Tag Archives: Home Middle

Video: ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ

ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍‌ରେ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ...

“ଯେଉଁଠାରେ ଅନ୍ୟମାନଙ୍କଠାରୁ ଆଶା ଶେଷ ହୁଏ, ସେଠାରୁ ମୋଦି ଗ୍ୟାରେଣ୍ଟି ଆରମ୍ଭ ହୁଏ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଜକୋଟରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ”ଯେଉଁଠାରେ ଅନ୍ୟମାନଙ୍କଠାରୁ ଆଶା ଶେଷ ହୁଏ, ସେଠାରୁ ମୋଦି ଗ୍ୟାରେଣ୍ଟି ଆରମ୍ଭ ହୁଏ। ଭାରତ କିପରି କରୋନାକୁ ପରାସ୍ତ...

ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି।...

କଂଗ୍ରେସ ମଧ୍ୟରେ ନ ଥିଲା ଇଚ୍ଛାଶକ୍ତି, ଆମେ ବଦଳାଇଲୁ ଦେଶର ଚିତ୍ର: ବିରୋଧୀଙ୍କୁ ଟାର୍ଗେଟ କଲେ ମୋଦି

ଦ୍ୱାରକା,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜୁରାଟ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ, ଉଦଘାଟନ କରିଥିଲେ। ଏହା ପରେ, ସାଧାରଣ ସଭାରେ ସମ୍ବୋଧିତ କରିବାବେଳେ ସେ କହିଥିଲେ ଯେ ମୁଁ ଗଭୀର ସମୁଦ୍ର...

ମାର୍ଚ୍ଚ ପହିଲାରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୨୫ା୨: ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଲୋକ ସେବା ଭବନର କନଭେନ୍‌ସନ୍‌ ହଲ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ...

ବାଇଡେନଙ୍କ ସ୍ମରଣ ଶକ୍ତିକୁ ନେଇ ପୁଣି ଉଠିଲା ପ୍ରଶ୍ନ, ସି ଜିନପିଙ୍ଗଙ୍କୁ କହିଲେ ‘ରୁଷିଆର ରାଷ୍ଟ୍ରପତି’

ଓ୍ବାଶିଂଟନ,୨୫।୨: ଦୁର୍ବଳ ସ୍ମୃତିଶକ୍ତି ଏବଂ ବୃଦ୍ଧାବସ୍ଥା ଯୋଗୁଁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅନେକ ଥର ସମାଲୋଚନା କରାଯାଇଛି। ଏବେ ପୁଣି ଥରେ ଜୋ ବାଇଡେନ ଏକ ଭୁଲ କରିଛନ୍ତି । ଘଟଣାହେଲା ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ ସେ...

ରାଷ୍ଟ୍ରପତି ନିର୍ବାଚନର ତାରିଖ ଘୋଷଣା, ରେସ୍‌ରେ ସବୁଠୁ ଆଗରେ ଆସିଫ ଅଲି ଜରଦାରି

ଇସଲାମାବାଦ,୨୫।୨: ପାକିସ୍ତାନରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଠକେଇ ଅଭିଯୋଗ ରହିଛି। ଏହି ଅଭିଯୋଗଗୁଡିକ ଜାଣି ନ ଥିବାରୁ ପାକିସ୍ତାନର ନିର୍ବାଚନ ଆୟୋଗ ରାଷ୍ଟ୍ରପତି ନିର୍ବାଚନ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ମାର୍ଚ୍ଚ ୯ ରେ ରାଷ୍ଟ୍ରପତି ନିର୍ବାଚନ କରିବାକୁ ନିର୍ବାଚନ ଆୟୋଗ...

ପଞ୍ଜାବ ଅଞ୍ଚଳର ମୁଖ୍ୟମନ୍ତ୍ରୀ ନିର୍ବାଚନକୁ ନେଇ ଆରମ୍ଭ ହେଲା କାଉଣ୍ଟ ଡାଉନ, ମରିୟମଙ୍କ ଉପରେ ସମସ୍ତଙ୍କ ନଜର

ଇସଲାମାବାଦ,୨୫।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ପଞ୍ଜାବ ପ୍ରଦେଶର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହେବେ। ସେ ସୋମବାର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେବାକୁ ଯାଉଛନ୍ତି। ସରିଫଙ୍କ ନେତୃତ୍ୱାଧୀନ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ପଞ୍ଜାବ...

ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ...

ଚମତ୍କାର ଇନିଂସ ପରେ କାହାକୁ ସାଲ୍ୟୁଟ୍‌ କଲେ ଧ୍ରୁବ୍‌ ଜୁରେଲ୍‌: ଜାଣିଲେ ସମସ୍ତେ କରିବେ ବାଃ ବାଃ

ରାଞ୍ଚି,୨୫।୨: ରାଞ୍ଚି ଟେଷ୍ଟରେ ଧ୍ରୁବ ଜୁରେଲ ଚମତ୍କାର ପ୍ରଦର୍ଶନ କରି ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୯୦ ରନର ଇନିଂସ ଖେଳିଥିଲେ। ଧ୍ରୁବ ଅର୍ଦ୍ଧଶତକ ପରେ ଏକ ଆକର୍ଷଣୀୟ ଢଙ୍ଗରେ ପାଳନ କରିଥିଲେ। ସେ ପଡିଆରୁ ତାଙ୍କ...

‘ମୁଁ ଦେଶକୁ କେବେ ବୁଡ଼ିବାକୁ ଦେବି ନାହିଁ’

ନୂଆଦିଲ୍ଲୀ,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଗସ୍ତର ଏକ ଅଂଶ ଭାବରେ ରବିବାର ଧାର୍ମିକ ସହର ଦ୍ୱାରକା ନିକଟରେ ପହଞ୍ଚିଥିଲେ। ଏଠାରେ ସେ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ‘ମୁଁ ଆତ୍ମବିଶ୍ୱାସରେ ଅହିରାନୀଙ୍କୁ ପ୍ରଣାମ କରୁଛି।...

ପଞ୍ଚମ ଥର ପାଇଁ ପାରା ବିଶ୍ୱ ବ୍ୟାଡମିଣ୍ଟନ ଟାଇଟଲ ଜିତିଲେ ପ୍ରମୋଦ ଭଗତ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୫ା୨: ଥାଇଲ୍ୟାଣ୍ଡରେ ଚାଲିଥିବା ପାରା ବିଶ୍ୱ ଚାମ୍ପିଅନସିପ ଏକକ ବର୍ଗରେ ଟାଇଟଲ ଜିତିଛନ୍ତି ପ୍ରମୋଦ ଭଗତ। ଫାଇନାଲ ମୁକାବିଲାରେ ବ୍ରିଟେନର ଡାନିଏଲ ବେଥେଲଙ୍କ ବିପକ୍ଷରେ ୧୦୦ ମିନିଟର କଡ଼ା ସଂଘର୍ଷ ପରେ ସେ ଏହି ସଫଳତା ପାଇଛନ୍ତି। ପ୍ରଥମ ସେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri