Tag Archives: Home Middle

ଚିନ୍ତା ବଢାଇଲାଣି ମଙ୍କିପକ୍ସ: ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ଆଡଭାଇଜରି ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୯ା୯ : ଭାରତରେ ପ୍ରଥମ ମଙ୍କିପକ୍ସ ମାମଲା ସାମ୍‌ନାକୁ ଆସିବା ପରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ ଓ ପ୍ରସ୍ତୁତ ରହିବା ପାଇଁ କେନ୍ଦ୍ର ସରକାର ସୋମବାର ଆଡଭାଇଜରି ଜାରି କରିଛନ୍ତି। ଗୋଷ୍ଠୀରେ ସମସ୍ତ ସନ୍ଦିଗ୍ଧ ମଙ୍କିପକ୍ସ ମାମଲାର...

ଏହି ଔଷଧ, ନମକିନ୍ ଉପରୁ ଜିଏସଟି କମାଇଲେ ସରକାର: ଉପକୃତ ହେବେ ଲୋକେ

ନୂଆଦିଲ୍ଲୀ,୯।୯: ସୋମବାର ବସିଥିବା ଜିଏସଟି ପରିଷଦ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ କିଛି କ୍ୟାନ୍ସର ଔଷଧ ଉପରୁ ଜିଏସଟି ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ନଭେମ୍ବରରେ ହେବାକୁ ଥିବା ଆସନ୍ତା ବୈଠକରେ ସ୍ୱାସ୍ଥ୍ୟ ବୀମା ହାର ହ୍ରାସ...

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା...

ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ...

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା: ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୯।୯: ଭାରତରେ ମଙ୍କିପକ୍ସର ପ୍ରଥମ ମାମଲା ସାମ୍ନାକୁ ଆସିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ଏନେଇ ସୂଚନା ଦେଇଛି। ରୋଗୀକୁ ବର୍ତ୍ତମାନ ଅଲଗା ରଖାଯାଇଛି। ଉକ୍ତ ବ୍ୟକ୍ତିଙ୍କଠାରୁ ରବିବାର ନମୁନା ସଂଗ୍ରହ କରାଯାଇଥିଲା ଏବଂ ବର୍ତ୍ତମାନ ଅନୁସନ୍ଧାନ ପରେ ଏହା...

କୋଲକାତା ବଳାତ୍କାର ପୀଡିତାଙ୍କ ପରିବାରକୁ ଏମିତି ଚ୍ୟାଲେଞ୍ଜ ଦେଲେ ମମତା ବାନାର୍ଜୀ

କୋଲକାତା, ୯।୯: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। କେବେ ଏବଂ କେଉଁଠାରେ ଟଙ୍କା ଦେବାକୁ କୁହାଯାଇଥିଲା ତାହାର ପ୍ରମାଣ ଦେଖାଇବାକୁ ସେ ପୀଡିତାଙ୍କ ପରିବାରକୁ ଚ୍ୟାଲେଞ୍ଜ କରିଛନ୍ତି।...

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ। ଗତ...

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି...

ମହିଳା ଟ୍ରେନି ଡାକ୍ତର ବଳାତ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ, କହିଲେ ପୀଡ଼ିତାଙ୍କ ସମସ୍ତ…

ନୂଆଦିଲ୍ଲୀ/କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି। ଏନେଇ ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛି ସିବିଆଇ। ପ୍ରଧାନ ବିଚାରପତି...

କୋଲକାତା ବଳାତ୍କାର ହତ୍ୟା ମାମଲାରେ ସିବିଆଇକୁ କେଉଁ ନୂଆ ରିପୋର୍ଟ ମାଗିଲେ କୋର୍ଟ, ଜାଣନ୍ତୁ କେତେଦିନ ମିଳିଲା ସମୟ

ନୂଆଦିଲ୍ଲୀ,୯।୯: ସୁପ୍ରିମକୋର୍ଟରେ ସୋମବାର କୋଲକାତା ମାମଲାର ଶୁଣାଣି ଚାଲିଛି। ସୁପ୍ରିମକୋର୍ଟ ନିଜ ଆଡୁ ପ୍ରଥମ ଥର ପାଇଁ ଅଗଷ୍ଟ ୨୨ରେ କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବଳାତ୍କାର ହତ୍ୟା ମାମଲାର...

ଆଜିଠାରୁ ଭିତରକନିକାରେ ଦେଶୀ ପକ୍ଷୀ ଗଣନା

ରାଜନଗର,୯ା୯(ଭାସ୍କର ରାଉତରାୟ): ଭିତରକନିକାରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏମାନଙ୍କ ଗଣନା ସୋମବାରଠାରୁ ଆରମ୍ଭ ହେବ। କନିକା ରେଞ୍ଜ ଅଧୀନ ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ମଠଆଡ଼ିଆ ସହ ରାଜନଗର ରେଞ୍ଜ ଅଧୀନ ଏକମାଣିଆ ବାଲିଡ଼ିଆ ଆଇଲ୍ୟାଣ୍ଡରେ ଦେଶୀୟ ପକ୍ଷୀ ବସା...

ସେ ପପୁ ନୁହଁନ୍ତି…, ପାଖରେ ବସିଥିବା ରାହୁଲଙ୍କୁ ନେଇ କାହିଁକି ଏମିତି କହିଲେ ପିଟ୍ରୋଡା

ଟେକ୍ସାସ,୯।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ସେ ତିନି ଦିନିଆ ଗସ୍ତରେ ଆମେରିକା ଯାଇଛନ୍ତି, ଯେଉଁଠାରେ ସେ ବିଭିନ୍ନ ଫୋରମରେ ଅନେକ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି। ରାହୁଲ ରବିବାର ଡାଲାସର ଟେକ୍ସାସ ୟୁନିଭରସିଟିର ଛାତ୍ରମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri