Tag Archives: Home Middle

ଜାଲ୍‌ ପ୍ରମାଣ ପତ୍ର ଦେଇ ନେଇଗଲେ ୧୮ କୋଟି ଏସ୍‌ସି-ଏସ୍‌ଟି ଛାତ୍ରବୃତ୍ତି

ଭୁବନେଶ୍ୱର,୧୧।୯(ଅନିଲ ଦାସ): ଜାଲ୍‌ ପ୍ରମାଣପତ୍ରରେ କିପରି ଛାତ୍ର ବୃତ୍ତି ହଡ଼ପ କରାଯାଇଛି ତାହାର ମଧ୍ୟ ଗୁମର ଖୋଲିଛନ୍ତି କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜିି)। ରିପୋର୍ଟରେ ୯୭ ଲକ୍ଷ ଟଙ୍କାର ବୃତ୍ତି ଟଙ୍କା ହଡପ୍‌ କରାଯାଇଥିବା ଦର୍ଶାଯାଇଛି । ଜାଲ୍‌ ପ୍ରମାଣପତ୍ର...

ଭିନେଶଙ୍କ ବିପକ୍ଷରେ ଲଢ଼ିବେ ଏହି WWE ମହିଳା ରେସ୍‌ଲର

ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୧ା୯: ରେସ୍‌ଲର ଭିନେଶ ଫୋଗଟ ରାଜନୀତି ମଇଦାନକୁ ଓହ୍ଲାଇ ଜୁଲାନାରୁ କଂଗ୍ରେସ ପ୍ରାର୍ଥୀ ହେବା ପରେ ଜିନ୍ଦ ଜିଲାର ଏହି ନିର୍ବାଚନମଣ୍ଡଳୀ ଚର୍ଚ୍ଚାକୁ ଆସିଛି। ଭାଜପା ମଙ୍ଗଳବାର ଏହି ଆସନରେ କ୍ୟାପଟେନ୍‌ ଯୋଗେଶ ବୈରାଗୀଙ୍କୁ ଟିକେଟ ଦେଇଥିବା ବେଳେ ଆମ୍‌...

ଜିଲାପାଳଙ୍କୁ ଲାଞ୍ଚ ଦେଇ ବନ୍ଧା ହେଲେ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟ ଅଧିକାରୀ

ବରଗଡ଼,୧୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ବୁଧବାର ୨ ଲକ୍ଷ ଟଙ୍କା ଲାଞ୍ଚ ଦେବାକୁ ଉଦ୍ୟମ କରିବା ଏକ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟର ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଜିଲାପାଳ ଗୋୟଲଙ୍କଠାରୁ ସୂଚନା ପାଇଁ ଭିଜିଲାନ୍ସ ସମ୍ପୃକ୍ତ ସିମେଣ୍ଟ ଉତ୍ପାଦନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ମିଳିବ ‘ଆୟୁଷ୍ମାନ ଯୋଜନା’ ଲାଭ

ନୂଆଦିଲ୍ଲୀ, ୧୧।୯: ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ୭୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ବୃଦ୍ଧଙ୍କୁ ‘ଆୟୁଷ୍ମାନ ଯୋଜନା’ରେ ଅନ୍ତର୍ଭୁକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି...

ସିଏଜି ରିପୋର୍ଟ ପ୍ରକାଶ: ଅଯୋଗ୍ୟ କାଳିଆ ହିତାଧିକାରୀ ନେଇଗଲେ ୭୮୨ କୋଟି ଟଙ୍କା, ଡାଟାବେସ୍‌ ବିଶ୍ଳେଷଣ ବେଳେ ଆଉ…

ଭୁବନେଶ୍ୱର,୧୧ା୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨...

ଯାତ୍ରାରେ ଧାର୍ମିକ ଭାବନାକୁ ଆଘାତ ଅଭିଯୋଗ: ମଞ୍ଚରେ ଦର୍ଶକଙ୍କ ଭଙ୍ଗାରୁଜା, କଳାକାରଙ୍କୁ ଆକ୍ରମଣ

ସମ୍ବଲପୁର, ୧୧।୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦରଥାନା ଅନ୍ତର୍ଗତ ନକ୍ସାପାଲି ଠାରେ ଚାଲିଥିବା ଯାତ୍ରା ମଞ୍ଚକୁ ଚଢ଼ି ଦର୍ଶକଙ୍କ ଭଙ୍ଗାରୁଜା ସହ କଳାକାରଙ୍କୁ ଆକ୍ରମଣ କରାଯାଇଥିବା ଖବର ମିଳିଛି। ମଙ୍ଗଳବାର ସନ୍ଧ୍ଯାରେ ସ୍ଵର୍ଣ୍ଣ ମହଲ ଯାତ୍ରା ଦଳ ପକ୍ଷରୁ ନାଟକ...

ଓଲା ଶୋ’ରୁମ୍ ରେ ନିଆଁ ଲଗାଇଦେଲେ ଅସନ୍ତୁଷ୍ଟ ଗ୍ରାହକ

ବେଙ୍ଗାଲୁରୁ,୧୧।୯: ଓଲା ଇଲେକ୍ଟ୍ରିକ୍‌ ଶୋ’ରୁମ୍ ରେ ନିଆଁ ଲଗାଇ ଦେଲେ ଅସନ୍ତୁଷ୍ଟ ଗ୍ରାହକ। ନିକଟରେ କିଣିଥିବା ଇ-ସ୍କୁଟରର ସେବାରେ ଅସନ୍ତୁଷ୍ଟ ହୋଇ ବୁଧବାର ୨୬ ବର୍ଷୀୟ ଯୁବକ ଏହି କାଣ୍ଡ କରିଛନ୍ତି। ଅଭିଯୋଗ ପାଇଁ ସମ୍ପୃକ୍ତ ଯୁବକଙ୍କୁ ଗିରଫ ପୋଲିସ...

ରାଶନ ହିତାଧିକାରୀଙ୍କୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପ୍ରବାସୀଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୧ା୯: ବିଧାନସଭାରେ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତରରେ ଏକ ବଡ଼ ସୂଚନା ଦେଇଛନ୍ତି। ପ୍ରବାସୀମାନଙ୍କ କେଓ୍ବାଇସିକୁ ନେଇ ସୋଫିଆ ପଚାରିଥିବା ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି,...

ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା: ‘୩ ମାସ ହୋଇଗଲା ଆଈ ମା’ ଗପଛାଡ଼ି କାମ କର’

ଭୁବନେଶ୍ୱର,୧୧।୯: ବୁଧବାର ବିଜୁ ଯୁବ ଜନତା ଦଳର ବୈଠକରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବା ୩ ମାସ ହୋଇଗଲାଣି, ଆଈ ମା’ ଗପଛାଡ଼ି କାମ...

ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।...

ବିଧାନସଭାରେ ଉଠିଲା ପ୍ରଶ୍ନ, ମାଗଣା ବିଜୁଳିକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୧।୯: ବିଧାନସଭାରେ ଉଠିଲା ମାଗଣା ବିଜୁଳି ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ବିରୋଧୀ। ମାଗଣା ବିଜୁଳିକୁ ନେଇ କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ପ୍ରଶ୍ନର ବିଧାନସଭାରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନବର୍ଦ୍ଧନ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରମିକଙ୍କୁ ମିଳିବ ୬ଲକ୍ଷ ଟଙ୍କା

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri