Tag Archives: Home Middle

ଆକାଉଣ୍ଟକୁ ୧ ଟଙ୍କା ଆସି ନ ଥିଲେ ସୁଭଦ୍ରା ଟଙ୍କା ପାଇବେ ନା ନାହିଁ: ଦ୍ୱନ୍ଦ୍ୱ ଦୂର କଲେ ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର,୧୬।୯: ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍‌ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଭୁବନେଶ୍ୱର ଆସି ଏହି ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ...

କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ ଭିତରେ ରହିଛନ୍ତି ଯେ, ତାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଆସିବ...

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଆସନ୍ତାକାଲି…

ଭୁବନେଶ୍ୱର,୧୬ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ୧୭ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ନେଇ ବଡ଼ ଅପଡେଟ୍‌ ଆସିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ କରି ପୁଣି ଦିଲ୍ଲୀ ଫେରିଯିବା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ...

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି...

ପାକିସ୍ତାନ ସହ ଆଣବିକ ଚୁକ୍ତି ସ୍ବାକ୍ଷର କରିବ ବାଂଲାଦେଶ, ଭାରତର ପ୍ରତିଶୋଧ ନେବାକୁ…

ଢାକା,୧୬ା୯: ଶେଖ୍‌ ହାସିନାଙ୍କ ପତ୍ତନ ପରେ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଢାକା ବିଶ୍ୱବିଦ୍ୟାଳୟର ପ୍ରଫେସର ବର୍ତ୍ତମାନ ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣିବା ପରେ ଲାଗୁଛି ଯେ; ବାଂଲାଦେଶ ବର୍ତ୍ତମାନ ପାକିସ୍ତାନ ସହ ବନ୍ଧୁତା ସ୍ଥାପନ...

କଂଗ୍ରେସଠାରୁ ଲୋକେ କେବଳ ମିଛର ଗ୍ୟାରେଣ୍ଟି ପାଇଥାଆନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬ା୯ (ଅନୁରାଧା ମହାରଣା): ହରିୟାଣାର ବିକାଶକୁ ସମ୍ପୂର୍ଣ୍ଣ ବନ୍ଦ କରି ପୁଣି ଥରେ କୃଷକଙ୍କ ଜମି ଦଖଲ କରିବା, ଦଳିତ ଓ ମହିଳାଙ୍କ ଉପରେ ଅତ୍ୟାଚାର କରିବା ଏବଂ ଯୁବକମାନଙ୍କୁ ସେହି ପୁରୁଣା ସ୍ଥିତାବସ୍ଥାକୁ ଫେରାଇ ଆଣିବା ହେଉଛି କଂଗ୍ରେସର...

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଏଲନ ମସ୍କଙ୍କ ବିବାଦୀୟ ବୟାନ, କହିଲେ କମଲା-ବାଇଡେନଙ୍କୁ ତ କେହି…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍‌ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଉଦ୍‌ବେଗ...

ଆହୁରି ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ: ଏହି ଜିଲାକୁ ରେଡ୍‌ ଓ୍ବାର୍ନିଂ, ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୬ା୯: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ...

ମଣିଷ ଉପରେ ମହାକାଶ ଯାତ୍ରାର ପ୍ରଭାବ ଗବେଷଣା ସମୃଦ୍ଧ ହେବ

ଓ୍ବାଶିଂଟନ, ୧୬।୯: ଆମେରିକୀୟ ମହାକାଶଯାନ ନିର୍ମାତା କମ୍ପାନୀ ‘ସ୍ପେସ୍‌ଏକ୍ସ’ର ‘ପୋଲାରିସ୍‌ ଡନ୍‌’ ମିଶନ ସଫଳତାର ସହ ସମାପ୍ତ ହୋଇଛି। ଫ୍ଲୋରିଡାର ଡ୍ରାଏ ଟର୍ଟୁଗାସ ଦ୍ୱୀପ ଉପକୂଳରେ ୪ ମହାକାଶଚାରୀଙ୍କ ସହ ଡ୍ରାଗନ୍‌ କ୍ୟାପ୍‌ସୁଲ ସଫଳତାର ସହ ଅବତରଣ କରିଛି। ମହାକାଶରୁ ଫେରିବା...

ମୁଖ୍ୟମନ୍ତ୍ରୀ ହେବାକୁ ଟଣାଓଟରା

ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୬ା୯: ହରିୟାଣାସ୍ଥିତ ଅମ୍ବାଲା କ୍ୟାଣ୍ଟେନମେଣ୍ଟ ଆସନର ଭାଜପା ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ ଅନିଲ ଭିଜ୍‌ ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ କହିଛନ୍ତି, ଭାଜପା ପୁନର୍ବାର କ୍ଷମତାସୀନ ହେଲେ ସେ ମୁଖ୍ୟମନ୍ତ୍ରୀ ହେବା ପାଇଁ ଦାବି କରିବେ।...

ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ନିନ୍ଦା କଲେ ବାଇଡେନ କହିଲେ ଯିଏ ଦୋଷୀ…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପୁଣି ହତ୍ୟା ଉଦ୍ୟମ ହୋଇଛି। ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି। ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଟ୍ରମ୍ପ। ତାଙ୍କ ଦେହରେ ଗୁଳି...

ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’

ନୂଆଦିଲ୍ଲୀ,୧୫ା୯: ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ କାର୍ଯ୍ୟକାଳରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହି ସଂସ୍କାରମୂଳକ ପଦକ୍ଷେପକୁ ଦଳ ନିର୍ବିଶେଷରେ ସମର୍ଥନ ମିଳିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri