Tag Archives: Home Middle

ହିମାଚଳ ପ୍ରଦେଶ: ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ସମେତ ୧୫ ବିଧାୟକଙ୍କୁ ନିଲମ୍ବନ କଲେ ବାଚସ୍ପତି

ଶିମଲା,୨୮।୨: ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଯାଇଛି। ଏହି ସମୟରେ ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ଜୟରାମ ଠାକୁରଙ୍କ ସମେତ ୧୫ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକଙ୍କୁ ନିଲମ୍ବିତ କରି...

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲା ମୟୂରଭଞ୍ଜ...

ଆଜି ଚାଷୀଙ୍କ ଖାତାକୁ ଆସିବ ୧୬ତମ କିସ୍ତି, ୯ କୋଟି କୃଷକ ପାଇବେ ଲାଭ

ନୂଆଦିଲ୍ଲୀ,୨୮।୨: ପିଏମ୍‌ କିଷାନ ନିଧି ଯୋଜନା ଅଧୀନରେ ବୁଧବାର ୧୬ତମ କିସ୍ତି ଚାଷୀଙ୍କ ଖାତାକୁ ଆସିବ। ଏହାପୂର୍ବରୁ ୧୫ ନଭେମ୍ବର ୨୦୨୩ରେ ୧୫ତମ କିସ୍ତି ଆସିଥିଲା। ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଜାରି କରିଥିଲେ। ଏଥି ସହିତ ଏଥର...

ମାଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବ୍ରିଜ୍‌ରୁ ଖସିଲା ବସ୍‌, ୩୧ ମୃତ

ବମାକୋ,୨୮।୨: ଆଫ୍ରିକୀୟ ଦେଶ ମାଲିରେ ବଡ଼ ଦୁର୍ଘଟଣା ଘଟିଛି। ଏକ ବସ୍‌ ବ୍ରିଜରୁ ଖସି ପଡିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର କେନିବା ଅଞ୍ଚଳରେ ଏହି ଘଟଣା...

ମିଶନ ଶକ୍ତି ବଜାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ ବାସ କରୁଥିବା ମହିଳାମାନଙ୍କ ପାଇଁ ଦୀର୍ଘମିଆଦୀ ଜୀବିକାର୍ଜନ ଲାଗି ମିଶନ ଶକ୍ତି...

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ...

Rajya Sabha election: ସଙ୍କଟରେ ହିମାଚଳ ସରକାର, କଂଗ୍ରେସ ବିିଧାୟକ କଲେ କ୍ରସ୍‌ ଭୋଟିଂ

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶ, କର୍ନାଟକ ଏବଂ ହିମାଚଳପ୍ରଦେଶରୁ ମୋଟ ୧୫ ଆସନ ପାଇଁ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କର୍ନାଟକରେ କଂଗ୍ରେସ ୩ଟି ରାଜ୍ୟ ସଭା ଆସନରେ ବିଜୟୀ ହୋଇଛି। ଅନ୍ୟପଟେ ଭାଜପା ମାତ୍ର ଗୋଟିଏ ଆସନ ପାଇଛି। ଦକ୍ଷିଣୀ...

ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ।...

ବାରବାଟୀ ଷ୍ଟାଡିୟମର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ: ବିଭିନ୍ନ ଜିଲାରେ ହେବ ୪୧କ୍ରିକେଟ ଏକାଡେମୀ

କଟକ,୨୭।୨: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହେବାକୁଥିବା ଥିବା ୪୧ଟି କ୍ରିକେଟ ଏକାଡେମୀର ମଧ୍ୟ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଭର୍ଚ୍ଚୁଆଲ ମାଧ୍ୟମରେ ବୁଧବାର...

ନିର୍ବାଚନ କମିଶନରଙ୍କ ଛାଟ: ୧୫୬ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ବଦଳି ନିୟମକୁ କଡାକଡି ପାଇଁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବଦଳି ପ୍ରକ୍ରିୟା ଜାରି ରହିଛି । ବିଡିଓ, ତହସିଲଦାର, ଉପଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲ୍ଲାପାଳ...

ସ୍ତ୍ରୀଙ୍କ ଗହଣା ଉପରେ ରହିଛି ସ୍ବାମୀଙ୍କ କେତେ ଅଧିକାର? କୋର୍ଟ ଦେଲେ ବଡ ରାୟ

ନୂଆଦିଲ୍ଲୀ,୨୭।୨: ବିବାହରେ ମହିଳାଙ୍କୁ ମିଳୁଥିବା ଜମି, ଘର ଓ ଗହଣାରେ କାହାର ଅଧିକାର ଏନେଇ ବିଭିନ୍ନ ଖବର ସାମ୍ନାକୁ ଆସିଛି। ନିକଟରେ ଦିଲ୍ଲୀ ହାଇକୋର୍ଟରେ ମଧ୍ୟ ଏଭଳି ଏକ ମାମଲାର ଆବେଦନ କରାଯାଇଛି। ଯେଉଁଠାରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ...

ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ

ଭୁବନେଶ୍ୱର,୨୭।୨: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri