Tag Archives: Home Middle

ଦେଶ ପାଳୁଛି ଗଣତନ୍ତ୍ର ଦିବସ

ନୂଆଦିଲ୍ଲୀ,୨୬ା୧: ଗଣତନ୍ତ୍ର ଦିବସ ପାଇଁ ସାରା ଦେଶରେ ଉତ୍ସାହ ଦେଖାଦେଇଛି। କଶ୍ମୀରରୁ କନ୍ୟାକୁମାରୀ ଯାଏ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଶୁକ୍ରବାର ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ। ଏହି ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭାରତୀୟ ସେନା ତାଙ୍କର...

ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ନୀତୀଶ କୁମାର; ଭାଜପା ପୁଣି ଫେରି ପାଇବ କି କ୍ଷମତା ?

ନୂଆଦିଲ୍ଲୀ,୨୬।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପରେ ସମସ୍ତ ବିଧାୟକଙ୍କୁ ପାଟନାରେ ଏକାଠି ହେବାକୁ ନିର୍ଦ୍ଦେଶ ଦେଇଥିବାରୁ ବିହାର ଏକ ପ୍ରମୁଖ ରାଜନୈତିକ ପୁନର୍ଗଠନ ପଥରେ ଅଛି। ଶୁକ୍ରବାର ଦିନ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ...

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ରାମ ମନ୍ଦିରର ପ୍ରତିକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଜୟପୁର,୨୫।୧: ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଗୁରୁବାର ଜୟପୁରରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଜୟପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ରୋଡ ଶୋ କରିଛନ୍ତି। ଏଥିସହ ଉଭୟ ନେତା ଜୟପୁରରେ ମହାରାଜା ସାୱାଇ ଜୟ ସିଂଙ୍କ ଦ୍ୱାରା...

ଓଡ଼ିଶାର ୪ ପ୍ରତିଭାଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ୱର,୨୫।୧(ଶର୍ମିଷ୍ଠା ପାଣିଗ୍ରାହୀ): ୭୫ତମ ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଗୁରୁବାର ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି ଭାରତ ସରକାର। ଏଥର ୫ଜଣଙ୍କ ପଦ୍ମବିଭୂଷଣ, ୧୭ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୦ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବ। ୧୧୦ ପଦ୍ମଶ୍ରୀଙ୍କ ମଧ୍ୟରୁ...

ଗଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀକୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ୭୫ତମ ଗଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦେଶବାସୀକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ତାଙ୍କ ସମ୍ବୋଧନରେ କହିଛନ୍ତି, ମୋର ପ୍ରିୟ ଦେଶବାସୀ, ନମସ୍କାର। ୭୫ ତମ ଗଣତନ୍ତ୍ର ଦିବସ ଅବସରରେ ମୋର ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।...

ବିହାର ରାଜନୀତି: ନୀତୀଶଙ୍କୁ ଫୋନ କଲେ ଲାଲୁ, ୨ଦିନ ମଧ୍ୟରେ ଚୂଡାନ୍ତ ନିଷ୍ପତ୍ତି ନେଇପାରନ୍ତି ବିହାର ମୁଖ୍ୟମନ୍ତ୍ରୀ

ପାଟନା,୨୫।୧: ବିହାରରେ ରାଜନୈତିକ ସଙ୍କଟ ମଧ୍ୟରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଗୁରୁବାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଫୋନରେ କଥା ହୋଇଛନ୍ତି। ସୂଚନାନୁସାରେ, ମୁଖ୍ୟମନ୍ତ୍ରୀ ନୀତୀଶ ଗୋଟିଏ କିମ୍ବା ଦୁଇ ଦିନ ମଧ୍ୟରେ ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରନ୍ତି।...

ଅଷ୍ଟ୍ରେଲିଆରେ ୩ ମହିଳାଙ୍କ ସମେତ ୪ ଭାରତୀୟ ବୁଡ଼ିଗଲେ

କାନବେରା,୨୫ା୧: ଅଷ୍ଟ୍ରେଲିଆର ଭିକ୍ଟୋରିଆ ରାଜ୍ୟର ଏକ ସମୁଦ୍ରରେ ୩ ମହିଳାଙ୍କ ସମେତ ୪ଜଣ ଭାରତୀୟ  ବୁଡ଼ି ଯାଇଛନ୍ତି। ଏନେଇ ଅଧିକାରୀମାନେ ଗୁରୁବାର ସୂଚନା ଦେଇଛନ୍ତି। ବୁଧବାର ଭିକ୍ଟୋରିଆର ଫିଲିପ୍‌ ଦ୍ୱୀପରେ ଏହି ଘଟଣା ଘଟିଛି। ଏକ ରିପୋର୍ଟ ଅନୁଯାୟୀ, ନିଉହେଭେନ୍‌...

ପ୍ରଥମ ଦିନ ରାମଲାଲାଙ୍କୁ ଦାନରେ ମିଳିଛି ୩ କୋଟି ୧୭ ଲକ୍ଷ ଟଙ୍କା, ଆଜିଠୁ ବଦଳିଲା ଦର୍ଶନ ସମୟ

ଅଯୋଧ୍ୟା,୨୫।୧: ଅଯୋଧ୍ୟାରେ ନବନିର୍ମିତ ରାମ ମନ୍ଦିରକୁ ଭକ୍ତମାନେ ମନଖୋଲି ଦାନ କରୁଛନ୍ତି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାର ପ୍ରଥମ ଦିନ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ୩ କୋଟି ୧୭ ଲକ୍ଷ ଟଙ୍କା ଦାନ ଦେଇ ଏକ ନୂଆ ରେକର୍ଡ...

ବିହାରରେ ଗଠବନ୍ଧନ ଛାଡ଼ି ପୁଣି ଭାଜପା ସହ ହାତ ମିଶାଇ ପାରନ୍ତି ନୀତୀଶ କୁମାର:ରିପୋର୍ଟ

ନୂଆଦିଲ୍ଲୀ,୨୫ା୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁନର୍ବାର ଶିବିର ବଦଳାଇବାର ଆଲୋଚନା ହେଉଛି। ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ନୀତୀଶ କୁମାର ଶେଷ ମୁହୂର୍ତ୍ତରେ ୟୁ-ଟର୍ନରେ ମାରି ଆସନ୍ତା ଲୋକସଭା ନିର୍ବାଚନରେ ​​ଭାଜପା ସହ ହାତ ମିଶାଇ ପାରନ୍ତି। ଗତ...

‘ଆପଣମାନେ ମୋ ପରିବାର, ଆପଣଙ୍କ ସ୍ବପ୍ନ ପୂରା କରିବା ମୋର ସଂକଳ୍ପ’

ନୂୂଆଦିଲ୍ଲୀ,୨୫ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଉତ୍ତରପ୍ରଦେଶର ବୁଲନ୍ଦସହରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ପ୍ରଭୁ ରାମଙ୍କ ନାମ ନେଇଛନ୍ତି। ବୁଲନ୍ଦସହରରେ ୧୯ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ମୂଳଦୁଆ ପକାଇବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି,...

ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!

ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ...

ଏଆଇ ଭବିଷ୍ୟବାଣୀ: ୨୦୨୪ରେ ବିଶ୍ୱର ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧରୁ ହେବ ତୃତୀୟ ବିଶ୍ୱଯୁଦ୍ଧ, ମରିବେ ୨ କୋଟିରୁ ଅଧିକ…

ଲଣ୍ଡନ,୨୫।୧ : ଯଦି ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହୁଏ ତେବେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ବିଶ୍ୱରେ କ’ଣ ହୋଇପାରେ, ଏହାର ଭୟାବହତା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପ୍ରକାଶ କରିଛି। ଏଆଇ ଏକ ଆଶ୍ଚର୍ଯ୍ୟଜନକ ହାଇପୋଥେଟିକାଲ ଭବିଷ୍ୟବାଣୀର ଏକ ସେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri