Tag Archives: Home Middle

ଆତଙ୍କବାଦୀଙ୍କ ଗୁଳିରେ ୨ ଯବାନ ଶହୀଦ

ନୂଆଦିଲ୍ଲୀ,୧୪।୯: ଜମ୍ମୁ କଶ୍ମୀରର କିସ୍ତଓ୍ବାଡା ଜିଲାର ଚଟୁର୍‌ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ସେନା କର୍ମଚାରୀ ଶହୀଦ ହୋଇଯାଇଛନ୍ତି। ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଶହୀଦ ହୋଇଥିବା ସୈନିକମାନେ କନଷ୍ଟେବଳ ଅରବିନ୍ଦ ସିଂ...

ପୋଷାକ ଉତ୍ପାଦନରେ ନୂଆ ଅଧ୍ୟାୟ ସୃଷ୍ଟି ହେବ: ହସ୍ତତନ୍ତ ମନ୍ତ୍ରୀ

ଭୁବନେଶ୍ୱର,୧୪ା୯(ବନ୍ଦନା ସେଠୀ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଚନ୍ଦକା ଶିଳ୍ପାଞ୍ଚଳରେ ପରିଧାନ ଉଷ୍ମାୟନ କେନ୍ଦ୍ର ସ୍ଥାପନ କରାଯାଇଛି। ଏହି ନବନିର୍ମିତ କେନ୍ଦ୍ରକୁ ଶୁକ୍ରବାର ସମବାୟ, ହସ୍ତତନ୍ତ,...

ମନ୍ତ୍ରୀଙ୍କ ବଡ଼ ସୂଚନା: ୫ ସୁଦ୍ଧା ଶେଷ ହେବ ସହରର ରାସ୍ତା ମରାମତି

ଭୁବନେଶ୍ୱର,୧୪।୯(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଏବଂ କଟକର ଅନେକ ସ୍ଥାନରେ ରାସ୍ତା ମରାମତିର ଆବଶ୍ୟକତା ରହିଛି। ଜଳବନ୍ଦୀ ସମସ୍ୟାର ମଧ୍ୟ ସମାଧାନ ନିତାନ୍ତ ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଦ୍ୱୈତନଗରୀ ସମେତ ରାଜ୍ୟର ସବୁ ସହରରେ ରାସ୍ତା ମରାମତି କାମ ଆସନ୍ତା...

କେଜ୍‌ରିଓ୍ବାଲଙ୍କୁ ମୁକ୍ତି, ସିବିଆଇକୁ ଭର୍ତ୍ସନା

ନୂଆଦିଲ୍ଲୀ,୧୪ା୯:ଦିଲ୍ଲୀ ଅବକାରୀ ନୀତି ସମ୍ପର୍କିତ ମାମଲାରେ ଗିରଫ ହେବାର ୬ ମାସ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ କେଜ୍‌ରିଓ୍ବାଲ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ମନିଲଣ୍ଡରିଂ...

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।...

କାର୍ଯ୍ୟରେ ଅବହେଳା ଅଭିଯୋଗ: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୪ ଶିକ୍ଷୟିତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଛନ୍ତି ବାରିପଦା...

୧୫୬ ଦିନ ପରେ ଜେଲ୍‌ରୁ ବାହାରିଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୩।୯: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ବେଲ ମିଳିବା ପରେ ଶୁକ୍ରବାର ସେ ୧୫୬ ଦିନ ପରେ ଜେଲ୍ରୁ ବାହାରିଛନ୍ତି। ବାହାରକୁ ଆସି ସେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ଯେ,...

ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ...

ପୋର୍ଟବ୍ଲେୟାର ନାଁ ପରିବର୍ତ୍ତନ କଲେ କେନ୍ଦ୍ର ସରକାର, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୩।୯: ଭାରତ ସରକାର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରର ନାମ ପରିବର୍ତ୍ତନ କରିଛନ୍ତି। ସରକାର ପୋର୍ଟ ବ୍ଲେୟାରର ନାମକୁ ‘ଶ୍ରୀ ବିଜୟପୁରମ୍’ ରେ ପରିବର୍ତ୍ତନ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଟୁଇଟ୍ କରି ଏ...

ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାମାନଙ୍କ ପାଇଁ ବିଏମସିର ନୂଆ ନିର୍ଦ୍ଦେଶାବଳୀ ଜାରି; ଖାଇବା ଥାଳିରେ ଦେବାକୁ ହେବ ଅଏଲ୍ ପେପର

ଭୁବନେଶ୍ୱର,୧୩।୯: ଲୋକମାନଙ୍କୁ ଉତ୍ତମ ସ୍ଵଛ ଏବଂ ପରିଷ୍କାର ଖାଦ୍ୟ ଉପଲବ୍ଧ କରାଇବାକୁ ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାମାନଙ୍କ ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ସହରର ସମସ୍ତ ରାସ୍ତା କଡ଼ରେ ଥିବା ଖାଦ୍ୟ ଆଉଟଲେଟ୍ ପାଇଁ...

ଶେଖ ହାସିନା ଯିବା ପରେ କାଙ୍ଗାଳ ହେଉଛି ବାଂଲାଦେଶ, ସମ୍ଭାଳି ପାରୁ ନାହଁାନ୍ତି ୟୁନୁସ ସରକାର

ଢାକା/ନୂଆଦିଲ୍ଲୀ,୧୩।୯: ଶେଖ ହାସିନା ସରକାର ଭାଙ୍ଗିବା ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କ ସର୍ବଦା କମ୍‌ ହେବାରେ ଲାଗିଛି। ବାଂଲାଦେଶର ମହମ୍ମଦ ୟୁନୁସ ସରକାର କ୍ରମାଗତ ଭାବରେ ଭାରତ ବିରୋଧୀ ବିବୃତ୍ତି ଦେଉଛନ୍ତି। ବୋଧହୁଏ ବାଂଲାଦେଶକୁ ମଧ୍ୟ ଏହାର...

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୩।୯: ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri