Tag Archives: Home Middle

୩ ରାଜ୍ୟରେ କୃଷକଙ୍କ ଟ୍ରାକ୍ଟର ରାଲି

ଚଣ୍ଡିଗଡ଼/ଲକ୍ଷ୍ନୌ,୨୭।୨(ପି.ଟି.): ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ଚୁକ୍ତିନାମାକୁ ବିରୋଧ କରି ପଞ୍ଜାବ, ହରିୟାଣା ଓ ପଶ୍ଚିମ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଚାଷୀମାନେ ସୋମବାର ଟ୍ରାକ୍ଟର ରାଲି କରିଥିଲେ। ଡବ୍ଲ୍ୟୁଟିଓ ଚୁକ୍ତିରୁ କୃଷି ସେକ୍ଟରକୁ ବାଦ୍‌ ଦେବା ପାଇଁ ସେମାନେ ଦାବି କରିଛନ୍ତି।...

ପେଟିଏମ ପେମେଣ୍ଟ ବ୍ୟାଙ୍କ ଚେୟାରମ୍ୟାନ ପଦରୁ ଇସ୍ତଫା ଦେଲେ ବିଜୟ ଶେଖର ଶର୍ମା

ନୂଆଦିଲ୍ଲୀ,୨୭।୨: ପେଟିଏମ ପେମେଣ୍ଟ ବ୍ୟାଙ୍କର ସହ-ପ୍ରତିଷ୍ଠାତା ବିଜୟ ଶେଖର ଶର୍ମା ଅଣ-କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। One97 କମ୍ୟୁନିକେସନ ଲିମିଟେଡ ପେଟିଏମ ପେମେଣ୍ଟ ବ୍ୟାଙ୍କ ବୋର୍ଡରୁ ଏହାର ନାମାଙ୍କନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି, ଏହା ପରେ ବିଜୟ...

ମାର୍ଚ୍ଚ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଏସବୁ ଦିନ କରିହେବନାହିଁ  କୌଣସି ବ୍ୟାଙ୍କ କାମ 

ନୂଆଦିଲ୍ଲୀ,୨୬।୨: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ୨୦୨୪ ବର୍ଷ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଥିବା ବେଳେ ମାର୍ଚ୍ଚ ମାସରେ ଅନେକ ଦିନ ବ୍ୟାଙ୍କ ଛୁଟି ରହିବି। ବିଭିନ୍ନ ରାଜ୍ୟରେ ପାଳନ କରାଯାଉଥିବା  ଅନେକ ପର୍ବର ଛୁଟି...

ରାହୁଲ ଗାନ୍ଧୀଙ୍କ ସଂସଦୀୟ ଆସନରେ ଖେଳ, ଏହି ମହିଳା ନେତାଙ୍କୁ ପ୍ରାର୍ଥୀ ଘୋଷଣା କଲା ସିପିଆଇ

ନୂଆଦିଲ୍ଲୀ,୨୬।୨: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ଚାରିଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। କେରଳର ଶାସକ ବାମ ଡେମୋକ୍ରାଟିକ ମୋର୍ଚ୍ଚାରେ ସିପିଆଇ ହେଉଛି ଦ୍ୱିତୀୟ ବୃହତ୍ତମ ସହଯୋଗୀ ଭାଗିଦାରୀ। କେରଳର ଯେଉଁ...

ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ

ମୁମ୍ବାଇ,୨୬।୨: ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସଙ୍କ ମୁମ୍ବାଇଠାରେ ପରଲୋକ ହୋଇଛି। କିଛିଦିନ ହେବା ଅସୁସ୍ଥ ଥିବା ଏହି ଗଜଲ ଗାୟକଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଥିବା ସୂଚନା ମିଳିଛି। ତାଙ୍କ ଝିଅ ନାୟବ ଉଧାସ ସୋସିଆଲ ମିଡିଆ...

ଇତିହାସ ରଚିଲେ ମରିୟମ, ହେଲେ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ

ଇସଲାମାବାଦ,୨୬।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ପାକିସ୍ତାନର ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଏହା ସହିତ ମରିୟମ ନୱାଜ ଇତିହାସ ସୃଷ୍ଟି କରିଛନ୍ତି କାରଣ ମରିୟମ ନୱାଜ ପଞ୍ଜାବର ପ୍ରଥମ ମହିଳା...

ISC Paper Postponed: ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ବାତିଲ୍‌

ନୂଆଦିଲ୍ଲୀ,୨୬।୨: କାଉନସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (CISCE) ପକ୍ଷରୁ ସୋମବାର ଫେବୃଆରୀ ୨୬ରେ ଧାର୍ଯ୍ୟ ହୋଇଥିବା ରସାୟନ ବିଜ୍ଞାନ ପେପରକୁ ବାତିଲ୍‌ କରାଯାଇଛି। ‘ଅପ୍ରତ୍ୟାଶିତ ପରିସ୍ଥିତି’ କାରଣରୁ ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ରଦ୍ଦ ହୋଇଛି। ପରିଷଦ...

ଶାସନ କ୍ଷମତା ହାତକୁ ଆସିଲେ ଶେଷ କରିବୁ ଅଗ୍ନିପଥ ଯୋଜନା, ଲାଗୁ ହେବ ପୁରୁଣା ବ୍ୟବସ୍ଥା, ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୬।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖି ଅନୁରୋଧ କରିଛନ୍ତି ଯେ ସେନାରେ ନିୟମିତ ସେବା ପାଇଁ ମନୋନୀତ ହୋଇଥିଲେ ମଧ୍ୟ ପ୍ରାୟ ଦୁଇ ଲକ୍ଷ ଯୁବକଙ୍କୁ ନ୍ୟାୟ ଦିଆଯାଉ ନାହିଁ।...

ବରମୁଣ୍ଡା ଆମ୍ବେଡକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ...

ଇଂଲଣ୍ଡକୁ ଧୂଳି ଚଟେଇଲା ଭାରତ: ଚମକିଲେ ଗିଲ୍‌-ଜୁରେଲ୍‌

ରାଞ୍ଚି,୨୬।୨: ଚତୁର୍ଥ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ  ୩-୧ ଅଗ୍ରଣୀ ହାସଲ କରିଛି। ଭାରତ ପାଇଁ ଧ୍ରୁବ ଜୁରେଲ ଏବଂ ଶୁବମାନ ଗିଲ...

ଭାଇରାଲ ହେଲା ଗଣିତ ପ୍ରଶ୍ନପତ୍ର: ଛାତ୍ରୀଛାତ୍ର କହିଲେ- ‘ହଁ ଏହି ପ୍ରଶ୍ନ ପଡିଥିଲା’, ଖଣ୍ଡନ କଲା ବୋର୍ଡ

ଭୁବନେଶ୍ୱର,୨୬।୨: ଦଶମ ପରୀକ୍ଷାରେ ପୁଣି ସାମ୍ନାକୁ ଆସିଲା ଅନିୟମିତତା। ସୋମବାର ଗଣିତ ପରୀକ୍ଷା ଥିଲା ବେଳେ ପରୀକ୍ଷା ସରିବାର ଯଥେଷ୍ଠ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଉତ୍ତର ସହିତ ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ...

ଯୁକ୍ତ ୩, ପିଜି ଛାତ୍ରୀଛାତ୍ରଙ୍କୁ ମିଳିଲା ‘ନୂଆ-ଓ’ ସ୍କଲାରଶିପ୍‌

ଭୁବନେଶ୍ୱର,୨୬ା୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍‌ ବଣ୍ଟନ କରାଯାଇଛି। ୫-ଟି ଅଧ୍ୟକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri