Tag Archives: Home Middle

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରମିକଙ୍କୁ ମିଳିବ ୬ଲକ୍ଷ ଟଙ୍କା

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର...

ଠକୁଛନ୍ତି ସୁନା ଦୋକାନୀ! ଏସବୁ ଜିଲାରେ ବେଶୀ ଠକେଇ, କିଣୁଛନ୍ତି କି… 

ଭୁବନେଶ୍ୱର,୧୧।୯: ବିଧାନସଭା ଚାଲିଥିବା ବେଳେ  ଗୃହରେ ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ ବୋଲି ରଣେନ୍ଦ୍ର ସ୍ବାଇଁ ପ୍ରଶ୍ନ କରିଥିଲେ। ତାଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ୫ ମାସରେ ୧୧୬...

ମୋଦିଙ୍କ ଏହି କାର୍ଯ୍ୟକୁ ବହୁତ ପସନ୍ଦ କରନ୍ତି ରାହୁଲ, ଆମେରିକାରୁ କରିଦେଲେ ମୋଦିଙ୍କ ଏତେ ପ୍ରଶଂସା, ଭାଜପା ତାଜୁବ!

ନୂଆଦିଲ୍ଲୀ,୧୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପାକୁ ସବୁ ନିର୍ଣ୍ଣୟ କିମ୍ବା ପ୍ରସଙ୍ଗରେ ବିରୋଧ କରନ୍ତି। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି କଥାକୁ ନେଇ ସେ ପ୍ରଶଂସା କରିଛନ୍ତି। ଆମେରିକା ଗସ୍ତରେ ଥିବା କଂଗ୍ରେସ...

ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ହେବ ୨ ଶହ ଗୋଶାଳା, ଗୋଖାଦ୍ୟ ପାଇଁ ଦୈନିକ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧।୯: ରାଜ୍ୟରେ ଦୁଇ ଶହ ଗୋଶାଳା କରିବେ ସରକାର। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ହେବ। ଗୋଶାଳାକୁ...

ନୂଆ ଆଇନ୍ ଆଣିବେ ସରକାର: ପିଲାଙ୍କ ପାଇଁ ବନ୍ଦ ହେବ ସୋସିଆଲ ମିଡିଆ

କାନ୍‌ବେରା, ୧୦।୯: ଅଷ୍ଟ୍ରେଲିଆରେ ପିଲାମାନଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖିବା ପଇଁ ଖୁବ୍‌ଶୀଘ୍ର ଆଇନ କାର୍ଯ୍ୟକାରୀ ହେବ। ଏନେଇ ସରକାର ଚିନ୍ତା କରୁଛନ୍ତି ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ଆନ୍ଥୋନି ଅଲ୍‌ବାନିଜ କହିଛନ୍ତି। ଏହି ଆଇନ ଅନ୍ତର୍ଗତ ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ, ଟିକ୍‌ଟକ୍‌ ପରି...

ପୂର୍ବ ସରକାରର ବଡ଼ ଯୋଜନାକୁ ମନା କରିଦେଲେ ମୋହନ ସରକାର

ଭୁବନେଶ୍ୱର,୧୦।୯ (ଅନିଲଦାସ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରାଜ୍ୟ ସରକାର ସାଇକେଲ ଗୋଟିକୁ ୨୫,୦୦୦ ଟଙ୍କା ଦରରେ କିଣିଥିଲେ। ସେଥିରୁ କିଛି ଭାଙ୍ଗିରୁଜି ଯିବା ଫଳରେ ସେଗୁଡିକୁ ମରାମତି ପାଇଁ ଦିଆଯାଇଛି । ତେବେ ଏହି...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଯୁକ୍ତି ୨ ପିଲାଙ୍କୁ ଦିଆଯିବ ମାଗଣା କୋଚିଂ, ଏହିଦିନ ଠୁ ଆରମ୍ଭ ହେବ କ୍ଲାସ

ଭୁବନେଶ୍ୱର,୧୦।୯: ପ୍ରଥମେ ନିଟ୍‌-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ ଦେଉଥିଲେ। ତେବେ ଏଥର ଯୁକ୍ତି ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ପାଇଁ ଏହି ସୁବିଧା...

ବିଧାନସଭାରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସୁଭଦ୍ରା ପାଇଁ ଟଙ୍କା ନେଉଥିଲେ…

ଭୁବନେଶ୍ୱର,୧୦।୯: ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ...

ସୁଭଦ୍ରା ଯୋଜନା ଲାଗି ଆଧାରକାର୍ଡ ସେଣ୍ଟରରେ ମହିଳାଙ୍କୁ ଠକେଇ: ଖବର ପ୍ରକାଶ ପରେ ଚଢାଉ କଲେ ଏସଡିପିଓ, ପୋଲିସ

ପୁରୁଷୋତ୍ତମପୁର,୧୦।୯ (ସୀମାଞ୍ଚଳ ମିଶ୍ର): ଆଧାରକାର୍ଡ ସେଣ୍ଟରରେ ଗରିବ ଶ୍ରେଣୀର ମହିଳା ମାନଙ୍କଠାରୁ ଅଧିକ ଟଙ୍କା ନେଉଥିବାର ଅଭିଯୋଗ ପରେ ଚଢ଼ାଉ କରିଛନ୍ତି ପୁଷୋତ୍ତମପୁର ଏସଡିପିଓ, ପୋଲିସ। ମଙ୍ଗଳବାର ଏହି ଖବର ଧରିତ୍ରୀ ୱେବ’ରେ ପ୍ରକାଶ ପାଇବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ...

ବିକାଶର ବାହାନାରେ ଗଛ କଟା: ଗତ ୨୫ ବର୍ଷରେ ଓଡ଼ିଶାରେ କଟା ହୋଇଛି ୨୬ ଲକ୍ଷରୁ ଅଧିକ ଗଛ

ଭୁବନେଶ୍ୱର,୧୦।୯: ୨୦୦୦ ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୬ ଲକ୍ଷରୁ ଅଧିକ ଗଛ କଟାଯାଇଛି। ମଙ୍ଗଳବାର ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାୟକ ପ୍ରସାନ୍ତ କୁମାର ଜଗଦେବଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି...

ଓଡ଼ିଶାରେ ଲୋପ ପାଇଯିବ ବାଘ ବଂଶ: ୨୪ ବର୍ଷରେ ୧୭୦ରୁ ହେଲାଣି ୨୭

ଭୁବନେଶ୍ୱର,୧୦।୯: ଓଡ଼ିଶାରେ ଲୋପ ପାଇଯିବ ବାଘ ବଂଶ । ମଙ୍ଗଳବାର ଓଡ଼ିଶା ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଦେଇଥିବା ତଥ୍ୟରୁ ଏଭଳି ଆଶଙ୍କା ସୃଷ୍ଟି ହୋଇଛି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ...

ରାଜ୍ୟରେ ବ୍ୟାପିବାରେ ଲାଗିଛି ବାର୍ଡ଼ ଫ୍ଲୁ: କ୍ଵାରେଣ୍ଟାଇନରେ କୁକୁଡ଼ା ଚାଷୀ

ଭୁବନେଶ୍ୱର,୧୦।୯: ରାଜ୍ୟରେ ଏବେ ବାର୍ଡ଼ ଫ୍ଲୁ ରୋଗରେ କୁକୁଡ଼ା ଆକ୍ରାନ୍ତ ଖବର ମଧ୍ୟରେ କେନ୍ଦ୍ରାପଡା ଡେରାବିସି ଅଞ୍ଚଳରେ କିଛି ଚାଷୀଙ୍କଠାରେ ଲକ୍ଷଣ ଦେଖାଯିବାରୁ କିଛି କୁକୁଡ଼ା ଚାଷୀଙ୍କୁ ନିଜ ଘରେ କ୍ଵାରେନଣ୍ଟାଇନରେ ରହିବାକୁ କୁହାଯାଇଛି। ସୂଚନାନୁସାରେ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri