Tag Archives: Home Middle

ଝିଅପୁଅଙ୍କୁ ନୋମିନି କରିପାରିବେ ମହିଳା କର୍ମଚାରୀ

ନୂଆଦିଲ୍ଲୀ,୩୦।୧(ପି.ଟି.): ପରିବାର ପେନ୍‌ସନ ପାଇଁ ଜଣେ ମହିଳା କର୍ମଚାରୀ ତାଙ୍କ ସ୍ବାମୀଙ୍କ ପରିବର୍ତ୍ତେ ଝିଅ କିମ୍ବା ପୁଅଙ୍କୁ ନୋମିନି କରିପାରିବେ। କେନ୍ଦ୍ର ସରକାର ଏନେଇ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି, ଯାହାର ସୁଦୂରପ୍ରସାରୀ ସାମାଜିକ-ଅର୍ଥନୈତିକ ପ୍ରଭାବ ରହିବ ବୋଲି ସୋମବାର ପ୍ରକାଶିତ...

ଜୋର୍ଡାନ ପରେ ଏବେ ସିରିଆରେ ଆମେରିକା ସେନା ବିରୋଧରେ ରକେଟ ଆକ୍ରମଣ

ଓ୍ବାଶିଂଟନ,୩୦।୧: ଜୋର୍ଡାନ ପରେ ସିରିଆରେ ଆମେରିକା ଏବଂ ଏହାର ସହଯୋଗୀ ବାହିନୀ ଉପରେ ରକେଟ ଆକ୍ରମଣ ହୋଇଛି। ଆମେରିକାର ପ୍ରତିରକ୍ଷା ଅଧିକାରୀ କହିଛନ୍ତି ଯେ ସିରିଆରେ ଆମେରିକୀୟ ତଥା ସହଯୋଗୀ ବାହିନୀ ବିରୋଧରେ ରକେଟ ଆକ୍ରମଣ କରାଯାଇଛି। ଆମକୁ ଟାର୍ଗେଟ...

ଉତ୍ତର ପ୍ରଦେଶ ସମେତ ୧୫ ରାଜ୍ୟର ୫୬ ଆସନ ପାଇଁ ଫେବୃଆରୀ ୨୭ରେ ନିର୍ବାଚନ

ନୂଆଦିଲ୍ଲୀ,୩୦।୧:ନିର୍ବାଚନ କମିଶନ ୧୫ ଟି ରାଜ୍ୟରେ ୫୬ ଟି ରାଜ୍ୟ ସଭା ଆସନ ପାଇଁ ନିବର୍ର୍ାଚନ ସୂଚୀ ପ୍ରକାଶ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ୧୦ ଟି ଆସନ ଉତ୍ତରପ୍ରଦେଶରୁ ଆସିଛି। ଏହି ଆସନଗୁଡିକ ଉପରେ ମତଦାନ ୨୭ ଫେବୃଆରୀରେ ଅନୁଷ୍ଠିତ...

ରାହୁଲଙ୍କ ଏହି ପଦିଏ କଥା ନୀତୀଶଙ୍କୁ ଲାଗିଥିଲା ଖରାପ, ସେହି ଦିନ ହିଁ ଇଣ୍ଡିଆ ମେଣ୍ଟ ଛାଡିବାକୁ ନେଇଥିଲେ ନିଷ୍ପତ୍ତି

ପାଟନା,୨୯।୧: ବିହାର ରାଜନୀତି ଏହି କିଛି ଦିନ ହେବ ଚର୍ଚ୍ଚାରେ ରହିଛି। ରବିବାର ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପୁଣିଥରେ ଭାଜପାରେ ଯୋଗ ଦେଇ୯ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଭାଜପା ରାଜ୍ୟ...

ନରେନ୍ଦ୍ର ମୋଦି ଯଦି ପୁଣି ପ୍ରଧାନମନ୍ତ୍ରୀ ହୁଅନ୍ତି, ତେବେ ଏହା ଦେଶର ଶେଷ ନିର୍ବାଚନ ହେବ: ଖାର୍ଗେ

ନୂଆଦିଲ୍ଲୀ,୨୯।୧: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଆଶଙ୍କା ବ୍ୟକ୍ତ କରିଛନ୍ତି ଯେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁନର୍ବାର ଜିତନ୍ତି ତେବେ ଏହା ଦେଶର ଶେଷ ନିର୍ବାଚନ ହେବ। ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଲୋକଙ୍କ ପାଇଁ ୨୦୨୪ ଲୋକ...

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଡବଲ୍‌ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ ୨ ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୨୯।୧: ହାଇଦ୍ରାବାଦରେ ପରାଜୟ ପରେ ଟିମ ଇଣ୍ଡିଆକୁ ଡବଲ୍‌ ଝଟକା ଲାଗିଛି। ବିଶାଖାପାଟନମରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରୁ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜେଜା ଏବଂ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କୁ ବାଦ ଦିଆଯାଇଛି। ବିସିସିଆଇ ପକ୍ଷରୁ ଏହି...

ବାଜିମାରିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ

ନୂଆଦିଲ୍ଲୀ,୨୬।୧: ଗତ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର ଗ୍ରାମରେ ମହିଳାମାନେ କିପରି ବିଭିନ୍ନ ପ୍ରକାର...

ଚାଇନାର ଶେୟାର ବଜାର ଭୁଶୁଡ଼ିବାରେ ଲାଗିଛି…

ବେଜିଂ,୨୯।୧ : ୨୦୨୧ ଠାରୁ ଆରମ୍ଭ ହୋଇଥିବା ଚାଇନାର ଷ୍ଟକ ମାର୍କେଟର ଅବନତି ଜାରି ରହିଛି। ଏହି ହ୍ରାସକୁ ରୋକିବା ପାଇଁ ଚାଇନା ସରକାର କରିଥିବା ସମସ୍ତ ଉଦ୍ୟମ ମଧ୍ୟ ବିଫଳ ହୋଇଛନ୍ତି। ଫଳସ୍ବରୂପ, ଚାଇନାର ଷ୍ଟକ ମାର୍କେଟ ସଙ୍କଟରେ...

୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ଫେବୃଆରୀ ୨୭ରେ ମତଦାନ…

ନୂଆଦିଲ୍ଲୀ,୨୯।୧ : ଫେବୃଆରୀ ୨୭ ରେ ଦେଶର ୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ଫେବୃଆରୀ ୧୫...

ଦୁନିଆର ସବୁଠୁ ବଡ଼ କମ୍ପାନୀ ବିକିବ ଚାଇନା

ବେଜିଂ,୨୯ା୧: ଚାଇନା ଉପରେ ଏକ ଦୁଃଖର ପାହାଡ଼ ପଡ଼ିଛି। ପ୍ରଥମେ ଷ୍ଟକ୍‌ ମାର୍କେଟରେ ଦ୍ରୁତ ହ୍ରାସ ହେତୁ କୋଟି କୋଟି ଟଙ୍କା ନିବେଶକ ନଷ୍ଟ ହେଲା। ବର୍ତ୍ତମାନ ରିଅଲ ଇଷ୍ଟେଟ୍‌ ବଜାରରୁ ଖରାପ ଖବର ଆସୁଛି । ଫଳରେ ଦୁନିଆର...

Pariksha Pe Charcha 2024: ପିଲାଙ୍କ ରିପୋର୍ଟ କାର୍ଡକୁ ଭିଜିଟିଂ କାର୍ଡ.ନ କରନ୍ତୁ, କହିଲେ ମୋଦି…

ନୂଆଦିଲ୍ଲୀ,୨୯।୧ : ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାମାନଙ୍କୁ ପରୀକ୍ଷା ଚାପରୁ ମୁକ୍ତି ପାଇବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ଗୁରୁମନ୍ତ୍ରା ପ୍ରଦାନ କରିଛନ୍ତି। ମାତାପିତାମାନେ ସେମାନଙ୍କ ପିଲାମାନଙ୍କର ପ୍ରଦର୍ଶନ ଏବଂ...

ଖାଲି ପଡିଥିବା ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର,୨୯।୧: ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri