Tag Archives: Home Middle

ବଜେଟ ପୂର୍ବରୁ ଝଟକା: ପୁଣି ମହଙ୍ଗା ହେଲା ଗ୍ୟାସ ସିଲିଣ୍ଡର…

ନୂଆଦିଲ୍ଲୀ,୧।୨ : ମଧ୍ୟବର୍ତ୍ତୀ ବଜେଟ ୨୦୨୪ ଗୁରୁବାର ଉପସ୍ଥାପିତ ହେବ। କିନ୍ତୁ ଏହାପୂର୍ବରୁ ଦେଶବାସୀ ମୁଦ୍ରାସ୍ଫୀତିର ଶିକାର ହୋଇଛନ୍ତି। ୧ ଫେବୃଆରୀ ୨୦୨୪ରୁ ବ୍ୟବସାୟିକ ଏଲପିଜି ଗ୍ୟାସ ସିଲିଣ୍ଡର ମହଙ୍ଗା ହୋଇଛି। ଘରୋଇ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ସମାନ...

ଯିଏ ଭାଜପା ସହିତ ନ ରହିବେ ସେ ଜେଲ ଯିବେ, ବିରୋଧୀ ଦଳର ନେତା ଏବେ ଭୟଭୀତ…

ନୂଆଦିଲ୍ଲୀ,୧।୨ : ହେମନ୍ତ ସୋରେନଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଗିରଫ କରିଛି। ସାତ ଘଣ୍ଟାରୁ ଅଧିକ ପଚରାଉଚରା ପରେ ଇଡି ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଗିରଫ କରିଛି। ସୋରେନ ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ଇଣ୍ଡିଆର ସହଯୋଗୀ ବିରୋଧୀ ଦଳର...

ଫେବୃଆରୀ ସୁଦ୍ଧା ସବୁ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ’

ଭୁବନେଶ୍ୱର,୧।୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ୩ ଜିଲାର ୪୪୦ ପଞ୍ଚାୟତରେ ୧୦୧ ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ...

ତାଇଓ୍ବାନକୁ ଘେରିଲେ ଚାଇନାର ୭ ସାମରିକ ବିମାନ-୪ ନୌସେନା ଜାହାଜ…

ତାଇପେ,୧।୨ : ତାଇୱାନ ଉପରେ ଚାଇନା ନିରନ୍ତର ନଜର ରଖିଛି। ସମ୍ପ୍ରତି ଉଭୟଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଉତ୍ତେଜନା ମଧ୍ୟରେ ତାଇୱାନକୁ ୭ ଟି ଚାଇନା ସାମରିକ ବିମାନ ଏବଂ ୪ ଟି ନୌସେନା ଜାହାଜ ଘେରି...

ଲଗାତର ୭ ଘଣ୍ଟା ଜେରା ପରେ ଗିରଫ ହେଲେ ହେମନ୍ତ ସୋରେନ୍‌

ରାଞ୍ଚତ୍,୩୧ା୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ଜମି ଦୁର୍ନୀତି ମାମଲାରେ ବୁଧବାର ୭ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜେରା ପରେ ଗିରଫ କରିଛି। ହେମନ୍ତ ରାତିରେ ରାଜଭବନ ଯାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ନିଜ...

ଚମ୍ପଇ ସୋରେନ୍‌ କିଏ, ରାତାରାତି ବଦଳିଲା ଯାହାଙ୍କ ଭାଗ୍ୟ

ରାଞ୍ଚି,୩୧।୧:: ଚମ୍ପଇ ସୋରେନ ଝାଡଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଇସ୍ତଫା ନିଷ୍ପତ୍ତି ପରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଏହି ପଦକ୍ଷେପ ନେଇଛନ୍ତି। ଚମ୍ପଇ ହେମନ୍ତ ସୋରେନଙ୍କ ଘନିଷ୍ଠ ସମ୍ପର୍କୀୟ ବୋଲି କୁହାଯାଏ। ଚମ୍ପଇ ବର୍ତ୍ତମାନର...

କେନ୍ଦ୍ର ସରକାର ଫେବୃଆରୀ ପହିଲା ମଧ୍ୟରେ ବକେୟା ନଦେଲେ ଧାରଣାରେ ବସିବି: ମମତା

କୋଲକାତା,୩୧।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ରର ବକେୟା ଦେବାକୁ ନେଇ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଯଦି କେନ୍ଦ୍ର ଫେବୃଆରୀ ପହିଲା ମଧ୍ୟରେ ରାଜ୍ୟର ବକେୟା ନ ଦିଏ ତେବେ ସେ ଧାରଣାରେ ବସିବେ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ...

ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୧: ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି। ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିବା ପରେ ବିଧାୟକଙ୍କ ସହ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ତାଙ୍କର ଇସ୍ତଫା ଦେଇଛନ୍ତି। ଏହାପରେ ଜେଜେଏମ ଏବଂ କଂଗ୍ରେସ...

କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ୍‌ ଆବେଦନ ସମୟସୀମା ବଢ଼ିଲା

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ଅନ୍‌ଲାଇନ୍‌ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁଆରୀ ୩୧ରୁ ଫେବୃଆରୀ ୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।...

ଜ୍ଞାନବାପୀ ମସ୍‌ଜିଦ୍‌ ପରିସରରେ ଥିବା ବ୍ୟାସଙ୍କ ବେସ୍‌ମେଣ୍ଟ କ’ଣ? ହିନ୍ଦୁ ପକ୍ଷ ସପକ୍ଷରେ ଆସିଥିବା ରାୟର ଗୁରୁତ୍ୱ କେତେ…ଜାଣନ୍ତୁ

ବାରାଣସୀ,୩୧।୧: ଜ୍ଞାନବାପୀ ମାମଲାରେ ହିନ୍ଦୁ ପକ୍ଷ ସପକ୍ଷରେ ବାରାଣସୀ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏଥିରେ ମସ୍‌ଜିଦ୍‌ ପରିସରରେ ଥିବା ବ୍ୟାସ  ବେସମେଣ୍ଟରେ ପୂଜା ଆରମ୍ଭ କରିବାକୁ ଅନୁମତି ମିଳିଛି। ଜିଲା ପ୍ରଶାସନ ସପ୍ତାହେ ମଧ୍ୟରେ ବେସମେଣ୍ଟରେ ପୂଜା ଆରମ୍ଭ...

ବିଶ୍ୱର ହିନ୍ଦୁମାନଙ୍କ ପାଇଁ ଏକ ନୂତନ ଯୁଗର ଆରମ୍ଭ: କାନାଡା ସାଂସଦ ଚନ୍ଦ୍ର ଆର୍ଯ୍ୟ

ଓଟଓ୍ବା,୩୧।୧: ଜାନୁଆରୀ ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସହିତ ଅଯୋଧ୍ୟାରେ ରାମ ମନ୍ଦିର ଉଦ୍‌ଘାଟନ କରାଯାଇଥିଲା। ଏହାର ଗୁଞ୍ଜରଣ ସାରା ଦୁନିଆରେ ବ୍ୟାପିଥିଲା। ସମଗ୍ର ବିଶ୍ୱରେ ୧.୨ ବିଲିୟନ ହିନ୍ଦୁଙ୍କ ପାଇଁ ଏହା ଏକ ନୂତନ ଯୁଗର ଆରମ୍ଭ। କାନାଡାର...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୩୧ା୧: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବୁଧବାର ଦାଖଲ ହୋଇଛି ଚାର୍ଜଫ୍ରେମ୍‌। ବିଧାୟକଙ୍କ ସ୍ତ୍ରୀଙ୍କ ନାମରେ ମଧ୍ୟ ଚାର୍ଜଶିଟ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସ୍ପେଶାଲ ଜଜ୍‌,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri