ପ୍ରଦେଶରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। କାରଣ କଂଗ୍ରେସ ବିଧାୟକ ଦଳର ନେତା ଲୋମ୍ବୋ ତାୟେଙ୍ଗେ ଭାଜପାରେ ଯୋଗ ଦେଇଛନ୍ତି। ଏହାପୂର୍ବରୁ ଗତ ସପ୍ତାହରେ କଂଗ୍ରେସର ୨ ଜଣ ବିଧାୟକ ଏବଂ ଏନସିପିର...

ଭାରତୀୟ ଆଣବିକ କାର୍ଯ୍ୟକ୍ରମରେ ବଡ଼ ସଫଳତା

ଚେନ୍ନାଇ,୫।୩: ତାମିଲନାଡୁର କଳ୍ପକମ୍‌ଠାରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରୋଟୋଟାଇପ୍‌ ଫାଷ୍ଟ ବ୍ରିଡିଂ ରିଆକ୍ଟର (ପିଏଫ୍‌ବିଆର୍‌) ସୋମବାର ବଡ଼ ସଫଳତା ହାସଲ କରିଛି। ବିଦ୍ୟୁତ୍‌ ଉତ୍ପାଦନ ଲାଗି ଏକ ପ୍ରମୁଖ ପ୍ରକ୍ରିୟା ସ୍ବରୂପ ପିଏଫ୍‌ବିଆର୍‌ରେ ‘କୋର୍‌ ଲୋଡ଼ିଂ’ ଆରମ୍ଭ ହୋଇଛି, ଯାହା ଏକ...

ମାଳଦ୍ୱୀପ ନିକଟରେ ନୌସେନା ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୫।୩: ଚାଇନା ସପକ୍ଷବାଦୀ ମହମ୍ମଦ ମୁଇଜୁ ମାଳଦ୍ୱୀପ ରାଷ୍ଟ୍ରପତି ଭାବେ କ୍ଷମତାକୁ ଆସିବା ପରେ ଭାରତ ସହ ଏହାର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମାଳଦ୍ୱୀପ ନିକଟବର୍ତ୍ତୀ ଭାରତର ଦକ୍ଷିଣ-ପଶ୍ଚିମ ଉପକୂଳରେ ଏକ ନୂତନ ନୌସେନା ଘାଟି ନିର୍ମାଣ...

ରାଜ୍ୟରେ ନିୟୋଜିତ ହେବେ ୧୦ ହଜାର ନୂତନ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୪।୩: ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି। ଏହି...

ରାଜ୍ୟ ସଭାରୁ ଇସ୍ତଫା ଦେଲେ ଭାଜପା ସଭାପତି ଜେପି ନଡ୍ଡା, ଲଢ଼ିପାରନ୍ତି ଲୋକସଭା ନିର୍ବାଚନ

ନୂଆଦିଲ୍ଲୀ,୪ା୩: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ୪ ମାର୍ଚ୍ଚରେ ରାଜ୍ୟ ସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ତାଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ଚର୍ଚ୍ଚା ହେଉଛି ଯେ, ଲୋକସଭା...

ଅଭୟାରଣ୍ୟକୁ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର,୪ା୩: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ଉପରେ ରୋକୋ ଲଗାଇଛନ୍ତି ସରକାର। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି...

ଏଏପିକୁ ଝଟ୍‌କା, ୧୫ ଜୁନ ସୁଦ୍ଧା ଦଳୀୟ କାର୍ଯ୍ୟାଳୟ ଖାଲି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୩: ସୁପ୍ରିମକୋର୍ଟ ଆମ ଆଦମୀ ପାର୍ଟି(ଏଏପି)କୁ ତାଙ୍କ କାର୍ଯ୍ୟାଳୟ ଖାଲି କରିବାକୁ କହିଛନ୍ତି। ତେବେ ନିର୍ବାଚନକୁ ଦୃଷ୍ଟିରେ ରଖି କୋର୍ଟ ଜୁନ୧୫ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ବିରୋଧରେ ଏକ ଅଭିଯୋଗ କରାଯାଇଥିଲା ଯେ ରାଉଜ...

ଊର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦...

ଇସ୍ରୋ ମୁଖ୍ୟ ସୋମନାଥ କ୍ୟାନସରରେ ପୀଡିତ, ଆଦିତ୍ୟ ଏଲ-୧ ଲଞ୍ଚ ଦିନ ମିଳିଥିଲା ଖବର

ବେଙ୍ଗାଲୁରୁ,୪।୩: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ କର୍କଟ ରୋଗରେ ପୀଡିତ। ଏହା ସେ ଆଜି ନୁହେଁ ଭାରତର ଉଚ୍ଚାଭିଳାଷୀ ସୌର ମିଶନ ଆଦିତ୍ୟ ଏଲ -୧ ଲଞ୍ଚ ହେବା ଦିନ ଜାଣି ସାରିଥିଲେ, କିନ୍ତୁ...

ଲୋକ ସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଶକ୍ତ ଝଟ୍‌କା

କୋଲକାତା,୪।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏକ ଝଟ୍‌କା ପାଇଛନ୍ତି। ଦଳର କାର୍ଯ୍ୟକଳାପକୁ ନେଇ ନିରାଶା ପ୍ରକାଶ କରି ବରିଷ୍ଠ ତ୍ରୁଣମୂଳ କଂଗ୍ରେସ ନେତା ତାପସ ରୟ ସୋମବାର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri