Tag Archives: Home Middle

ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା ଘୋଷଣା କଲେ ମୋଦି, ୧ କୋଟି ଘରେ ଲାଗିବ ସୋଲାର, ଏହି ମାନେ ହେବେ ଉପକୃତ

ନୂଆଦିଲ୍ଲୀ,୨୨।୧: ଅଯୋଧ୍ୟାରେ ରାମ ମନ୍ଦିରରେ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ସୋଲାର ଯୋଜନା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶବାସୀଙ୍କ ଘର ଛାତରେ ସୋଲାର ସିଷ୍ଟମ ରହିବା ଉଚିତ୍‌। ପିଏମ...

ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଲେ କଂଗ୍ରେସ ମନ୍ତ୍ରୀ

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ସମାରୋହରେ ହିମାଚଳ ପ୍ରଦେଶର ଜନସମ୍ପର୍କ ମନ୍ତ୍ରୀ ବିକ୍ରମଦିତ୍ୟ ସିଂ ଯୋଗ ଦେଇଥିଲେ। ଏହି ଅବସରରେ ସେ କହିଥିଲେ, ମୁଁ ଏଠାରେ ଉପସ୍ଥିତ ରହି ନିଜକୁ ଭାଗ୍ୟବାନ ମନେ କରୁଛି। ଆଜି ଦେଶ ତଥା...

‘ରାମ ଅଗ୍ନି ନୁହେଁ, ରାମ ଶକ୍ତି’, ସ୍ଥାପନ ହେଲା ରାମ ରାଜ୍ୟ, ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପରେ କହିଲେ ମୋଦି

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ମନ୍ଦିର ପରିସରକୁ ଆସିଥିବା ଅତିଥିମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଶତାବ୍ଦୀ ଅପେକ୍ଷା କରିବା ପରେ ଆମର ରାମ ଆଜି ପହଞ୍ଚିଛନ୍ତି। ଏହି ମୁହୂର୍ତ୍ତଟି ସବୁଠାରୁ ପବିତ୍ର...

ଅଯୋଧ୍ୟାରେ ଦୁନିଆର ନଜର: ପ୍ରତିବର୍ଷ ରାମନଗରୀରେ ପହଞ୍ଚିବେ ୫ କୋଟି ଶ୍ରଦ୍ଧାଳୁ, ଆରମ୍ଭ ହେବ ଅର୍ଥନୈତିକ ପ୍ରବାହ

ନୂଆଦିଲ୍ଲୀ,୨୨।୧: ଅଯୋଧ୍ୟାରେ ଥିବା ରାମ ମନ୍ଦିରରେ ଭଗବାନ ଶ୍ରୀ ରାମ ବିରାଜମାନ କରିଛନ୍ତି। ଏହି ମୁହୂର୍ତ୍ତର ଅଲୌକିକତା କେବଳ ଦେଶରେ ନୁହେଁ ସମଗ୍ର ବିଶ୍ୱରେ ଦେଖିବାକୁ ମିଳିଥିଲା। ରାମ ମନ୍ଦିରର ଉଦଘାଟନ ଲୋକଙ୍କ ବିଶ୍ୱାସର ମୁଖ୍ୟ କେନ୍ଦ୍ର ହୋଇଥିବାବେଳେ ୮୫,୦୦୦...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ପ୍ରଭୁ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ଭଗବାନ ରାମଲାଲାଙ୍କ ପୂଜାରେ ଉପସ୍ଥିତ ଅଛନ୍ତି। ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପିଏମ ମୋଦି କ୍ରିମ ରଙ୍ଗର...

Video: ଟିଭିରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅଯୋଧ୍ୟାରେ ଥିବା ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସମଗ୍ର ଦେଶ ଉତ୍ସବମୁଖର ଥିଲା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଭିରେ ପ୍ରାଣ...

ଭାରତରେ ପ୍ରତିବର୍ଷ ଏକ କୋଟିରୁ ଅଧିକ ଲୋକ କରୁଛନ୍ତି ବିବାହ: ଖର୍ଚ୍ଚ ହେଉଛି ୧୧ ଲକ୍ଷ କୋଟିରୁ ବେଶୀ…

ନୂଆଦିଲ୍ଲୀ,୨୨।୧: ପରିସଂଖ୍ୟାନ ଦର୍ଶାଉଛି ପ୍ରତିବର୍ଷ ଭାରତରେ କୋଟିଏରୁ ଅଧିକ ଲୋକ ବିବାହ କରନ୍ତି, ଯାହା ଦେଶର ସାଂସ୍କୃତିକ ବିବିଧତା ଏବଂ ରୀତିନୀତିର ରଙ୍ଗୀନ ଚିତ୍ର ଉପସ୍ଥାପନ କରିଥାଏ। ପ୍ରତ୍ୟେକ ଜାତି, ଧର୍ମ ଏବଂ ଅଞ୍ଚଳର କାହାଣୀ ଅଲଗା ଅଲଗା ହୋଇଥାଏ।...

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସମ୍ପନ୍ନ: ଜାଣନ୍ତୁ ଏହି ଦିବ୍ୟମୁହୂର୍ତ୍ତବେଳେ କିଏ ଥିଲେ ଉପସ୍ଥିତ

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ପ୍ରଭୁ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ଭଗବାନ ରାମଲାଲାଙ୍କ ପୂଜାରେ ଜଡିତ ଅଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭଗବତ, ୟୁପି ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ,...

ଅଯୋଧ୍ୟାରେ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅଯୋଧ୍ୟା,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅଯୋଧ୍ୟାରେ ଥିବା ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ, ଆରଏସଏସ ମୁଖ୍ୟ ମୋହନ ଭଗବତ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାଜ୍ୟପାଳ...

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ହେଲା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୨।୧: ବହୁ ପ୍ରତିକ୍ଷିତ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଏହା ସମ୍ପନ୍ନ ହୋଇଛି। ଶହ ଶହ ବର୍ଷ ଧରି ବିଚାରାଧୀନ ଅଯୋଧ୍ୟାରେ ଥିବା ରାମ ମନ୍ଦିର ସୋମବାରଅର୍ଥାତ୍‌ ୨୨ ଜାନୁଆରୀରେ ଉଦଘାଟିତ ହୋଇଛି।...

ସରିଲା ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା

ଅଯୋଧ୍ୟା,୨୨ା୧: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଅଯୋଧ୍ୟାରେ ସରିଛି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୪ ସେକେଣ୍ଡର ଶୁଭ ସମୟ ମଧ୍ୟରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କରିଥିଲେ। କାଶୀ ପୀଠର ବେଦଜ୍ଞ ପ୍ରାଣପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ କରିଛନ୍ତି। ପ୍ରଭୁ...

ପଥର ମୂର୍ତ୍ତିରେ ପ୍ରାଣ, ନେବେ ଭଗବାନଙ୍କ ରୂପ: ଅଖିଳେଶଙ୍କ ବିବାଦୀୟ ମନ୍ତବ୍ୟ…

ଲକ୍ଷ୍ନୌ,୨୨।୧ : ସାରା ବିଶ୍ୱରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ କରାଯାଉଛି। ସମଗ୍ର ଦେଶ ରାମମୟ ହୋଇପାରିଛି। କେହି କେହି ନିଜ ଘରେ ଶ୍ରୀରାମଙ୍କୁ ପୂଜା କରୁଛନ୍ତି ଏବଂ କିଛି ନିକଟସ୍ଥ ମନ୍ଦିରରେ। ଏହି ସମୟରେ ଏସପି ଅଧ୍ୟକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri