Tag Archives: Home Middle

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି।...

ଲୋକସଭା, ୪ ବିଧାନସଭା ନିର୍ବାଚନ: ୩.୪ ଲକ୍ଷ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମାଗିଲା ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୪ା୨: ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଓଡ଼ିଶା ଏବଂ ସିକ୍କିମରେ ହେବାକୁ ଥିବା ଲୋକସଭା ନିର୍ବାଚନ ଏବଂ ବିଧାନସଭା ନିର୍ବାଚନ ସମୟରେ ପର୍ଯ୍ୟାୟକ୍ରମେ ନିୟୋଜନ ପାଇଁ ନିର୍ବାଚନ ଆୟୋଗ (ଇସି) ୩.୪ ଲକ୍ଷ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ) କର୍ମଚାରୀଙ୍କୁ...

Video: କିଏ ହେବ ଟି ୨୦ ବିଶ୍ୱକପରେ ଅଧିନାୟକ ? ସ୍ପଷ୍ଟ କଲେ ବିସିସିଆଇ ସଚିବ ଜୟ ଶାହା

ନୂଆଦିଲ୍ଲୀ,୧୪ା୨: ଗତ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ଶୁଭଙ୍କର ନ ଥିଲା। ଆଇସିସି ଟେଷ୍ଟ ଚାମ୍ପିଅନସିପ୍ ଏବଂ ଦିନିକିଆ ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆ ହାତରେ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଚଳିତ ବର୍ଷ ଭାରତୀୟ ଦଳକୁ ଜୁନ...

ଜମ୍ମୁ ସୀମାରେ ପାକିସ୍ତାନ ରେଞ୍ଜର୍ସଙ୍କ ଗୁଳିମାଡ଼, କଡ଼ା ଜବାବ ଦେଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୪ା୨: ଜମ୍ମୁ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ରେଞ୍ଜର୍ସ ଜମ୍ମୁର ମାକୱାଲ ଅଞ୍ଚଳରେ ପାକିସ୍ତାନ ରେଞ୍ଜର୍ସ ସୀମା ସୁରକ୍ଷା ବଳ ପୋଷ୍ଟରେ ଗୁଳି ଚଳାଇବାରୁ ଦୁଇ ପକ୍ଷ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନୀ ସେନାର ଏଭଳି ତୁମୁଳ କାଣ୍ଡର ଜବାବ...

ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆବୁଧାବିରେ ପ୍ରଥମ ୟୁଏଇ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିଛନ୍ତି। ବୋଚାସନବାସୀ ଅକ୍ଷର ପୁରୁଷୋତ୍ତମ ସ୍ବାମୀନାରାୟଣ ସଂସ୍ଥା(ବିଏପିଏସ୍‌) ସୋସାଇଟି ଦ୍ୱାରା ନିର୍ମିତ ଏହି ମନ୍ଦିରକୁ ଉଦ୍‌ଘାଟନ କରିବା ପରେ ସେ ପୂଜାରୀମାନଙ୍କ ସହ ପୂଜାର୍ଚ୍ଚନା...

ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୪ା୨: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ...

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି...

ଶ୍ରୀମନ୍ଦିର ଉପରେ ଉଡ଼ିବନି ଡ୍ରୋନ୍‌, ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା

ପୁରୀ,୧୪ା୨: ଏଣିକି ଶ୍ରୀମନ୍ଦିର ଉପରେ ଆଉ ଉଡ଼ି ପାରିବନି ଡ୍ରୋନ୍‌। ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ଦୃଷ୍ଟିରୁ ପୁରୀ ପୋଲିସ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା ସହିତ ଭିତରେ...

ବଢ଼ିଲା କଳାକାର ସହାୟତା ରାଶି, ମାସକୁ ୨୫୦୦ ଟଙ୍କା ସହାୟତା

ଭୁବନେଶ୍ଵର, ୧୪।୨: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି...

ମଦ ଘୋଟାଲା ମାମଲାରେ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନ କଲା ଇଡି

ନୂଆଦିଲ୍ଲୀ,୧୪।୨: କଥିତ ମଦ ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଷଷ୍ଠ ଥର ପାଇଁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଫେବୃଆରୀ ୧୯ ତାରିଖରେ ହଜାର ହେବାକୁ ଇଡି କହିଛି। ଏହା ପୂର୍ବରୁ ଇଡି କେଜ୍ରିୱାଲଙ୍କୁ ୫ ଥର ସମନ...

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୨: ଆସନ୍ତା ୨୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି। ମୟୂରଭଞ୍ଜ ଜିଲାର ଖିଚିଂ କିଚକେଶ୍ୱରୀ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଷ୍ଟ୍ରପତି ଭବନରୁ କିଚକେଶ୍ୱରୀ ମନ୍ଦିର ପ୍ରଶାସନକୁ ଚିଠି ହୋଇଛି।...

ସିଭିଲ ସର୍ଭିସ ପରୀକ୍ଷା ୨୦୨୪ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୪।୨: ସିଭିଲ ସର୍ଭିସ ପରୀକ୍ଷା ୨୦୨୪ ପାଇଁ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ମଙ୍ଗଳବାର ବିଜ୍ଞପ୍ତି ଜାରି କରି ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଯୋଗ୍ୟ ଆଶାୟୀମାନେ ୟୁପିଏସସି ଅଫିସିଆଲ୍ ୱେବସାଇଟ୍ https://upsc.gov.in/ ମାଧ୍ୟମରେ ଅନଲାଇନରେ ଆବେଦନ କରିପାରିବେ। ଆବେଦନପତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri