Tag Archives: Home Middle

ଟସ୍‌ ଜିତିଲା ବାଂଲାଦେଶ: ଭାରତକୁ ପ୍ରାରମ୍ଭିକ ଝଟ୍‌କା

ଚେନ୍ନାଇ,୧୯।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଗୁରୁବାରଠାରୁ ଚେନ୍ନାଇର ଚେପକ ଷ୍ଟାଡିୟମରେ ପ୍ରଥମ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା।...

ଖାର୍ଗେଙ୍କୁ ଖୋଲା ଚିଠି ଲେଖିଲେ ଜେପି ନଡା

ନୂଆଦିଲ୍ଲୀ,୧୯।୯: ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡା ଗୁରୁବାର କଂଗ୍ରେସ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କଂଗ୍ରେସ ସଭାପତିଙ୍କୁ ଉତ୍ତର ଦେଇଛନ୍ତି। ନଡା ଲେଖିଛନ୍ତି, ସମ୍ମାନିତ ଖାର୍ଗେ...

ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ ହେବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡିଛି। ଏଥିପାଇଁ ନୀତି, ନିୟମ ଦୁଇ ଦିନ...

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର ବିଷୟ ସାଜିଥିବା ବେଳେ ପ୍ରଥମରୁ ପୋଲିସ ଅଭିଯୋଗ ଗ୍ରହଣ କରି ଏପର୍ଯ୍ୟନ୍ତ ନୀରବ...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ...

କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, ଏହାର ବଡ଼ କାରଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍‌...

ଆଜି ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ଶ୍ରୀନଗର/ଜମ୍ମୁ,୧୮ା୯(ପି.ଟି.):ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ୨୧୯...

ଲେଖିଲେ ୫୦ ହଜାର, ଦେଲେ ୫ ହଜାର

ଭୁବନେଶ୍ୱର,୧୮।୯(ଅନିଲ ଦାସ):କେନ୍ଦ୍ର ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ନୁହେଁ, ଅବହେଳା କରିଥିବା ବିଜେଡି ଅଭିଯୋଗ କରିଛି।  ଶଙ୍ଖଭବନରେ ଆୟୋଜିତ   ଖବରଦାତା ସମ୍ମିଳନୀରେ ବିଜେଡିର  ବରିଷ୍ଠ ନେତା ତଥା  ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ଏବଂ ପୂର୍ବତନ ମନ୍ତ୍ରୀ...

ଲୋକଙ୍କ ଖାଦ୍ୟ ପାଇଁ ମରାଯିବ ୨୦୦ ହାତୀ

ହରାରେ, ୧୮।୯:ଏଲ୍‌ନିନୋ ପ୍ରଭାବରେ ଜିମ୍ବାଓ୍ବେ ଓ ଅନ୍ୟ ଦକ୍ଷିଣ ଆଫ୍ରିକୀୟ ଦେଶଗୁଡ଼ିକରେ ୪ ଦଶନ୍ଧି ମଧ୍ୟରେ ସବୁଠୁ ଉତ୍କଟ ମରୁଡ଼ି ସ୍ଥିତି ଦେଖାଦେଇଛି। ଏହାର ପ୍ରଭାବରେ ବହୁ ଫସଲ ନଷ୍ଟ ହେବା ସହ ୬.୮ କୋଟି ଲୋକ ପ୍ରଭାବିତ ହୋଇଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri