Tag Archives: Home Middle

‘ଇସ୍ତଫା ଦେବାକୁ ପ୍ରସ୍ତୁତ’, ଡାକ୍ତରଙ୍କ ଆନ୍ଦୋଳନ ମଧ୍ୟରେ ମମତାଙ୍କ ବଡ଼ ବୟାନ

କୋଲକାତା,୧୨।୯: ଲଗାତାର ଦ୍ୱିତୀୟ ଦିନ ପାଇଁ ଆନ୍ଦୋଳନରତ ଡାକ୍ତରମାନେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତାଙ୍କ ସହିତ ଆଲୋଚନା କରିବାକୁ ନ ଆସିବା ପରେ ମମତା ବାନାର୍ଜୀ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ‘ଲୋକଙ୍କ ସ୍ୱାର୍ଥରେ, ତଥା ନ୍ୟାୟ ପାଇଁ...

ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ...

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ...

ପୁଣି ଚାକିରି କରିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ଗାଇଡ୍‌ଲାଇନ୍‌ରେ ରହିଛି…

ଭୁବନେଶ୍ୱର,୧୨ା୯: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀମାନେ କେଉଁ ମାନଦଣ୍ଡରେ ଚୟନ ହେବେ ସେନେଇ ବିସ୍ତୃତ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ପୁନଃ ନିଯୁକ୍ତି ପାଇଁ କମିଟି ଚୟନ...

ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ,୧୨।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌...

ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ...

ମୋହନ ସରକାରଙ୍କ ବଡ଼ ଘୋଷଣା, ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଭୁବନେଶ୍ୱର,୧୨।୯: ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍‌ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ସୂଚନା ଅନୁଯାୟୀ,...

ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…

ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ...

ରାଜ୍ୟ କ୍ୟାବିନେଟ ୩ ପ୍ରସ୍ତାବକୁ ମୋହର: ଝିଅଙ୍କୁ ମିଳିବ…

ଭୁବନେଶ୍ୱର,୧୨।୯: ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଓଡ଼ିଶା ବେସାମରିକ ସେବା ନିୟମାବଳୀ ସଂଶୋଧନ ଅନୁସାରେ ସରକାରୀ ମା’ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ...

ଜମ୍ମୁ-କଶ୍ମୀରରେ କଂଗ୍ରେସର ୫ ଗ୍ୟାରେଣ୍ଟି

ଅନନ୍ତନାଗ, ୧୨।୯: କଂଗ୍ରେସ ପକ୍ଷରୁ ବୁଧବାର ଜମ୍ମୁ-କଶ୍ମୀରର ଜନସାଧାରଣଙ୍କୁ ୫ ଗାରେଣ୍ଟିର ପ୍ରତିଶ୍ରୁତି ଦିଆଯାଇଛି। ଦକ୍ଷିଣ କଶ୍ମୀରର ଅନନ୍ତନାଗରେ କଂଗ୍ରେସ-ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି) ମେଣ୍ଟ ପାଇଁ ପ୍ରଚାର କରୁଥିବା ସମୟରେ ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଘୋଷଣା କରିଛନ୍ତି।...

ଚାଇନା ଦଖଲରେ ଭାରତର ୪,୦୦୦ ବର୍ଗ କିମି: ରାହୁଲ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨ା୯: ନରେନ୍ଦ୍ର ମୋଦି ସରକାର ଚାଇନା ସଂଘର୍ଷର ସଫଳ ମୁକାବିଲା କରିପାରି ନାହାନ୍ତି। ଏଥିଯୋଗୁ ପଡ଼ୋଶୀ ଦେଶର ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ) ୪,୦୦୦ ବର୍ଗ କି.ମି. ଭାରତୀୟ ଭୂଖଣ୍ଡକୁ ମାଡ଼ିବସିଛି। ଏହା ଏକ ବିପର୍ଯ୍ୟୟ ବୋଲି ଆମେରିକା ଗସ୍ତରେ...

ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢ଼ିଗଲେ ଅଜଣା ବ୍ୟକ୍ତି: ପୁଣି ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ

ପୁରୀ ୧୧ା୯( ଅଜିତ୍ କୁମାର ମହାନ୍ତି):ବୁଧବାର ଶ୍ରୀମନ୍ଦିର ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଶ୍ରୀମନ୍ଦିର ଦଧିନଉତି ଉପରେ ଚଢିଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri