Tag Archives: Home Middle

ଆଇପିଏଲ ୨୦୨୪: ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଧୋନି-କୋହଲି

ନୂଆଦିଲ୍ଲୀ,୨୨।୨: ଆଇପିଏଲ ୨୦୨୪ ପ୍ରଥମ ପର୍ଯ୍ୟାୟ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ମାର୍ଚ୍ଚ ୨୨ରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ଏହି ଟୁର୍ନାମେଣ୍ଟ...

ଆଇପିଏଲ ୧୭ତମ ଏଡିସନ ପାଇଁ ସିଡ୍ୟୁଲ ଘୋଷଣା, ୨୨ ମାର୍ଚ୍ଚରେ ଖେଳାଯିବ ପ୍ରଥମ ମ୍ୟାଚ

ନୂଆଦିଲ୍ଲୀ,୨୨।୨: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୪) ର ୧୭ତମ ସଂସ୍କରଣ ପାଇଁ କାର୍ଯ୍ୟସୂଚୀ ଗୁରୁବାର ଘୋଷଣା କରାଯାଇଛି। ଏହି ଟି -୨୦ ଲିଗର ପ୍ରଥମ ପର୍ଯ୍ୟାୟ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ। ଉଦଘାଟନୀ ମ୍ୟାଚରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ...

ଖାର୍ଗେଙ୍କୁ ଜେଡ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ,୨୨।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କୁ ଗୃହ ମନ୍ତ୍ରଣାଳୟର ପାରାମିଲିଟାରୀ ଫୋର୍ସ ଦ୍ୱାରା ଜେଡ ପ୍ଲସ ସୁରକ୍ଷା ଦିଆଯାଇଛି। ଆଇବିର ଥ୍ରେଡ ପରସେପ୍ସନ ରିପୋର୍ଟ ଆଧାରରେ ସିଆରପିଏଫର ଏହି ଜେଡ ପ୍ଲସ ବର୍ଗର ସୁରକ୍ଷା...

ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ!

କଟକ,୨୨।୨: କଟକ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ହୋଇପାରେ। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ୨ଟି ମ୍ୟାଚ କଟକ ଏବଂ ପୁଣେରେ ଖେଳିପାରେ। ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ଅନ୍ୟତ୍ର ମ୍ୟାଚ ହେବା ନେଇ ସୂତ୍ରରୁ ପ୍ରକାଶ ପାଇଛି।...

ପୁଣି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି, ଲୋକପ୍ରିୟତାରେ ନମ୍ବର-୧ 

ନୂଆଦିଲ୍ଲୀ,୨୨।୨: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ଲୋକପ୍ରିୟତା ମାମଲାରେ ପଛରେ ପକାଇ ଶୀର୍ଷସ୍ଥାନରେ ପହଞ୍ଚିଛନ୍ତି। ପାଶ୍ଚାତ୍ୟ ଦେଶର ନେତାମାନେ ମଧ୍ୟ ଏହା ସ୍ବୀକାର କରୁଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ମର୍ନିଂ କନ୍ସଲ୍ଟ...

କଣ୍ଡୋମରେ ନିର୍ବାଚନ ପ୍ରଚାର, ଘର ଘର ବୁଲି ବାଣ୍ଟୁଛନ୍ତି ଦଳୀୟ କର୍ମୀ

ନୂଆଦିଲ୍ଲୀ,୨୨।୨: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଏନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କଲେଣି ସବୁ ଦଳ। ଏନେଇ ଅଣ୍ଟା ଭିଡିଲେଣି ସବୁ ଦଳ। ନିର୍ବାଚନରେ ଏକାଠି ଲଢିବାକୁ ନେଇ ଗଡ ତିଆରିଥିବା ଇଣ୍ଡିଆ ମେଣ୍ଟ ଏବେ ଅଧାଗଢା ଘରେ ଏକାକୀ...

କୃଷି ଆନ୍ଦୋଳନକୁ ନେଇ କରିପାରିବେନି ଟ୍ବିଟ୍‌! ଏଲନ ମସ୍କ କହିଲେ…

ନୂଆଦିଲ୍ଲୀ,୨୨।୨: ଦେଶର ବିଶିଷ୍ଟ ବ୍ୟକ୍ତିଙ୍କର ସୋସିଆଲ ମିଡିଆ ଏକ୍ସ ଆକାଉଣ୍ଟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତ ସରକାର। ଏନେଇ ଏକ୍ସ ମୁଖ୍ୟ ତଥା ସିିଇଓ ଏଲନ ମସ୍କ ଟ୍ବିଟରରେ ସୂଚନା ଦେଇଛନ୍ତି। ତେବେ ଭାରତ ସରକାର ଏକ୍ସର ଏପରି...

ଗଞ୍ଜାମରେ ୫-ଟି ଅଧ୍ୟକ୍ଷଙ୍କୁ ଟମାଟୋ ମାଡ଼

ବେଲଗୁଣ୍ଠା,୨୨।୨: ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ଟମାଟୋ ମାଡ଼। ଗଞ୍ଜାମ ଜିଲା ବେଲଗୁଣ୍ଠାଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି। ଟମାଟୋ ମାଡ଼ କରିଥିବା ବ୍ୟକ୍ତି ଜଣକ କଂଗ୍ରେସର ଜଣେ...

ଗୁଜରାଟ ଟାଇଟାନ୍ସକୁ ବଡ ଝଟକା, ଆଇପିଏଲ୍ ୨୦୨୪ ରୁ ବାଦ ପଡ଼ିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୨୨।୨: ଆଇପିଏଲ ୨୦୨୪ ଆରମ୍ଭ ହେବାକୁ ପ୍ରାୟ ଏକ ମାସ ବାକି ଅଛି। ଏହାପୂର୍ବରୁ, ୨୦୨୨ ର ଚାମ୍ପିଅନ୍ ଦଳ ଏବଂ ୨୦୨୩ ରନର୍ ଅପ୍ ଗୁଜରାଟ ଟାଇଟାନ୍ସକୁ ଏକ ବଡ଼ ଝଟକା ଲାଗିଛି। ପିଟିଆଇ ରିପୋର୍ଟ ଅନୁଯାୟୀ ବାମ...

ନବମରୁ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ଓପନ ବୁକ୍ ପରୀକ୍ଷା କରିବାକୁ ଯୋଜନା କରୁଛି ସିବିଏସଇ

ନୂଆଦିଲ୍ଲୀ,୨୧।୨: ଗତ ବର୍ଷ ପ୍ରକାଶିତ ନୂତନ ଜାତୀୟ ପାଠ୍ୟକ୍ରମ ଫ୍ରେମୱାର୍କର ସୁପାରିଶ ଅନୁଯାୟୀ ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ସିବିଏସ୍ଇ) ନବମରୁ ଦ୍ୱାଦଶ ଶ୍ରେଣୀର ବିଦ୍ୟାର୍ଥିମାନଙ୍କ ପାଇଁ ଓପନ୍ ବୁକ୍ ପରୀକ୍ଷା ଉପରେ ବିଚାର କରୁଛି। ସୂଚନାନୁସାରେ, ବୋର୍ଡ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପାଚିକା ସହାୟକ ସଂଘର ବିକ୍ଷୋଭ

ଛତ୍ରପୁର,୨୨ା୨(ଦିଲ୍ଲୀପ ସାମଲ/(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଏଆଇଟିୟୁସି ସହ ବନ୍ଧିତ ପାଚିକା ସଂଘ ପକ୍ଷରୁ ୬ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାଚିକାମାନେ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାକୁ ସଫଳ...

କୃଷକର ପୁଅ ଡରିବ ନାହିଁ, ସିବିଆଇକୁ ୪-୫ କୁର୍ତ୍ତା ପାଇଜାମା ଛଡ଼ା କିଛି ବି ମିଳିବ ନାହିଁ: ଚଢ଼ାଉକୁ ନେଇ କହିଲେ ମଲିକ

ନୂଆଦିଲ୍ଲୀ,୨୨।୨: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଉଛି। ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏହି ଚଢ଼ାଉ ହେଉଛି। ଏହାକୁ ନେଇ ମଲିକ ପ୍ରତିକ୍ରିୟା ରଖି କହିଛନ୍ତି ଯେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri