Tag Archives: Home Middle

ରାହୁଲଙ୍କୁ ମିଳିଲା ବେଲ୍‌

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ। ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ। ରାହୁଲ ଗାନ୍ଧୀ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଏହା ପରେ କୋର୍ଟ...

୧୭ ଆସନ ପ୍ରସ୍ତାବ ଉପରେ ଉପରେ କଂଗ୍ରେସ ମୌନ, ଭାରତ ଯୋଡୋ ନ୍ୟାୟ ଯାତ୍ରାରୁ ଦୂରେଇ ରହିବେ ଅଧିଳେଶ

ଲକ୍ଷ୍ନୌ,୨୦।୨: କଂଗ୍ରେସ ଇଣ୍ଡିଆ ମେଣ୍ଟ ଅଧୀନରେ ଏସ୍‌ପିର ୧୭ ଟି ଆସନରେ ନିର୍ବାଚନ ଲଢିବା ପ୍ରସ୍ତାବ ଉପରେ ସୋମବାର କୌଣସି ଜବାବ ଦେଇନାହିଁ। ଏସ୍‌ପି ସୂତ୍ର ଅନୁଯାୟୀ, ସିଟ ବଣ୍ଟନ ଚୂଡାନ୍ତ ହୋଇ ନ ଥିବାରୁ ଏସ୍‌ପି ମୁଖ୍ୟ ଅଖିଳେଶ...

ମୋ ଭୁଲ୍‌ ପାଇଁ ମୋତେ ମୃତ୍ୟୁଦଣ୍ଡ ଦିଆଯାଉ: କାହିଁକି ଏମିତି କହିଲେ ପାକିସ୍ତାନ ନିର୍ବାଚନ କମିଶନର

ଇସଲାମାବାଦ୍‌,୨୦।୨: ପାକିସ୍ତାନରେ ସାଧାରଣ ନିର୍ବାଚନର ଫଳାଫଳ ପରେ ସରକାର ଗଠନକୁ ନେଇ ତିକ୍ତତା ବୃଦ୍ଧି ପାଇଛି। ଏସବୁ ମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜେଲରେ ଥିବା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ନିର୍ବାଚନରେ ଘୋଟାଲା ଅଭିଯୋଗ କରିଛି। ରାୱଲପିଣ୍ଡି...

ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ: ଦଶମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର, ୨୦।୨:(ସୁନୀଲ କୁମାର ମହାନ୍ତି) ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲି ସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ (୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଛାତ୍ରଙ୍କୁ...

‘ଲୋକଙ୍କ ଇଚ୍ଛାରୁ ଲକ୍ଷ୍ମୀ ଯୋଜନା’: ଆଉ ୫ ଜିଲାରେ ଲକ୍ଷ୍ମୀ ବସ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସୋମବାର ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଉକ୍ତ ୫ ଜିଲାର ୭୦୦ ପଞ୍ଚାୟତରେ ୨୦୫ ବସ୍‌ ଚଳାଚଳ ଆରମ୍ଭ...

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ସହଯୋଗ କରିବେ ଶିକ୍ଷକ

ଭୁବନେଶ୍ୱର,୨୦ା୨ (ଅସମାପିକା ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି ପରୀକ୍ଷା ପରିଚାଳନାରେ ସହଯୋଗ କରିବା ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ...

ସି୨+୫୦% ସୂତ୍ରରେ ଏମ୍‌ଏସ୍‌ପି ଲାଗୁ କରିବାକୁ ଏସ୍‌କେଏମ୍‌ର ଦାବି: କେନ୍ଦ୍ରର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୨୦ା୨(ପି.ଟି.):ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)ରେ ଚାଷୀଙ୍କଠାରୁ ସରକାର ଡାଲି, ମକା ଏବଂ ତୁଳା କିଣିବେ ବୋଲି କେନ୍ଦ୍ର ଦେଇଥିବା ପ୍ରସ୍ତାବକୁ କୃଷକ ୟୁନିୟନଗୁଡ଼ିକର ସର୍ବୋଚ୍ଚ ସଂଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପ୍ରତ୍ୟାଖ୍ୟାନ କରିଦେଇଛି। ସରକାରଙ୍କ ପ୍ରସ୍ତାବରେ ସ୍ପଷ୍ଟତା ନାହିଁ।...

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୦।୨: ବନ୍ଦେ ଭାରତ ଏକ୍ସପ୍ରେସର ସଫଳତା ଦ୍ୱାରା ଅନୁପ୍ରାଣିତ ଅମୃତ ଭାରତ ଏକ୍ସପ୍ରେସ ଜନସାଧାରଣଙ୍କଠାରୁ ବହୁତ ଭଲ ପାଇବା ପାଇଛି। ଏହି ଖୁସିରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଅମୃତ ଭାରତ...

ଭୂକମ୍ପରେ ଥରିଲା ଜମ୍ମୁ-କଶ୍ମୀର, ଲଦାଖ

ଶ୍ରୀନଗର,୧୯।୨: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖର କାର୍ଗିଲ ଜିଲାରେ ସୋମବାର ରାତି ୯.୩୫ରେ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ ରହିଥିବା ବେଳେ ଭୂକମ୍ପର କେନ୍ଦ୍ରସ୍ଥଳ କାର୍ଗିଲଠାରୁ ୧୪୮...

ଆଫଗାନିସ୍ତାନରେ ଭୟଙ୍କର ଭୂସ୍ଖଳନ, ୨୫ ମୃତ

କାବୁଲ,୧୯।୨: ଆଫଗାନିସ୍ତାନର ନୁରିସ୍ତାନ ପ୍ରଦେଶରେ ଭୂସ୍ଖଳନ ଯୋଗୁ ପ୍ରାୟ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଏହା ବ୍ୟତୀତ ନୁରଗାରାମ ଜିଲାରେ ଭୂସ୍ଖଳନ ହେତୁ ୧୦ ଜଣ ଆହତ ହୋଇଥିବା ଖବର ମଧ୍ୟ ରହିଛି। ସୂଚନା ଓ ଯୋଗାଯୋଗ ମୁଖ୍ୟ ମହମ୍ମଦ...

କଳ୍ପନାଜଳ୍ପନା ମଧ୍ୟରେ ଭାଜପାରେ ସାମିଲ ହେବେ କି ନାହିଁ ସ୍ପଷ୍ଟ କଲେ କମଲନାଥ

ଭୋପାଳ,୧୯।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲନାଥ ସୋମବାର ଭାଜପାରେ ଯୋଗଦେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଏକ ନ୍ୟୁଜ୍‌ ଚ୍ୟାନେଲ ମାଧ୍ୟମରେ କହିଛନ୍ତି ଯେ ସେ ଭାଜପାରେ ଯୋଗଦେବେ ନାହିଁ। କମଲନାଥ ଖୁବ୍‌ଶୀଘ୍ର...

କଂଗ୍ରେସକୁ ଅଲ୍ଟିମେଟମ୍‌ ଦେଲେ ଅଖିଳେଶ

ଲକ୍ଷ୍ନୌ,୧୯।୨: ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗଦେବା ନେଇ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଯଦି ଆସନ ବଣ୍ଟନ ହୁଏ ତେବେ ସେ ଏହି ଯାତ୍ରାରେ ଭାଗ ନେବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri