Tag Archives: Home Middle

Ram Mandir: ବିଦେଶରେ ବି ଜାନୁଆରୀ ୨୨କୁ ରହିବ ଛୁଟି, ଜାଣନ୍ତୁ କେଉଁ ଦେଶ କଲା ଘୋଷଣା

ନୂଆଦିଲ୍ଲୀ,୧୩।୧: ଅଯୋଧ୍ୟାରେ ଜାନୁଆରୀ ୨୨ରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିର ଲୋକାର୍ପଣରେ ଉତ୍ତର ପ୍ରଦେଶ ସରକାର ଯୋଗୀ ଆଦିତ୍ୟନାଥ ଛୁଟି ଘୋଷଣା କରିଛନ୍ତି। ତେବେ କେବଳ ଭାରତ ନୁହେଁ ରାମ ମନ୍ଦିରକୁ ନେଇ ବିଦେଶରେ ମଧ୍ୟ ଉତ୍ସାହ ଦେଖିବାକୁ...

ତାଇଓ୍ବାନ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ୧୦ ଲକ୍ଷ ମତଦାତା ପ୍ରଥମ ଥର ଦେବେ ଭୋଟ

ତାଇପେ,୧୩।୧: ତାଇୱାନରେ ପରବର୍ତ୍ତୀ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଶନିବାର ଆରମ୍ଭ ହୋଇଛି। ଏହି ଭୋଟିଂରେ ସମୁଦାୟ ୧ କୋଟି ୯୦ଲକ୍ଷ ଲୋକ ଭାଗ ନେଉଛନ୍ତି। ଏଥିମଧ୍ୟରୁ ୧୦ ଲକ୍ଷ ଭୋଟର ପ୍ରଥମ ଥର ପାଇଁ ଭୋଟ ପ୍ରକ୍ରିୟାର ଏକ...

ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଉପବାସ ରଖିବେ ମୋଦି, ଭୂଇଁରେ ଶୋଇବା ସହ ୧୧ଦିନ ଧରି ରଖିବେ ମୌନବ୍ରତ

ନୂଆଦିଲ୍ଲୀ,୧୩।୧: ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭବ୍ୟ ରାମ ମନ୍ଦିରର ଉଦ୍‌ଘାଟନ କରିବା ସହ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏଥିପାଇଁ ସେ ୧୧ ଦିବସୀୟ ଏକ...

ୟେମେନ ରାଜଧାନୀରେ ବୋମା ମାଡ କଲା ଆମେରିକା, ହୁତି ବିଦ୍ରୋହୀଙ୍କୁ ଚେତାବନୀ

ଓ୍ବାଶିଂଟନ,୧୩।୧: ଶନିବାର ସକାଳେ ୟେମେନର ହୁତି ବିଦ୍ରୋହୀଙ୍କ ଶିବିର ଉପରକୁ ଆମେରିକା ସୈନ୍ୟବାହିନୀ ପୁଣି ଥରେ ବୋମା ମାଡ଼ କରିଛି। ଏହାପୂର୍ବରୁ ଶୁକ୍ରବାର, ବ୍ରିଟିଶ ସେନା ସହିତ ଆମେରିକା ୟେମେନର ଅନେକ ସ୍ଥାନରେ ହୁତି ବିଦ୍ରୋହୀମାନଙ୍କ ବିରୁଦ୍ଧରେ ବ୍ୟାପକ ଆକ୍ରମଣ...

ରାମ ଜନ୍ମଭୂମିର ପବିତ୍ର ମାଟି ନେଇ ଫେରିବେ ପ୍ରାଣ ପ୍ରତିଷ୍ଠାରେ ସାମିଲ ହୋଇଥିବା ଅତିଥି, ମୋଦିଙ୍କୁ ବିଶେଷ ଉପହାର

ନୂଆଦିଲ୍ଲୀ,୧୩।୧: ଅଯୋଧ୍ୟାରେ ନିର୍ମିତ ପ୍ରସିଦ୍ଧ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଶେଷ ହୋଇଛି। ୨୨ ଜାନୁଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଏହାକୁ ନେଇ ଏକ ବିଶାଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ୧୧ହଜାରରୁ ଅଧିକ ଅତିଥି...

ଦେଶର ଦୀର୍ଘତମ ସାମୁଦ୍ରିକ ବ୍ରିଜ୍‌

ମୁମ୍ବାଇ,୧୩ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍‌ (ଏମ୍‌ଟିଏଚ୍‌ଏଲ୍‌)ର ଉଦ୍‌ଘାଟନ କରିଛନ୍ତି। ଦେଶର ଭିତ୍ତିଭୂମି କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ କୁହାଯାଉଥିବା ଏହି ବ୍ରିଜ୍‌ର ନାମକରଣ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ନାମାନୁସାରେ ‘ଅଟଳ ସେତୁ’...

ବିଲ୍‌କିସ୍‌ ବଳାତ୍କାରୀ ଫେରାର

ଅହମଦାବାଦ,୧୩।୧: ବିଲ୍‌କିସ୍‌ ବାନୋ ଗଣବଳାତ୍କାର ମାମଲାରେ ୧୧ ଅପରାଧୀଙ୍କୁ ଦିଆଯାଇଥିବା କ୍ଷମାକୁ ସୁପ୍ରିମକୋର୍ଟ ଗତ ସୋମବାର ଖାରଜ କରିଦେଇ ସେମାନଙ୍କୁ ଜେଲ୍‌କୁ ଫେରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଏପର୍ଯ୍ୟନ୍ତ ଆତ୍ମସମର୍ପଣ କରିନାହାନ୍ତି। ୧୧ ଅପରାଧୀଙ୍କ ମଧ୍ୟରୁ ୯ ଜଣଙ୍କ ଖୋଜଖବର ମିଳୁନାହିଁ।...

କୋର୍ଟଙ୍କ ବଡ ରାୟ: ସ୍ତ୍ରୀ ଶାରୀରିକ ସମ୍ପର୍କ ରଖିବାକୁ ମନା କରୁଥିଲେ ଦେଇପାରିବେ ଛାଡପତ୍ର!

ନୂଆଦିଲ୍ଲୀ,୧୨।୧: ସ୍ବାମୀ ସହ ଶାରୀରିକ ସମ୍ପର୍କ ରଖିବାକୁ ସ୍ତ୍ରୀ ମନା କଲେ ତାହା ମାନସିକ ନିର୍ଯ୍ୟାତନା ଭାବେ ଦେଖାଯିବ। ମଧ୍ୟ ପ୍ରଦେଶ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ଏପରି ଟିପ୍ପଣୀ ଦେଇଛନ୍ତି। ହିନ୍ଦୁ ବିବାହ ଧାରା ଅନୁଯାୟୀ ସ୍ବାମୀ...

କ’ଣ ମୋବାଇଲରେ ଅଶ୍ଲୀଳ ଭିଡିଓ ଦେଖିବା ଅପରାଧ କି? କୋର୍ଟ ଦେଲେ ବଡ ରାୟ

ନୂଆଦିଲ୍ଲୀ,୧୨।୧: ଯୁବପିଢିଙ୍କ ମଧ୍ୟରେ ବଢୁଥିବା ଅଶ୍ଳୀଳ ଭିଡିଓ ଦେଖିବା ନିଶାକୁ ନେଇ ମାଡ୍ରାସ ହାଇକୋର୍ଟ ମାମଲାର ଶୁଣାଣି କରିଛନ୍ତି। କୋର୍ଟ ଅଶ୍ଳୀଳ ଭିଡିଓ ଦେଖିବାକୁ ନିଶା ବା ମାଦକ ଦ୍ରବ୍ୟ ପିଇବା ସହ ତୁଳନା କରିଛନ୍ତି। ଜଷ୍ଟିସ ଏନ ଆନନ୍ଦ...

‘ଗ୍ଲୋବାଲ ରିସ୍କ ରିପୋର୍ଟ -୨୦୨୪‘ରେ ପ୍ରଥମ ସ୍ଥାନରେ ‘ହ୍ବାଟସଆପ୍‌ ୟୁନିଭରସିଟିର ଜ୍ଞାନ’, ବିଶ୍ୱ ପାଇଁ ଆଣୁଛି ବଡ ବିପଦ

ନୂଆଦିଲ୍ଲୀ,୧୨।୧: ଯଦି ଆପଣ ଅସ୍ତ୍ରଶସ୍ତ୍ର, ଯୁଦ୍ଧ ଏବଂ ବୋମା କିମ୍ବା ପ୍ରଦୂଷଣକୁ ଦୁନିଆ ପାଇଁ ବିପଜ୍ଜନକ ବୋଲି ଭାବୁଛନ୍ତି କି? ଯଦି ଏପରି ଭାବୁଛନ୍ତି, ଏହା ସମ୍ପୂର୍ଣ୍ଣ ରୂପେ ଭୂଲ ଅଟେ। ଆଗାମୀ ୨ ବର୍ଷ ବିଶ୍ୱ ପାଇଁ ସବୁଠାରୁ...

ଗୋଟିଏ ଫଟୋ ଉଠାଇବାକୁ ନେଇଥିଲେ ୭ବର୍ଷ ସମୟ, ଏପରି ଉଠାଇଲେ ଫଟୋ ନାସା କଲା ସାମ୍ମାନିତ

ଟ୍ୟୁରିନ,୧୨।୧: ଫଟୋକୁ ସଠିକ୍‌ ଆଙ୍ଗେଲ ଏବଂ କ୍ୟାପଚର କ୍ଲିଅର ନେବା ଲାଗି ଫଟୋଗ୍ରାଫରଙ୍କୁ ବିଭିନ୍ନ ଟେକ୍‌ନିକ୍‌ ଲଗାଇ ଫଟୋ ଉଠାଇବାକୁ ପଡିଥାଏ। ଏଥିପାଇଁ ସେମାନଙ୍କୁ ଗୋଟିଏ ଶଟ୍‌ ପାଇଁ ୧୫-୨୦ ମିନିଟ୍‌ ଅପେକ୍ଷା କରିବାକୁ ମଧ୍ୟ ପଡିଥାଏ। କିନ୍ତୁ ନିକଟରେ...

ବିଦେଶୀ ନାଗରିକ ଭାରତରେ ରହିବା, ବସତି ସ୍ଥାପନ କରିବାର କୌଣସି ଅଧିକାର ଦାବି କରିପାରିବେ ନାହିଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୨।୧: କୌଣସି ବିଦେଶୀ ନାଗରିକଙ୍କୁ ଭାରତରେ ରହିବାର ଏବଂ ବସତି ସ୍ଥାପନ କରିବାର କୌଣସି ଅଧିକାର ନାହିଁ। ଏକ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ଏପରି ରାୟ ପ୍ରଦାନ କରିଛନ୍ତି। କୋର୍ଟ ଭାରତୀୟ ସମ୍ବିଧାନର ଧାରାକୁ ଭିତ୍ତି କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri