Tag Archives: Home Middle

ଅଷ୍ଟ୍ରେଲିଆର ହୋସ୍‌ ଉଡାଇଲେ ଆଣ୍ଡ୍ରେ ରସେଲ, ଟି-୨୦ରେ କଲେ ବିଶ୍ୱ ରେକର୍ଡ…

ପର୍ଥ,୧୪।୨ : ପର୍ଥରେ ୱେଷ୍ଟଇଣ୍ଡିଜ ବନାମ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ଦଳ ଖରାପ ଆରମ୍ଭ...

ପ୍ରତୀକ୍ଷାର ଅବସାନ: ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ଭୁବନେଶ୍ୱର,୧୪।୨: ଶେଷ ହେଲା ସସ୍‌ପେନ୍ସ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ଭାଜପା। ଫଳରେ ୨୦୧୯ ଭଳି ଅଶ୍ୱିନୀଙ୍କୁ ପୁଣିଥରେ ଭାଜପା ପ୍ରାର୍ଥୀ କରିଛି ଓ...

Valentine Day: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଲେଖୁଛି ଲଭ୍‌ ଲେଟର୍‌

ଓ୍ବାଶିଂଟନ୍‌,୧୪।୨: ଏଆଇ ଅର୍ଥାତ୍‌ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍‌ ଗଭୀର ପ୍ରଭାବ ପକାଇଛି। ଏହା ମନୁଷ୍ୟର ହିତ ସାଧନ କରୁଛି ସତ ହେଲେ ଆଗକୁ ମଣିଷ ପାଇଁ ବିପଦ ଡାକି ଆଣୁଛି। ଭବିଷ୍ୟତରେ ଏଆଇ ମଣିଷର ସ୍ଥାନ...

ଗ୍ୟାରେଣ୍ଟି ଦେଲେ ମୋଦି: ମୋର ତୃତୀୟ କାର୍ଯ୍ୟକାଳରେ ଏହି ସ୍ବପ୍ନ ହେବ ପୂରଣ

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଅଛନ୍ତି। ସେ ୟୁଏଇ ରାଜଧାନୀ ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ଆବୁଧାବିର ଶେଖ ଜାଏଦ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା...

ପ୍ରୋଟୋକଲ ଭାଙ୍ଗି ମୋଦିଙ୍କୁ ଆଲିଙ୍ଗନ କଲେ ୟୁଏଇ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୨: ୟୁଏଇ ପୁଣି ଥରେ ଭାରତ ସହିତ ବନ୍ଧୁତ୍ୱର ଝଲକ ଦେଖାଇଛି। ଆବୁଧାବିରେ ପହଞ୍ଚିବା ପରେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜୟେଦ ଅଲ ନହ୍ୟାନ ପ୍ରୋଟୋକଲ ଭାଙ୍ଗି ବିମାନବନ୍ଦରରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରିଥିଲେ। ସେ ପ୍ରଧାନମନ୍ତ୍ରୀ...

ରିଲାଏନ୍ସ ଇଣ୍ଡଷ୍ଟ୍ରିର ଐତିହାସିକ ସଫଳତା

ନୂଆଦିଲ୍ଲୀ,୧୪।୨(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌) ପ୍ରଥମ ଭାରତୀୟ କମ୍ପାନୀ ଭାବେ ପୁଞ୍ଜିବଜାରରେ ୨୦ଲକ୍ଷ କୋଟି ଟଙ୍କା ସମ୍ପତ୍ତିରେ ପହଞ୍ଚତ୍ଛି। ଏପରିକି ପୁଞ୍ଜିବଜାରରେ ପଞ୍ଜୀକୃତ ଭାରତୀୟ କମ୍ପାନୀ ଭାବେ ରିଲାଏନ୍ସ ଇଣ୍ଡଷ୍ଟ୍ରି ଏହି...

୧୬ରେ ଯୁକ୍ତ୨, ୨୦ରେ ମାଟ୍ରିକ ପରୀକ୍ଷା: ଆନ୍ଦୋଳନରେ ଶିକ୍ଷକ, ପରୀକ୍ଷା ପରିଚାଳନା ବାଧାପ୍ରାପ୍ତ ଆଶଙ୍କା

ଭୁବନେଶ୍ୱର, ୧୪।୨ (ଅସମାପିକା ସାହୁ):ଆସିଲାଣି ପରୀକ୍ଷା ଋତୁ। କିନ୍ତୁ ଆନ୍ଦୋଳନରେ ଶିକ୍ଷକ। ଦାବି ପୂରଣ ନ ହେଲେ ପରୀକ୍ଷା ପରିଚାଳନାକୁ ନେଇ ଦୃଢ଼ ପଦକ୍ଷେପ ନେଇପାରନ୍ତି ଶିକ୍ଷକ। ତେଣୁ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସରକାର ଦାବି ପୂରଣ କରନ୍ତୁ...

ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ

କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଆବେଦନକୁ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ...

ଭାଲେଣ୍ଟାଇନ୍ସ ଡେ ପୂର୍ବରୁ ଶସ୍ତା ହେଲା ସୁନା…

ନୂଆଦିଲ୍ଲୀ,୧୩।୨ : ପ୍ରତିବର୍ଷ ପରି ୧୪ ଫେବୃଆରୀରେ ଭାଲେଣ୍ଟାଇନ୍ସ ଡେ ପାଳନ କରାଯାାଉଛି। ଏହି ଅବସରରେ, ଲୋକମାନେ ନିଜ ସାଥୀଙ୍କୁ ଆପଣେଇବା ପାଇଁ ଅନେକ ପଦ୍ଧତି ଗ୍ରହଣ କରିଥାନ୍ତି। ଅନେକ ଲୋକ ନିଜ ସ୍ତ୍ରୀ କିମ୍ବା ଗର୍ଲଫ୍ରେଣ୍ଡକୁ ସୁନା ଉପହାର...

କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି। କୃଷକଙ୍କୁ ଆଗକୁ ବଢ଼ିବାରୁ ରୋକିବା ଲାଗି ପୋଲିସ ପକ୍ଷରୁ ବ୍ୟାରିକେଡିଂ କରାଯାଇଛି।...

ଲୋକ ସଭା ନିର୍ବାଚନରେ କାହିଁକି ପ୍ରତିନ୍ଦ୍ୱନ୍ଦ୍ୱିତା କରୁନାହାନ୍ତି ସୋନିଆ ଗାନ୍ଧୀ? ଏହା ହେଉଛି ୩ କାରଣ…

ନୂଆଦିଲ୍ଲୀ,୧୩।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ୬ ଥର ଲୋକ ସଭା ଏମ୍‌ପି ସୋନିଆ ଗାନ୍ଧୀ ଏଥର ରାଜ୍ୟ ସଭା ଯିବେ। ସେ ରାଜସ୍ଥାନରୁ ରାଜ୍ୟ ସଭା ଲାଗି ଦାବି ଉପସ୍ଥାପନ କରିବେ। ସୋନିଆ ଲୋକ ସଭା ନିର୍ବାଚନରେ ପ୍ରତିନ୍ଦ୍ୱନ୍ଦ୍ୱିତା...

ୟୁଏଇରେ ରୁପେ କାର୍ଡର ଶୁଭାରମ୍ଭ କଲେ ମୋଦି…

ଆବୁଧାବି,୧୩।୨ : ଭାରତରେ ବିକଶିତ ହୋଇଥିବା ରୁପେ କାର୍ଡ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ମଧ୍ୟ ପ୍ରଚଳନ ହେବା ଆରମ୍ଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri