Tag Archives: Home Middle

ଆମେରିକା କାନ୍ଧରେ ମୁଣ୍ଡ ରଖି କାନ୍ଦିବାକୁ ଲାଗିଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ! କହିଲେ, ଆମକୁ ସାହାଯ୍ୟ କର

ଇସଲାମାବାଦ୍‌,୧୬।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିଜ ଦେଶରେ ନିକଟରେ ହୋଇଥିବା ସାଧାରଣ ନିର୍ବାଚନରେ ଜାଲିଆତି ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ଆମେରିକାକୁ ଅନୁରୋଧ କରିଛନ୍ତି। ଅଗଷ୍ଟ ୨୦୧୮ରେ ପ୍ରଧାନମନ୍ତ୍ରୀ ହୋଇଥିବା ଖାନଙ୍କୁ ଏପ୍ରିଲ ୨୦୨୨ରେ ଏକ ଅବିଶ୍ୱାସ...

ଆଜି ଭାରତ ବନ୍ଦ: ଏସବୁ ରାଜ୍ୟରେ ଅଧିକ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୬ରେ କୃଷକ ସଂଗଠନ ଭାରତ ବନ୍ଦ ଆହ୍ବାନ କରିଛନ୍ତି। ଏମଏସପି ଗ୍ୟାରେଣ୍ଟି ସହିତ ଅନ୍ୟ ୧୧ଟି ଦାବି ପାଇଁ କୃଷକମାନେ ପୁଣି ଥରେ ବିରୋଧ କରୁଛନ୍ତି। ସେମାନଙ୍କ ଦାବି ଉପରେ କେନ୍ଦ୍ର ଉପରେ ଚାପ ପକାଇବାକୁ କୃଷକ...

ଆଜି ୨ ରାଜ୍ୟକୁ କୋଟି କୋଟି ଟଙ୍କା ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜସ୍ଥାନ ଏବଂ ହରିୟାଣାରେ ୨୬,୭୫୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ପ୍ରଦାନ କରିବେ। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସ ମାଧ୍ୟମରେ ବିକଶିତ ଭାରତ, ବିକଶିତ ରାଜସ୍ଥାନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ। ଏହି ସମୟ...

ବୌଦ୍ଧ ଆର୍‌ଟିଓଙ୍କଠୁ ମିଳିଲାଣି ୧୯ କୋଟିର ସମ୍ପତ୍ତି, ଭୁବନେଶ୍ୱର, ବୌଦ୍ଧ, ଗଞ୍ଜାମର ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ବୌଦ୍ଧ, (ଅଜିତ କୁମାର ବାରିକ)/ ଭୁବନେଶ୍ୱର,୧୬ା୨(ସତ୍ୟଜିତ୍‌ ରାଉତ): ବଡ଼ ଶପିଂ ମଲ୍‌ରେ କମର୍ସିଆଲ୍‌ ଆଉଟଲେଟ୍‌ ଓ ଏକାଧିକ ଆପାର୍ଟମେଣ୍ଟରେ ଦାମୀ ଫ୍ଲାଟ୍‌। ଏପରିକି ରାଜ୍ୟ ବାହାରେ ଫ୍ଲାଟ୍‌ କିଣିବାକୁ ଦେଇଛନ୍ତି କୋଟି କୋଟି ଟଙ୍କା। କେବଳ ଏତିକି ନୁହେଁ, ୩...

ଆଜିଠୁ ଯୁକ୍ତ୨ ପରୀକ୍ଷା: ପ୍ରଶ୍ନ ପତ୍ରରେ ଦାଗ ଲାଗିଲେ ଏମ୍‌ପି

ଭୁବନେଶ୍ୱର, ୧୬ା୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ପରିଷଦ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଛାତ୍ରୀଛାତ୍ର...

ରାହୁଲଙ୍କ ଯାତ୍ରାକୁ ୟୁପିରେ ରହିବାକୁ ମିଳିଲାନି ଅନୁମତି, ଏବେ କ୍ଷେତରେ ଟେଣ୍ଟ ଲଗାଇ କାଟିବେ ରାତି

ଲକ୍ଷ୍ନୌ,୧୫।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଶନିବାର ଉତ୍ତରପ୍ରଦେଶ ଭଦୋହିକୁ ଆସୁଛି। ତାଙ୍କ କନଭେକୁ ପୂର୍ବ ନିର୍ଦ୍ଧାରିତ ବିଶ୍ରାମ ସ୍ଥାନରେ ରହିବାକୁ ପ୍ରଶାସନଠାରୁ ଅନୁମତି ପାଇନାହିଁ। ବର୍ତ୍ତମାନ ସେ ମୁନ୍ସି ଲାଟପୁରରେ ଅବସ୍ଥିତ ଏକ କ୍ଷେତରେ...

କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ: ୭୫୦ ଶର୍ଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୭୫୦ ଶଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ କରିଛନ୍ତି। ୪୧୦ କୋଟି ଟଙ୍କା ବ୍ୟୟରେ ଏହି ହସ୍ପିଟାଲ ନିର୍ମିତ କରାଯାଇଛି। ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି...

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ...

୧୬ ଫେବୃୟାରୀରେ କାହିଁକି ଭାରତ ବନ୍ଦ

ନୂଆଦିଲ୍ଲୀ,୧୫।୨: ୨୦୨୦ ସେପ୍ଟେମ୍ବର ୨୭ରେ କେନ୍ଦ୍ର ସରକାର ୩ଟି କୃଷି ଆଇନ ପ୍ରଣୟନ କରିଥିଲେ। ସେଗୁଡ଼ିକ ହେଲା କୃଷକଙ୍କ ଉତ୍ପାଦ ବ୍ୟାପାର ଓ ବାଣିଜ୍ୟ (ପ୍ରୋତ୍ସାହନ ଓ ସରଳୀକରଣ) ଆଇନ, କୃଷକ (ସଶକ୍ତୀକରଣ ଓ ପ୍ରୋତ୍ସାହନ) ମୂଲ୍ୟ ଆଶ୍ୱାସନା ଓ...

ରେଳମନ୍ତ୍ରୀଙ୍କ ଘୋଷଣା: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୫।୨: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ସ୍ବତନ୍ତ୍ର ଟ୍ରେନ ଗଡ଼ିବ। ଜୁଲାଇ- ଅଗଷ୍ଟରେ ଏହି ଟ୍ରେନ ଶୁଭାରମ୍ଭ ହେବ। ଏନେଇ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଏହାଛଡା ବହୁ ପ୍ରତୀକ୍ଷିତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ ଚଳାଚଳ କରିବ।...

ଶରଦଙ୍କଠାରୁ ଏନସିପି ଛଡାଇନେଲେ ଅଜିତ

ମୁମ୍ବାଇ,୧୫।୨: ମହାରାଷ୍ଟ୍ରର ଏନସିପି ବିଧାୟକଙ୍କ ଅଯୋଗ୍ୟତା ମାମଲାରେ ନିଷ୍ପତ୍ତି ଆସିଯାଇଛି। ବାଚସ୍ପତି ରାହୁଲ ନର୍ଭକର କହିଛନ୍ତି ଯେ, ଅଜିତଙ୍କ ଦଳକୁ ୪୧ ଜଣ ବିଧାୟକଙ୍କ ସମର୍ଥନ ରହିଛି। ଅଜିତ ପାୱାରଙ୍କୁ ଶରଦ ପାୱାରଙ୍କ ଅପେକ୍ଷା ଅଧିକ ବିଧାୟକଙ୍କ ସମର୍ଥନ ରହିଛି,...

୧୩ ଜିଲାରେ ୨୦ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri