Tag Archives: Home Middle

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ...

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସାମଲ କହିଛନ୍ତି...

ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦ

ଓ୍ବାଶିଂଟନ,୨୯ା୨: ଟେକ୍ସାସ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି। ଫଳରେ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ବୁଧବାର ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରି ଏହି ଅଞ୍ଚଳରେ ବିଦ୍ୟୁତ୍‌ କାଟ୍‌ ଘଟାଇଥିବା ବେଳେ ପ୍ରବଳ ପବନ, ଶୁଖିଲା...

କଂଗ୍ରେସର ୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ବାଚସ୍ପତି

ଶିମଲା,୨୯।୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ଭାଜପାକୁ ଯାଉଥିବା ରାଜ୍ୟ ସଭା ଆସନ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ୬ ଜଣ ବିଦ୍ରୋହୀ ବିଧାୟକଙ୍କୁ...

ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର

ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ...

ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଦୀପିକା

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି।...

ବରିଷ୍ଠ କିରାଣିଙ୍କୁ ଧରିଲା ଭିଜିଲାନ୍ସ, ଟଙ୍କା ନେଉଥିବାବେଳେ ରେଡ୍‌ ହ୍ୟାଣ୍ଡେଡ ଗିରଫ

ରାଉରକେଲା,୨୯।୨: ଭିଜିଲାନ୍ସ ଜାଲରେ ଇଏସଆଇ ମେଡିକାଲ ଡିସପେନସରୀ ବରିଷ୍ଠ କିରାଣି ଅଭିରାମ ସାହୁ। ଜେଲ୍‌ ରୋଡ୍‌ କିରାଣି ଧରାପଡିଛନ୍ତି। ବିଲ୍‌ ପାସ୍‌ କରିବାକୁ ୧୦ହଜାର ଟଙ୍କା ନେବାବଳେ ରେଡ୍‌ ହ୍ୟାଣ୍ଡେଡ ଧରା ପଡିଛନ୍ତି କିରାଣୀ ଅଭିରାମ। ସୂଚନାଥାଉ କି, ଗ୍ୟାସ...

କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି

କେନ୍ଦୁଝର,୨୯।୨: (ନରେଶ ଚନ୍ଦ୍ର ପଟ୍ଟନାୟକ) ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାଶିକାକୁ ରାସ୍ତା ପଥରେ ଯାଇଛନ୍ତି। ସେଠାରେ...

ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର...

ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ

କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍‌ସି ନେତା ଶାହଜାହାନ ଶେଖ। ତାଙ୍କୁ ବୁଧବାର ରାତି ୩ଟାରେ ମୀନାଖାନର ଏକ ଅଜ୍ଞାତ ସ୍ଥାନରୁ ଗିରଫ...

କ୍ୟାନ୍‌ସରରୁ ବଞ୍ଚାଇବ ୧୦୦ ଟଙ୍କାର ସ୍ବଦେଶୀ ଟାବଲେଟ୍‌

ନୂଆଦିଲ୍ଲୀ, ୨୯।୨: ଆମେରିକା ଓ ଚାଇନା ପରେ ବିଶ୍ୱର ତୃତୀୟ ସର୍ବାଧିକ କ୍ୟାନ୍‌ସର ରୋଗୀ ଭାରତରେ ଥିବାବେଳେ ଅଧିକାଂଶ ସ୍ଥାନରେ ଚିକିତ୍ସା ପରେ ମଧ୍ୟ ରୋଗୀଙ୍କ ଶରୀରରେ ପୁନର୍ବାର କ୍ୟାନ୍‌ସରର ଲକ୍ଷଣ ଦେଖାଦେଇଥାଏ। କର୍କଟ ରୋଗର ସର୍ବବୃହତ୍‌ ମେଡିକାଲ ଟାଟା...

ଆନ୍ଧ୍ର ଉପକୂଳରେ ସୃଷ୍ଟି ହେଲା ଗୁରୁଚାପ, ୭ରୁ ବଢ଼ିବ ତାତି

ଭୁବନେଶ୍ୱର,୨୮ା୨: ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି। ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri