Tag Archives: Home Middle

ସାଧାରଣ ଜନତାଙ୍କ ପାଇଁ କେବେ ଖୋଲିବ ରାମ ମନ୍ଦିର? କେତେ ରହିବ ପ୍ରବେଶ ଶୁଳ୍କ

ଅଯୋଧ୍ୟା,୨୨।୧: ସୋମବାର ଅର୍ଥାତ୍‌ ୨୨ ଜାନୁଆରୀ ୨୦୨୪ରେ ଅଯୋଧ୍ୟାରେ ଏକ ବିଶାଳ ରାମ ମନ୍ଦିର ଉଦଘାଟନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଦେଶ ତଥା ବିଶ୍ୱର ଅଧିକାଂଶ ବଡ ବ୍ୟକ୍ତିତ୍ୱ ରାମ ମନ୍ଦିରରେ...

ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ ଟେଲିକାଷ୍ଟ ବନ୍ଦ କରି ପାରିବେନି ସରକାର: ତାମିଲନାଡୁ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଝଟକା…

ନୂଆଦିଲ୍ଲୀ,୨୨।୧ : ସୋମବାର ସୁପ୍ରିମକୋର୍ଟ ତାମିଲନାଡୁ ସରକାରଙ୍କୁ ଏକ ନୋଟିସ ଜାରି କରି କହିଛନ୍ତି ରାମ ମନ୍ଦିର ଉଦଘାଟନ ଏବଂ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଇଭ ଟେଲିକାଷ୍ଟ ପାଇଁ ଅନୁମତୀକୁ ମନା କରାଯାଇପାରିବ ନାହିଁ। ସୁପ୍ରିମକୋର୍ଟରେ ଏକ ପିଟିଶନ...

ଆସିଲେ ରାମ: ଆରମ୍ଭ ହେଲା ମଙ୍ଗଳଧ୍ୱନି, ଭଗବାନ ବିଷ୍ଣୁଙ୍କ ସହ ଜଡିତ ମୁହୂର୍ତ୍ତରେ ହେବ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୨।୧: ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ବୈଦିକ ରୀତିନୀତି ଆରମ୍ଭ ହୋଇଛି। ମନ୍ଦିର ଏବଂ ଏହାର ଆଖପାଖ ସ୍ଥାନଗୁଡ଼ିକ ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ହୋଇଛି। ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ...

ମତେ ଆଜି ମନ୍ଦିର ଯିବାକୁ ମନା କରାଯାଇଛି, କେଉଁ ଅପରାଧ କରିଛି ମୁଁ: ରାହୁଲ…

ଗୁଆହାଟୀ,୨୨।୧ : ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଏବେ ରାହୁଲ ଗାନ୍ଧୀ ଆସାମରେ ଅଛନ୍ତି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସେ ଅଭିଯୋଗ କରିଛନ୍ତି ତାଙ୍କୁ ଆଜି ମନ୍ଦିର ଯିବାକୁ ବାରଣ କରାଯାଇଛି। ରାହୁଲ ଗାନ୍ଧୀ କହିଛନ୍ତି ପୂର୍ବରୁ ତାଙ୍କୁ...

କିଏ ସେହି ଲକ୍ଷ୍ମୀକାନ୍ତ ଦୀକ୍ଷିତ, ଯିଏ ରାମଲାଲାଙ୍କ ମୂର୍ତ୍ତିରେ କରିବେ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଏବଂ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଶୁଭ ସମୟ ପାଖେଇ ଆସିଛି। ସୋମବାର (୨୨ ଜାନୁଆରୀ ୨୦୨୪) ଦିନି ୧୨ଟା ୩୦ରୁ ରୁ ୧ ଟା ମଧ୍ୟରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ପ୍ରାଣ...

ଶେଷରେ ମାନିଲେ କଂଗ୍ରେସ ନେତା: ମୋଦିଙ୍କ ବିନା ସମ୍ଭବ ହୋଇପାରି ନ ଥାନ୍ତା ରାମମନ୍ଦିର

ନୂଆଦିଲ୍ଲୀ,୨୨।୧: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ତାଙ୍କ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ସେ ପାର୍ଟି ଲାଇନ ବାହାରେ ନିଜର ମତ ପ୍ରକାଶ କରନ୍ତି। ସେପଟେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଚାଇନାରେ ଭୂସ୍ଖଳନ: ମାଟି ତଳେ ୪୪ରୁ ଅଧିକ ଲୋକ, ମାଟି ତଳୁ ଜୀବନ ଖୋଜା ଜାରି…

ବେଜିଂ,୨୨।୧ : ଚାଇନାର ପାର୍ବତ୍ୟ ଅଞ୍ଚଳ ୟୁନାନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଭୂସ୍ଖଳନ ଯୋଗୁ ଆବର୍ଜନା ତଳେ ୪୪ ଜଣ ଲୋକ ପୋତି ହୋଇଥିବାର ଖବର ମିଳିଛି । ଘଟଣାସ୍ଥଳରୁ ୨୦୦ ଲୋକଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର...

ଅଯୋଧ୍ୟାରେ ପହଞ୍ଚିଲେ ମୋଦି

ଅଯୋଧ୍ୟା,୨୨ା୧: ସବୁରି ଆଖିରେ ଆନନ୍ଦ ଓ ସନ୍ତୋଷର ଅଶ୍ରୁ। ସମସ୍ତଙ୍କ ମୁହଁରେ ‘ଜୟ ଶ୍ରୀରାମ’ ଧ୍ୱନି। ଅଯୋଧ୍ୟା ହିଁ ପ୍ରଭୁ ରାମଙ୍କ ଜନ୍ମସ୍ଥାନ ବୋଲି ଭାରତବର୍ଷରେ ହିନ୍ଦୁମାନଙ୍କର ବିଶ୍ୱାସ ରହିଆସିଛି। ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ...

ପାକିସ୍ତାନର ଏହି ରାମ ମନ୍ଦିରରେ ପୂଜା ନେଇ ପ୍ରତିବନ୍ଧକ ଲାଗୁ, ହଟାଗଲା ମୂର୍ତ୍ତି…

ଇସଲାମାବାଦ,୨୨।୧ : ଅଯୋଧ୍ୟାରେ ଶ୍ରୀ ରାମ ଲାଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହ ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। କିନ୍ତୁ ପାକିସ୍ତାନରେ ଏକ ରାମ ମନ୍ଦିର ମଧ୍ୟ ଅଛି, ଯେଉଁଠାରେ ହିନ୍ଦୁମାନଙ୍କୁ ପୂଜା କରିବାକୁ ବାରଣ କରାଯାଇଛି। କେବଳ ଏତିକି ନୁହେଁ...

ସେନାରେ ୨୦୨୭ ସୁଦ୍ଧା ୧୨ ଲକ୍ଷ କର୍ମଚାରୀ ହରାଇବେ ଚାକିରି: ଖଚରଙ୍କ ସ୍ଥାନରେ କାମ କରିବ ଡ୍ରୋନ…

ନୂଆଦିଲ୍ଲୀ,୨୨।୧ : ଭାରତୀୟ ସେନାରେ ଲଗେଜ ନେଇଥିବା ଖଚରମାନେ ଏବେ ଇତିହାସ ପାଲଟିବେ। ସେମାନଙ୍କ ବଦଳରେ ସେନା ବର୍ତ୍ତମାନ ଡ୍ରୋନ ବ୍ୟବହାରକୁ ବୃଦ୍ଧି କରୁଛି। ଏହି ଖଚରଗୁଡିକ ତୁଷାରପାତ ପର୍ବତ ଏବଂ ଖରାପ ରାସ୍ତା ଦେଇ ଦେଶର ସୀମାନ୍ତବର୍ତ୍ତୀ ଅଞ୍ଚଳକୁ...

ରାମମନ୍ଦିର ପ୍ରତିଷ୍ଠା ପାଇଁ ଭାରତକୁ ଶୁଭେଚ୍ଛା ଜଣାଇଲା ଇସ୍ରାଏଲ

ଜେରୁଜେଲମ୍‌/ଅଯୋଧ୍ୟା,୨୨ା୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା...

ପ୍ରାଣ ପ୍ରତିଷ୍ଠା ଉତ୍ସବ: ନଡ୍ଡା-ଶାହା କାହିଁକି ଯିବେନି…

ଅଯୋଧ୍ୟା,୨୨।୧ : ଅଯୋଧ୍ୟାରେ ଥିବା ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୧୧ ୦୦୦ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ରବିବାର ସନ୍ଧ୍ୟାଠାରୁ ଅତିଥିମାନେ ରାମ ନଗରୀ ଅଯୋଧ୍ୟାରେ ପହଞ୍ଚିଛନ୍ତି। ତେବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri