Tag Archives: Home Middle

ଆଇସିୟୁରେ ସୀତାରାମ ୟେଚୁରୀ: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୧୦।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ ଅସୁବିଧା ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ...

ଭାଜପାରେ ଚାଲିଛି ଟିକେଟ୍‌ କିଣା-ବିକା: ଇସ୍ତଫା ପରେ ଗମ୍ଭୀର ଅଭିଯୋଗ ଆଣିଲେ ଭାଜପା ଉପାଧ୍ୟକ୍ଷ

ଚଣ୍ଡିଗଡ,୧୦।୯: ହାରିୟାଣା ନିର୍ବାଚନ ପୂର୍ବରୁ ସୋନିପତର ଗଣୁରରେ ଭାଜପାକୁ ଏକ ବଡ଼ ଝଟକା ଲାଗିଛି। ଟିକେଟ କଟିବା ଖବର ଉପରେ ରାଗିଯାଇ ଦେବେନ୍ଦ୍ର କାଡିଆନ ଦଳରୁ ଇସ୍ତଫା ଦେଇଥିଲେ। ଭାରତୀୟ ରେସଲିଂ ଆସୋସିଏସନର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦେବେନ୍ଦ୍ର କାଡିଆନ ଫେସବୁକରେ...

ଆମେରିକାରେ ଥାଇ ଏମିତି କ’ଣ କହିଦେଲେ ରାହୁଲ ଗାନ୍ଧୀ: ଭାରତରେ ବଢିଲାଣି ରାଜନୈତିକ ତାତି

ଓ୍ବାଶିଂଟନ୍‌,୧୦।୯: କଂଗ୍ରେସ ନେତା ତଥା ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ତାଙ୍କ ଆମେରିକୀୟ ଗସ୍ତ ସମୟରେ କ୍ରମାଗତ ଭାବରେ ଭାଜପା ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଟାର୍ଗେଟ୍‌ କରୁଛନ୍ତି। ଏବେ ସେ ପୁଣି ଥରେ ଭାଜପାକୁ ନେଇ ଏକ...

କିଏ ସେହି ରହସ୍ୟମୟ ଯୁବତୀ, ଯାହାଙ୍କ ସହିତ ଏୟାରପୋର୍ଟରେ ନଜର ଆସିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୦।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଆଜିକାଲି ଆମେରିକା ଗସ୍ତରେ ଅଛନ୍ତି। ତାଙ୍କର ଅନେକ ଫଟୋ ସେଠାରୁ ଭାଇରାଲ ହୋଇଛି। କେତେକ ଫଟୋ ସ୍ବାଗତ ବେଳର ହୋଇଥିବାବେଳେ ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ...

ଭାଙ୍ଗୁଛି କି ଏନଡିଏ? ଖୋଲାଖୋଲି ଶୁଣାଇଦେଲେ ଚିରାଗ ପାସୱାନ, ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୦।୯: ସୋମବାର ବିହାରର ବେଗୁସରାଇରେ ମାଟିହାନି ବିଧାନସଭାରେ ଆୟୋଜିତ ସମାରୋହରେ ଏଲଜେପି ରାମବିଳାସର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନ ଅଂଶଗ୍ରହଣ କରିଥିଲେ। ଚିରାଗ ପାସୱାନଙ୍କ ଏହି ଗସ୍ତ ବିହାର ବିଧାନସଭା ନିର୍ବାଚନର ଆରମ୍ଭ ଭାବରେ ଦେଖାଯାଇଛି।...

ଉତ୍ତର ପ୍ରଦେଶ ପରେ କାନପୁରର ପାଳି, ଟ୍ରେନ ଓଲଟାଇ ଦେବାକୁ ହୋଇଥିଲା ବଡ ଷଡ଼ଯନ୍ତ୍ର

ଆଜମେର,୧୦।୯: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନରେ ଏକ ଟ୍ରେନ ଓଲଟାଇବା ପାଇଁ ଷଡ଼ଯନ୍ତ୍ରର ମାମଲା ସାମ୍ନାକୁ ଆସିଛି। ରାଜସ୍ଥାନର ଆଜମେର ଜିଲାର ରେଳ ଟ୍ରାକରେ ବିଭିନ୍ନ ସ୍ଥାନରେ ପ୍ରାୟ ଏକ କ୍ୱିଣ୍ଟାଲ ମୂଲ୍ୟର ସିମେଣ୍ଟ ବ୍ଲକ ଦେଖିବାକୁ ମିଳିଛି।...

ଆରଜି କର ମାମଲା ମମତା ସରକାରଙ୍କ ପାଇଁ ଚେତାବନୀ, କାହିଁକି ଏମିତି କହିଲେ ଦଳ ଛାଡିଥିବା ନେତା

କୋଲକାତା,୧୦।୯: ପଶ୍ଚିମବଙ୍ଗର ତ୍ରୁଣମୂଳ କଂଗ୍ରେସ (ଟିଏମସି) ଛାଡିବା ପରେ ଜବାହର ସରକାର ସୋମବାର କହିଛନ୍ତି ଯେ ସେ ରାଜନୀତିରୁ ବାହାରିବା ତାଙ୍କ ମୂଲ୍ୟବୋଧକୁ ହ୍ରାସ କରିବ ନାହିଁ ଏବଂ ମହିଳା ଅଧିକାରକୁ ସମର୍ଥନ କରିବା ଦିଗରେ ଦେଇଥିବା ପ୍ରତିବଦ୍ଧତାକୁ ହ୍ରାସ...

ଭାରତ ଓ ୟୁଏଇ ମଧ୍ୟରେ ୪ ଚୁକ୍ତିନାମା

ନୂଆଦିଲ୍ଲୀ, ୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆବୁଧାବୀର କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ଖାଲିଦ୍‌ ବିନ୍‌ ମହମ୍ମଦ ବିନ୍‌ ଜାୟଦ ଅଲ୍‌ ନାହୟାନ୍‌ଙ୍କ ସହ ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସ୍‌ରେ ଆଲୋଚନା କରିଛନ୍ତି। ଏହି ଅବସରରେ ୨ ଦେଶ ପରସ୍ପର ସହ ରଣନୈତିକ...

କାଳିନ୍ଦୀ ଏକ୍ସପ୍ରେସ ଉଡ଼ାଇବାକୁ ଷଡ଼ଯନ୍ତ୍ର

କାନପୁର,୧୦।୯(ପି.ଟି.): ଉତ୍ତରପ୍ରଦେଶର କାନପୁରରେ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣାକୁ ରୋକାଯାଇପାରିଛି। ରବିବାର ରାତିରେ ପ୍ରୟାଗରାଜରୁ ହରିୟାଣାର ଭିଓ୍ବାନୀ ଅଭିମୁଖେ ଯାଉଥିବା କାଳିନ୍ଦୀ ଏକ୍ସପ୍ରେସକୁ ବିସ୍ଫୋରଣରେ ଉଡ଼ାଇ ଦେବା ପାଇଁ ଷଡ଼ଯନ୍ତ୍ର କରାଯାଇଥିଲା। ଏହି ଷଡଯନ୍ତ୍ର ପଛରେ ଆତଙ୍କବାଦୀ ସମ୍ପୃକ୍ତ ଥିବା ସନ୍ଦେହ...

ଭାରତକୁ ଇଲିଶି ରପ୍ତାନି ଉପରେ ବାଂଲାଦେଶର କଟକଣା

ଢାକା, ୯।୯: ବାଂଲାଦେଶର ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱାଧୀନ ଅନ୍ତରୀଣ ସରକାରଙ୍କ ଭାରତ ପ୍ରତି କଠୋର ମନୋଭାବର ଆଭାସ ମିଳିଛି। ଦୁର୍ଗାପୂଜା ନିକଟତର ହେଉଥିବାବେଳେ ବାଂଲାଦେଶ ସରକାର ଭାରତକୁ ପଦ୍ମା ହିଲ୍‌ଶା ବା ଇଲିଶି ରପ୍ତାନି ଉପରେ କଟକଣା ଲଗାଇଛନ୍ତି। ଏହାକୁ...

କୋଲକାତା ଡାକ୍ତର ବଳାତ୍କାର ମାମଲାରେ ନୂଆ ମୋଡ, ଫୋରେନସିକ ରିପୋର୍ଟରେ ଆସିଲା ଚାଞ୍ଚଲ୍ୟକର ଖବର, ସିବିଆଇ ଶୁଣି…

କୋଲକାତା,୯।୯: କୋଲକାତାର ଆର.ଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର-ହତ୍ୟା ମାମଲାରେ ଏକ ନୂଆ ମୋଡ ଦେଖାଦେଇଛି। ସିବିଆଇ ଅନୁସନ୍ଧାନରେ ଏ ପର୍ଯ୍ୟନ୍ତ କିଛି ଏଭଳି ଜିନିଷ ସାମ୍ନାକୁ ଆସିଛି, ଯାହା ସମଗ୍ର ମାମଲାର ଗତି ବଦଳାଇପାରେ। ସିବିଆଇ...

ଚିନ୍ତା ବଢାଇଲାଣି ମଙ୍କିପକ୍ସ: ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ଆଡଭାଇଜରି ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୯ା୯ : ଭାରତରେ ପ୍ରଥମ ମଙ୍କିପକ୍ସ ମାମଲା ସାମ୍‌ନାକୁ ଆସିବା ପରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ ଓ ପ୍ରସ୍ତୁତ ରହିବା ପାଇଁ କେନ୍ଦ୍ର ସରକାର ସୋମବାର ଆଡଭାଇଜରି ଜାରି କରିଛନ୍ତି। ଗୋଷ୍ଠୀରେ ସମସ୍ତ ସନ୍ଦିଗ୍ଧ ମଙ୍କିପକ୍ସ ମାମଲାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri