Tag Archives: Home Middle

ବାୟୁସେନା ବିମାନ Hawk Mk-132 ଦୁର୍ଘଟଣା ଗ୍ରସ୍ତ…

କୋଲକାତା,୧୩।୨ : ମଙ୍ଗଳବାର ଅପରାହ୍ନରେ ପଶ୍ଚିମବଙ୍ଗରେ ଭାରତୀୟ ବାୟୁସେନାର ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ଥିବା ଦୁଇ ପାଇଲଟ ଠିକ ସମୟରେ ବିମାନରୁ ସୁରକ୍ଷିତ ଭାବେ ଇଜେକ୍ଟ ହୋଇଥିଲେ। ଯୁଦ୍ଧ ବିମାନ ଟ୍ରେନିଂ ଜେଟ ଖସିଯାଇଥିବା କଲେଇକୁଣ୍ଡା...

ରାଜକୋଟ ମ୍ୟାଚ ପୂର୍ବରୁ ଇଂଲଣ୍ଡ ଟିମ ଆଖିରୁ ହଜିଲା ନିଦ…

ରାଜକୋଟ,୧୩।୨ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଫେବୃଆରୀ ୧୫ରେ ରାଜକୋଟରେ ଖେଳାଯିବ। ଏହି ଷ୍ଟାଡିୟମରେ ଭାରତର ରେକର୍ଡ ବେଶ୍‌ ପ୍ରଭାବଶାଳୀ ରହିଛି। ଏହା ଦେଖିବା ପରେ ଅଧିନାୟକ ବେନ ଷ୍ଟୋକ୍ସଙ୍କ ସହ କୋଚ ବ୍ରାଣ୍ଡନ...

ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ରେ ସହାୟତା ରାଶି ୨ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫...

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସିଖବର: ବିଜୁଳି ଦର କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩।୨: ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖବର। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରୀ କମିଶନ(ଓଇଆର୍‌ସି) ପକ୍ଷରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଯାଇଛି। ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିବ। ପୂର୍ବରୁ...

ଅଖିଳେଶଙ୍କୁ ବଡ଼ ଝଟକା: ମହା ସଚିବ ପଦରୁ ଦେଲେ ଇସ୍ତଫା ସ୍ବାମୀ ପ୍ରସାଦ ମୌର୍ଯ୍ୟ…

ଲକ୍ଷ୍ନୌ,୧୩।୨ : ଉତ୍ତରପ୍ରଦେଶର ପୂର୍ବତନ ସିଏମ ଏବଂ ଏସପି ସୁପ୍ରିମୋ ଅଖିଳେଶ ଯାଦବଙ୍କ ଉପରେ ଦଳୀୟ ନେତାମାନେ ଅସନ୍ତୋଷ ହେବାରେ ଲାଗିଛନ୍ତି। ବରିଷ୍ଠ ଏସପି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ମଙ୍ଗଳବାର ଦଳର ଜାତୀୟ ମହା ସଚିବ ପଦରୁ ଇସ୍ତଫା...

ପିଏମ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ: ମାସକୁ ମାଗଣାରେ ମିଳିବ ୩୦୦ ୟୁନିଟ ବିଜୁଳି…

ନୂଆଦିଲ୍ଲୀ,୧୩।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସରକାର ପ୍ରତି ମାସରେ ୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ ଯୋଗାଇ ଏକ କୋଟି ଘରକୁ...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଲା ଜାତୀୟ ସ୍କଚ ଆୱାର୍ଡ

ଭୁବନେଶ୍ୱର,୧୩।୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଛି ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ । ସ୍କଚ ଆୱାର୍ଡ଼ କର୍ତ୍ତୃପକ୍ଷଙ୍କ ଦାରା ନୂଆଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ସ୍ବାସ୍ଥ୍ୟସେବା...

Paytm Payments Bank: ୟୁଜରଙ୍କ ପାଇଁ ଖୁସି ଖବର,ଆରବିଆଇ ଅନୁମତି ଦେଲେ ପେଟିମ ସହିତ କାମ କରିବାକୁ କହିଲା ଏହି ବ୍ୟାଙ୍କ…

ନୂଆଦିଲ୍ଲୀ,୧୩।୨ : ପେଟିଏମ ପେମେଣ୍ଟସ ବ୍ୟାଙ୍କ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଆକ୍ସିସ ବ୍ୟାଙ୍କ ପେଟିଏମ ପେମେଣ୍ଟ ବ୍ୟାଙ୍କ ପାଇଁ ଏକ ଲାଇଫ ଲାଇନ ସାଜିଛି। ଏହି ପ୍ରସଙ୍ଗରେ ଆକ୍ସିସ ବ୍ୟାଙ୍କ ଏମଡି ତଥା ସିଇଓ ଅମିତାଭ ଚୌଧୁରୀ...

ଏକ ଚୁକ୍ତିରୁ ହୋଇଛି ତେଜସ୍ବୀଙ୍କ ଜନ୍ମ, ମମତା ଦେଶ ପାଇଁ କଳଙ୍କ: କେନ୍ଦ୍ର ମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୨ :ବିହାରରେ ଫ୍ଲୋର ଟେଷ୍ଟ ପୂର୍ବରୁ ଘଟିଥିବା ରାଜନୈତିକ ଉତ୍ତେଜନାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂ ତେଜସ୍ବୀ ଯାଦବ ଏବଂ ତାଙ୍କ ପିତା ଲାଲୁ ପ୍ରସାଦ ଯାଦବଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ...

ମମତାଙ୍କ ପୋଲିସଙ୍କୁ ଲାଜ ନାହିଁ: କାହିଁକି ଏଭଳି କହିଲେ ଶୁଭେନ୍ଦୁ…

କୋଲକାତା,୧୩।୨ : ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ଭାଜପା ନେତା ବିକାଶ ସିଂଙ୍କ ଗିରଫଦାରୀକୁ ନେଇ ପୋଲିସ ବିଭାଗକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୋଲିସ ଲଜ୍ଜାଜନକ କାର୍ଯ୍ୟ କରିଛି।...

ଜୟପ୍ରଦାଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ ଜାରି, ୨୭ ଫେବୃଆରୀ ସୁଦ୍ଧା କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ..

ମୁମ୍ବାଇ,୧୩।୨ : ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ମାମଲାରେ ଅଭିନେତ୍ରୀ ତଥା ରାମପୁର ଏମପି ଜୟାପ୍ରଦା ଅଡୁଆରେ ପଡ଼ିଛନ୍ତି। ଏଥର ମଧ୍ୟ ସେ ଶୁଣାଣି ପାଇଁ କୋର୍ଟରେ ପହଞ୍ଚି ନାହାନ୍ତି। ସପ୍ତମ ଥର ପାଇଁ କୋର୍ଟ ତାଙ୍କ ବିରୋଧରେ ଜାମିନ...

ଇଣ୍ଡିଆକୁ ବଡ଼ ଝଟକା: ଫ୍ଲୋର ଟେଷ୍ଟ ପରେ ବିଧାୟକ ମନୋଜଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ…

ପାଟନା,୧୩।୨ : ଗତ କିଛି ଦିନ ହେବ ବିହାର ରାଜନୀତିରେ ପ୍ରତିଦିନ କିଛି ନୂଆ ଘଟଣା ଘଟୁଛି। ଫ୍ଲୋର ଟେଷ୍ଟ ପରେ ମଙ୍ଗଳବାର ଏଠାରୁ ବଡ ଖବର ଆସୁଛି। ଏଠାରେ ହତ୍ୟା ମାମଲାରେ ସିପିଆଇ (ଏମଏଲ) ବିଧାୟକ ମନୋଜ ମଞ୍ଜିଲଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri