Tag Archives: Home Middle

IND-ENG ଚତୁର୍ଥ ଟେଷ୍ଟ: ରୁଟ୍‌ଙ୍କ ଶତକ, ଇଂଲଣ୍ଡ ସ୍କୋର୍‌ ୩୦୨/୭

ରାଞ୍ଚତ୍, ୨୩।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ଚତୁର୍ଥ କ୍ରିକେଟ ଟେଷ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଇଂଲଣ୍ଡ ପ୍ରଥମ ଦିବସ ଖେଳ ଶେଷ ବେଳକୁ ୭ ଉଇକେଟ ହରାଇ ୩୦୨...

Byju: ବାୟଜୁସ୍‌ ସିଇଓ ପଦରୁ ହଟିଲେ ରବୀନ୍ଦ୍ରନ୍‌

ନୂଆଦିଲ୍ଲୀ,୨୩ା୨: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଅନ୍‌ଲାଇନ୍‌ ଶିକ୍ଷା ପ୍ରଦାନକାରୀ ଏଡୁଟେକ୍‌ କମ୍ପାନୀ ବାୟଜୁସ୍‌ର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ବାୟଜୁ ରବୀନ୍ଦ୍ରନ୍‌ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ୪୪ ବର୍ଷୀୟ ରବୀନ୍ଦ୍ରନ୍‌ ଏବଂ ତାଙ୍କ...

ଭାଜପା ପାଇଁ ଚାନ୍ଦା ଆଦାୟ ଲାଗି ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ହେଉଛି: କଂଗ୍ରେସ

ନୂଆଦିଲ୍ଲୀ,୨୩।୨: ଘରୋଇ କମ୍ପାନୀଗୁଡ଼ିକରୁ ଭାଜପା ପାଇଁ ଜୋର୍‌ଜବରଦସ୍ତ ଚାନ୍ଦା ଆଦାୟ ନିମନ୍ତେ ତଦନ୍ତକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରାଯାଉଥିବା କଂଗ୍ରେସ ଶୁକ୍ରବାର ଅଭିଯୋଗ କରିଛି। ସରକାରଙ୍କ ଏହି ଜବରଦସ୍ତ ଚାନ୍ଦା ଅସୁଲିର ତଦନ୍ତ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ କରାଯିବାକୁ କଂଗ୍ରେସ ଦାବି କରିଛି।...

କଂଗ୍ରେସ ଛାଡିବେ ଅଧିର ଚୌଧୁରୀ!

କୋଲକାତା,୨୩।୨: ପଶ୍ଚିମବଙ୍ଗରେ କଂଗ୍ରେସ ଓ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ମେଣ୍ଟ ଲାଗି ଆଲୋଚନା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ପଶ୍ଚିମବଙ୍ଗରେ ମେଣ୍ଟକୁ ନେଇ ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ କଂଗ୍ରେସର ନେତା ଅଧିର ରଞ୍ଜନ ଚୌଧୁରୀ...

ପାକିସ୍ତାନୀ ବୁଡାଜାହାଜର ‘ଗାଜି’ ଧ୍ୱସାଂବଶେଷକୁ ବଙ୍ଗୋପସାଗରରେ ଠାବ କଲା ଇଣ୍ଡିଆନ ନେଭି, ୧୯୭୧ ଯୁଦ୍ଧରେ ବୁଡିଥିଲା…

ବିଶାଖାପାଟଣା, ୨୩।୨: ଭାରତ-ପାକିସ୍ତାନ ୧୯୭୧ ଯୁଦ୍ଧରେ ପାକିସ୍ତାନର ଏକ ବୁଡ଼ା ଜାହାଜ ‘ଗାଜି’ ସମୁଦ୍ରରେ ବୁଡି ଯାଇଥିଲା। ଯାହାର ଶୁକ୍ରବାର ସନ୍ଧାନ ମିଳିିଛି। ଭାରତୀୟ ନୌସେନାର ନୂଆ ରେସ୍କ୍ୟୁ ଭେଇକଲ (ଡିଏସଆରଭି) ପିଏନଏସ ଗାଜିର ଧ୍ୱଂସାବଶେଷ ଖୋଜିଛି। ଏହା ୧୯୭୧...

ସ୍ତ୍ରୀଙ୍କ ନାମରେ ସମ୍ପତ୍ତି କିଣିଛନ୍ତି କି? ନିଜର କହି ପାରିବେନି ସ୍ତ୍ରୀ, କୋର୍ଟଙ୍କ ବଡ଼ ରାୟ

ଲକ୍ଷ୍ନୌ,୨୩।୨: ସ୍ତ୍ରୀଙ୍କ ନାମରେ ସମ୍ପତ୍ତି କିଣିଛନ୍ତି କି? ଏନେଇ ବଡ ରାୟ ଦେଇଛନ୍ତି କୋର୍ଟ। ସାଧାରଣତଃ ପୁରୁଷମାନେ କୌଣସି ଜମି କିମ୍ବା ଘରବାଡି ସମ୍ପତ୍ତି କିଣି କିମ୍ବା ସେଗୁଡିକୁ ନିଜ ପାଖରେ ଥିବା ସମ୍ପତ୍ତିକୁ ସ୍ତ୍ରୀଙ୍କ ନାଁରେ କରିଥା’ନ୍ତି। କିନ୍ତୁ...

Paytm ଗ୍ରାହକଙ୍କୁ ଆଶ୍ୱସ୍ତି, UPI ସେବା ବଜାୟ ରଖିବା ପାଇଁ NPCI କୁ ଆରବିଆଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୨: ପେଟିଏମ ଗ୍ରାହକଙ୍କୁ ଆଶ୍ୱସ୍ତି। UPI ସେବା ବଜାୟ ରଖିବା ପାଇଁ NPCI କୁ ଆରବିଆଇର ନିର୍ଦ୍ଦେଶ ଦେଇଛି । ପେଟିଏମର ପ୍ୟାରେଣ୍ଟ କମ୍ପାନି ଓ୍ବାନ୯୭ କମ୍ୟୁନିକେଶନ ଲିମିଟେଡ ଥାର୍ଡ ପାର୍ଟି ଆପ ହେବାକୁ ଅନୁରୋଧ କରିଛି। କାରଣ ଏପରି...

ଆମେରିକାର ପ୍ରଥମ ପ୍ରାଇଭେଟ ସ୍ପେସ୍‌ କ୍ରାଫ୍ଟ ‘ଓଡିସିୟସ’ର ଲ୍ୟାଣ୍ଡିଂ ସଫଳ

ଓ୍ବାଶିଂଟନ,୨୩ା୨: ଆମେରିକାର ପ୍ରଥମ ପ୍ରାଇଭେଟ୍‌ ସ୍ପେସ୍‌ କ୍ରାଫ୍ଟ ‘ଓଡିସିୟସ’ ସଫଳତାର ସହ ଚନ୍ଦ୍ରରେ ଲ୍ୟାଣ୍ଡିଂ କରିଛି। ଯାହା ଭାରତର ‘ଚନ୍ଦ୍ରୟାନ’ ନିକଟରେ ଅବସ୍ଥିତ। ଆମେରିକାର ଘରୋଇ କମ୍ପାନୀ ଇନ୍‌ଷ୍ଟ୍ୟୁଟିଭ୍‌ ମେଶିନର ରୋବୋଟିକ ସ୍ପେସ୍‌କ୍ରାଫ୍ଟ ଲ୍ୟାଣ୍ଡର ‘ଓଡିସିୟସ’ଅବତରଣ କରିଛି। ପ୍ରାୟ ୫୦...

ରାଏବରେଲୀ, ଆମେଠିରୁ ଗାନ୍ଧୀ ପରିବାର ନିର୍ବାଚନ ନ ଲଢିଲେ କାହାକୁ ଟିକେଟ ଦେବ କଂଗ୍ରେସ, ହେଲା ବଡ଼ ଖୁଲାସା

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶର ଭିଭିଆଇପି ଲୋକ ସଭା ଆସନ ରାଏବରେଲୀ ଏବଂ ଆମେଠିରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେନେଇ ସନ୍ଦେହ ରହିଛି। ତେବେ ରାହୁଲ ଗାନ୍ଧୀ ଆମେଠିରୁ ପ୍ରାର୍ଥୀ ହେବେ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଏବରେଲୀଙ୍କରୁ ପ୍ରାର୍ଥୀ ହେବେ...

ନିର୍ବାଚନ ଆୟୋଗଙ୍କ ବଡ଼ ସୂଚନା, ଏହି ଦିନ ହେବ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୨୩।୨: ନିର୍ବାଚନ ଆୟୋଗ ମାର୍ଚ୍ଚ ୧୩ ପରେ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ...

ଗ୍ରାମ ପଞ୍ଚାୟତରେ କାମ କରୁଥିବା କାରିଗରମାନଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର, ମିଳିବ ୬୫୦୦ ଟଙ୍କା

ଭୁବନେଶ୍ୱର,୨୩।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ବର୍ତ୍ତମାନର ପାରିଶ୍ରମିକ...

ଏକାମ୍ର କ୍ଷେତ୍ର ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ

ଭୁବନେଶ୍ୱର,୨୩ା୨(ଅସମାପିକା ସାହୁ): ଶୁକ୍ରବାର ସକାଳେ ୫-ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ୱରର ପୁରୁଣା ଏକାମ୍ର କ୍ଷେତ୍ର ପରିଦର୍ଶନ କରିଛନ୍ତି। ୨୦୨୫ ସୁଦ୍ଧା ଏହି ପ୍ରକଳ୍ପ ଶେଷ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପ ପରିଚାଳନାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri