Tag Archives: Home Middle

ରାମ ମନ୍ଦିର ଉଦଘାଟନରେ ଯିବେ ନାହିଁ ରାହୁଲ, କହିଲେ ଏହା ମୋଦିଙ୍କ ରାଜନୈତିକ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୬।୧: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମ୍ପର୍କରେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କହିଛନ୍ତି ଯେ ୨୨ ଜାନୁଆରୀ ୨୦୨୪ ରେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ରାଷ୍ଟ୍ରୀୟ ସ୍ବୟଂ ସେବାକ ସଂଗଠନ (ଆରଏସଏସ)...

ଚିନ୍ତା ବଢାଉଛି କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୧୮୦ ଆକ୍ରାନ୍ତ ଚିହ୍ନଟ, ୩ ମୃତ

ନୂଆଦିଲ୍ଲୀ,୧୬।୧: କରୋନା ମହାମାରୀ ପୁଣି ଥରେ ଦ୍ରୁତ ଗତିରେ ବ୍ୟାପିଛି । ପ୍ରତିଦିନ ନୂଆ ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର କହିଛି ଯେ ଗୋଟିଏ ଦିନରେ ଭାରତରେ କୋଭିଡ -୧୯ର ୧୮୦ଟି ନୂଆ ମାମଲା ରେକର୍ଡ ହୋଇଛି। ଏହା...

ଶ୍ରୀକୃଷ୍ଣ ଜନ୍ମଭୂମି-ଶାହି ଇଦଗାହ ବିବାଦରେ ହିନ୍ଦୁ ପକ୍ଷକୁ ଝଟ୍‌କା

ନୂଆଦିଲ୍ଲୀ,୧୬।୧: ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି-ଶାହି ଇଦଗାହ ମସଜିଦ ବିବାଦକୁ ନେଇ ସୁପ୍ରିମକୋର୍ଟ ଏକ ବଡ ରାୟ ନେଇଛନ୍ତି। ଏହି ମସଜିଦକୁ ସର୍ଭେ କରିବା ପାଇଁ କମିଶନର ନିଯୁକ୍ତ କରିବାକୁ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କୋର୍ଟ ସ୍ଥଗିତ ରଖିଛନ୍ତି। ସୁପ୍ରିମକୋର୍ଟଙ୍କ ଏହି...

ମହାଯଜ୍ଞ ଆରମ୍ଭ: ବେଦମନ୍ତ୍ରରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୧୬ା୧(ଅଜିତ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିିଛି। ୧୨ ତାରିଖରେ ଶ୍ରୀନହରରେ ଗଜପତି ମହାରାଜା ଶ୍ରୋତ୍ରୀୟ ବାହ୍ମଣମାନଙ୍କୁ ଗୁଆଟେକା ଓ ବରଣ କରିବା ପରେ...

ଝିଅ ବେଶରେ ବାନ୍ଧବୀଙ୍କ ପାଇଁ ପରୀକ୍ଷା ଦେଇ ଯୁବକ ଗିରଫ

ନୂଆଦିଲ୍ଲୀ,୧୬ା୧:ପଞ୍ଜାବ ଫରିଦକୋଟ୍‌ର ଏକ ପରୀକ୍ଷା କେନ୍ଦ୍ରରେ ଜଣେ ଯୁବକ ଝିଅ ବେଶ ଧାରଣ କରି ତାଙ୍କ ବାନ୍ଧବୀଙ୍କ ପାଇଁ ପରୀକ୍ଷା ଦେଉଥିବାବେଳେ ଧରାପଡ଼ିଛନ୍ତି। ଏହି ଘଟଣା ପରୀକ୍ଷା କେନ୍ଦ୍ରରେ ହାସ୍ୟରୋଳ ସୃଷ୍ଟି କରିଥିଲା। କୋଟକପୁରାର ଡିଏଭି ପବ୍ଲିକ୍‌ ସ୍କୁଲ୍‌ରେ ଗତ...

ମଣିପୁରରୁ ନାଗାଲାଣ୍ଡ ପହଞ୍ଚିଲା ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ସୋମବାର ମଣିପୁରର ସେକମାଇରୁ ଆରମ୍ଭ ହୋଇଛି। ଏହି ସମୟରେ ତାଙ୍କୁ ସ୍ବାଗତ କରିବାକୁ ବାଟରେ ଠିଆ ହୋଇଥିବା ଲୋକଙ୍କ ସହ କଥା ହୋଇଛନ୍ତି। ରାହୁଲ ଗାନ୍ଧୀ କିଛି...

‘ରାହୁଲ ଗାନ୍ଧୀ ଏହାକୁ ମନେ ରଖିବା ଉଚିତ୍‌’, ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ କହିଲେ ଟିଏମସି ନେତା

କୋଲକାତା,୧୫।୧: ରବିବାର (ଜାନୁୟାରୀ ୧୪ ରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ପଶ୍ଚିମବଙ୍ଗକୁ ସାମିଲ କରିବା ଉପରେ ବରିଷ୍ଠ ତୃଳମୂଳ କଂଗ୍ରେସ (ଟିଏମସି) ନେତା ତଥା ମୁଖପାତ୍ର କୁନାଲ ଘୋଷ କହିଛନ୍ତି,...

ଟୁ-ଫିଙ୍ଗର ଟେଷ୍ଟ କରିବାକୁ ନେଇ ଡାକ୍ତରଙ୍କୁ ହାଇକୋର୍ଟଙ୍କ ଭର୍ତ୍ସନା

ଶିମ୍‌ଲା,୧୫।୧ : ବଳାତ୍କାରର ଶିକାର ହୋଇଥିବା ଜଣେ ନାବାଳିକାଙ୍କ ଟୁ-ଫିଙ୍ଗର ଟେଷ୍ଟ କରିଥିବା ପାଲାମପୁର ସିଭିଲ୍‌ ହସ୍ପିଟାଲର ଡାକ୍ତରମାନଙ୍କୁ ହିମାଚଳପ୍ରଦେଶ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ଡାକ୍ତରଙ୍କ ତ୍ରୁଟି ପାଇଁ ରାଜ୍ୟ ସରକାର ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା...

କୋହଲିଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ, ଭାଙ୍ଗିପାରନ୍ତି ସଚିନ, ଗାଭାସ୍କରଙ୍କ ରେକର୍ଡ

ନୂଆଦିଲ୍ଲୀ,୧୫।୧: ଜାନୁଆରୀ ୨୫ରୁ ଇଂଲଣ୍ଡ ବିପକ୍ଷ ୫ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆର ଏକ ନମ୍ବର ବ୍ୟାଟର୍‌ ବିରାଟ କୋହଲି ଅନେକ ବଡ଼ ରେକର୍ଡ ସୃଷ୍ଟି କରିବାର ସୁଯୋଗ ରହିଛି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ୨୦୦୦ ରନ୍‌ ପୂରଣ...

ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସହ ଫୋନରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିଜେ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରପତି...

ମୋଦି ସରକାରଙ୍କ ୯ ବର୍ଷରେ ଦାରିଦ୍ର୍ୟରୁ ବାହାରିଛନ୍ତି ୨୫ କୋଟି, ନୀତି ଆୟୋଗ ରିପୋର୍ଟରେ ଦାବି

ନୂଆଦିଲ୍ଲୀ,୧୫।୧: ୨୦୧୩-୧୪ରୁ ୨୦୨୨-୨୩ ପର୍ଯ୍ୟନ୍ତ ନଅ ବର୍ଷ ମଧ୍ୟରେ ୨୪.୮୨ କୋଟି ଲୋକ ବହୁମୁଖୀ ଦାରିଦ୍ର୍ୟରୁ ବାହାରିଛନ୍ତି। ନୀତି ଆୟୋଗ ସୋମବାର ଏକ ରିପୋର୍ଟରେ ଏହି ଦାବି କରିଛି। ଏହି ସମୟରେ ଉତ୍ତରପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶରେ ବହୁମୁଖୀ ଦାରିଦ୍ର୍ୟର...

ରାମମନ୍ଦିରରେ ସ୍ଥାପିତ ହେବ ଅରୁଣ ଯୋଗୀରାଜଙ୍କ ଦ୍ୱାରା ନିର୍ମିତ ରାମଲାଲାଙ୍କ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ,୧୫।୧: ପ୍ରସିଦ୍ଧ ଶିଳ୍ପୀ ଅରୁଣ ଯୋଗୀରାଜଙ୍କ ଦ୍ୱାରା ନିର୍ମିତ ରାମଲାଲାଙ୍କ ପ୍ରତିମୂର୍ତ୍ତିକୁ ଚୟନ କରାଯାଇଛି। ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏହା ନିଶ୍ଚିତ କରିଛନ୍ତି। ଏହି ମୂର୍ତ୍ତିର ଓଜନ ୧୫୦ ରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri