Tag Archives: Home Middle

ନିଶା ଇଞ୍ଜେକ୍ସନ ନେଇ ସଞ୍ଜୟଙ୍କ ଠାରୁ ସତ କୁହାଇବ ସିବିଆଇ, ଜାଣନ୍ତୁ କେମିତି ହେବ ଟେଷ୍ଟ, ହୋଇପାରେ ବିପଦ!

ନୂଆଦିଲ୍ଲୀ,୧୩।୯: କୋଲକାତା ବଳାତ୍କାର ଓ ହତ୍ୟା ମାମଲାର ଫିଟିବ ଗୁମର। ଅଭିଯୁକ୍ତ ସଞ୍ଜୟ ରୟଙ୍କ ହୋଇପାରେ ନାର୍କୋ ଟେଷ୍ଟ। ଏନେଇ ସିବିଆଇ ସୁପ୍ରିମକୋର୍ଟଙ୍କ ଠାରୁ ଅନୁମତି ଆଣିବ। ତେବେ ଏହା ପୂର୍ବରୁ ସଞ୍ଜୟଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଏବେ...

Subhadra yojana: ମହିଳାଙ୍କ ପରେ ଛାତ୍ରୀଛାତ୍ରଙ୍କୁ ପାଇଁ ବଡ଼ ସୁଯୋଗ, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୧୩।୯: ରାଜ୍ୟରେ କୋଣ ଅନୁକୋଣରେ ବଢି ଚାଲିଛି ସୁଭଦ୍ରା ପାଇଁ ଉତ୍ସାହ। ତେବେ ୧୧ ତାରିଖ ଅର୍ଥାତ୍‌ ବୁଧବାର ସୁଦ୍ଧା ରାଜ୍ୟରେ ୪୫ ଲକ୍ଷ ଆବେଦନକାରୀ ପଞ୍ଜିକରଣ କରିଛନ୍ତି। ଏନେଇ ଘରେଘରେ ସୁଭଦ୍ରା ବାବଦରେ କଲେଜର ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଭାର...

ଆକ୍ସନ ମୋଡ୍‌ରେ ଅରବିନ୍ଦ ପାଢୀ: ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେବା ପ୍ରସଙ୍ଗରେ ଦେଲେ କଡ଼ା ନିର୍ଦ୍ଦେଶ

ପୁରୀ,୧୩।୯: ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗକୁ ବିବାଦ ବଢିବାରେ ଲାଗିଛି। ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ...

ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି, କେଜରିଓ୍ବାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୩।୯: ଏକ୍ସାଇଜ ପଲିସି ସ୍କାମ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଦୁଇଟି ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରାୟ ଦେଇଛନ୍ତି। ପ୍ରଥମ ଆବେଦନ ଉପରେ କୋର୍ଟ ସିବିଆଇ ଗିରଫକୁ ବୈଧ ବୋଲି ବିବେଚନା କରିଥିଲେ। ଦ୍ୱିତୀୟ ଆବେଦନ ଉପରେ...

ସୁଭଦ୍ରା ଯୋଜନା ଫର୍ମ ପାଇଁ ଟଙ୍କା ନେଉଥିଲେ ,ସ୍ବାମୀଙ୍କ ସ୍ତ୍ରୀଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୧୨ା୯(ସୂର୍ଯ୍ୟକାନ୍ତ ବେହେରା): ସୁଭଦ୍ରା ଯୋଜନା ଓ ଅନଲାଇନରେ ଜମା କରିବା ପାଇଁ କୌଣସି ଅର୍ଥ ଦେବାକୁ ପଡିବ ନାହିଁ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ । କିନ୍ତୁ ନିଳାଦ୍ରୀବିହାର ଓ ସତ୍ୟନଗର ସ୍ଥିତ ୨ ଟି ଜନସେବା କେନ୍ଦ୍ରରେ...

ପାରଳା ମହାରାଜା ଇଂଜିନିୟରିଂ କଲେଜରେ ହିନ୍ଦୁ ଛାତ୍ରଙ୍କୁ ଗୋମାଂସ ଖୁଆଇଦେବା ଅଭିଯୋଗ

ଵ୍ରହ୍ମପୁର,୧୨ା୯(ସୁବାସ ଚନ୍ଦ୍ର ପାଢ଼ୀ/ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶିତଳାପଲ୍ଲୀଠାରେ ଥିବା ପାରଳା ମହାରାଜା ଇଂଜିନିୟରିଂ ମହାବିଦ୍ୟାଳୟର ହଷ୍ଟେଲ କୋଠରୀରେ କିଛି ସଂଖ୍ୟାଲଘୁ ଛାତ୍ର ଗୋମାଂସ ରାନ୍ଧି ଖାଇବା ସହ କିଛି ଅନ୍ୟ ସମ୍ପ୍ରଦାୟର ଛାତ୍ରକୁ...

ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍‌ଏଫ୍‌ ହେଲିପ୍ୟାଡରେ ଅବତରଣ କରିଥିଲେ ା...

‘ଇସ୍ତଫା ଦେବାକୁ ପ୍ରସ୍ତୁତ’, ଡାକ୍ତରଙ୍କ ଆନ୍ଦୋଳନ ମଧ୍ୟରେ ମମତାଙ୍କ ବଡ଼ ବୟାନ

କୋଲକାତା,୧୨।୯: ଲଗାତାର ଦ୍ୱିତୀୟ ଦିନ ପାଇଁ ଆନ୍ଦୋଳନରତ ଡାକ୍ତରମାନେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତାଙ୍କ ସହିତ ଆଲୋଚନା କରିବାକୁ ନ ଆସିବା ପରେ ମମତା ବାନାର୍ଜୀ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ‘ଲୋକଙ୍କ ସ୍ୱାର୍ଥରେ, ତଥା ନ୍ୟାୟ ପାଇଁ...

ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ...

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ...

ପୁଣି ଚାକିରି କରିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ଗାଇଡ୍‌ଲାଇନ୍‌ରେ ରହିଛି…

ଭୁବନେଶ୍ୱର,୧୨ା୯: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀମାନେ କେଉଁ ମାନଦଣ୍ଡରେ ଚୟନ ହେବେ ସେନେଇ ବିସ୍ତୃତ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ପୁନଃ ନିଯୁକ୍ତି ପାଇଁ କମିଟି ଚୟନ...

ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ,୧୨।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri