Tag Archives: Home Middle

ବିବାହ କଲେ ‘ମୋଷ୍ଟ ଏଲିଜିବୁଲ ବ୍ୟାଚଲର’, ସାଧାରଣ ପରିବାରରୁ ଆସିଥିବା ଯୁବତୀଙ୍କୁ ଦେଇ ବସିଲେ ମନ

ବ୍ରୁନେଇ,୧୨।୧: ଏସିଆର ‘ମୋଷ୍ଟ ଏଲିଜିବୁଲ ବ୍ୟାଚଲର’ ବା ସବୁଠାରୁ ଯୋଗ୍ୟ କୁଆଁରା ଜଣେ ସାଧାରଣ ମହିଳା ପାଖରେ ହୃଦୟ ହାରିଛନ୍ତି। ଏହି ଏଲିଜିବୁଲ ବ୍ୟାଚଲର ଆଉ ବ୍ୟାଚଲର ହୋଇ ରହି ନାହାନ୍ତି ସେ ଏବେ ବିବାହ କରି ମ୍ୟାରିଡ ଲିଷ୍ଟରେ...

ପଶ୍ଚିମବଙ୍ଗର ନାମ ପରିବର୍ତ୍ତନ କରିବାକୁ ପୁଣି ଦାବି କଲେ ମମତା ବାନାର୍ଜୀ, କହିଲେ କ’ଣ ରଖାଯିବ

କୋଲକତା,୧୨।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ରାଜ୍ୟର ନାମ ବଦଳାଇବା ପାଇଁ ଦାବି ଉଠାଇଛନ୍ତି। ଏ ନେଇ ସେ କେନ୍ଦ୍ର ସରକାରଙ୍କୁ ଏକ ଚିଠି ମଧ୍ୟ ଲେଖିଛନ୍ତି। ଚିଠିରେ ମମତା ରାଜ୍ୟର ନୂଆ ନାଁ ପଶ୍ଚିମ ବଙ୍ଗ(ଓ୍ବେଷ୍ଟ...

‘ଅଟଳ ସେତୁ’ର ଉଦଘାଟନ କଲେ ମୋଦି, ୧୫ ମିନିଟରେ ଶେଷ ହେବ ୨ ଘଣ୍ଟାର ଯାତ୍ରା

ମୁମ୍ବାଇ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନାସିକ ଏବଂ ମୁମ୍ବାଇ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ପ୍ରଥମେ ନାସିକର କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ଜାତୀୟ ଯୁବ ମହୋତ୍ସବର ଉଦଘାଟନ କରିଥିଲେ। ଏହାପୂର୍ବରୁ...

ଏହି କ୍ଲବରେ ଅନୁଷ୍ଠିତ ହେଲା ‘ନେକେଡ ପାର୍ଟି’, ଉଲଗ୍ନ ଭାବରେ ଯୋଗଦେଲେ ରାଜନେତା ଠାରୁ ସେଲିବ୍ରେଟି,ଆଉ ତା’ ପରେ…

ମସ୍କୋ,୧୨।୧: ଦେଶ ବା ବିଦେଶରେ ଥିବା କ୍ଲବରେ ବିଭିନ୍ନ ପ୍ରକାର ଥିମ୍‌ରେ ପାର୍ଟି ଆୟୋଜନ କରାଯାଇଥାଏ। ଆଉ ସେହି ଅନୁସାରେ ପାର୍ଟିରେ ଯୋଗ ଦେଉଥିବା ସଦସ୍ୟଙ୍କୁ ଡ୍ରେସକୋଡ ଓ କଷ୍ଟ୍ୟୁମ ପିନ୍ଧିବାକୁ ପଡିଥାଏ। କିନ୍ତୁ ଋଷିଆରେ ଏପରି ଏକ ପାର୍ଟି...

ଭଗବାନ ରାମ ଥିବା ସ୍ଥାନରେ ପୋଛା ଲଗାଇଲେ ମୋଦି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନାସିକର ପ୍ରଭୁ ରାମଙ୍କ ପ୍ରସିଦ୍ଧ କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ ଏବଂ ‘ଭଜନ-କୀର୍ତ୍ତନ’ରେ ଭାଗ ନେଇଥିଲେ। ଏହି ସମୟରେ ସେ କେବଳ ଝାଞ୍ଜ ମୃଦଙ୍ଗ ବଜାଇ ନାହାଁନ୍ତି, ପ୍ରଧାନମନ୍ତ୍ରୀ ମଧ୍ୟ କଲାରାମ ମନ୍ଦିରରେ...

ଡରାଇଲାଣି କରୋନାର ନୂଆ ଭାରିଏଣ୍ଟ ଜେଏନ.୧, ୧୦୦୦ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୨।୧: ସମଗ୍ର ଦେଶରେ କରୋନାଙ୍କର ବିପଦ ବଢିବାରେ ଲାଗିଛ। ନୂତନ ଭାରିଆଣ୍ଟ JN.1 ର ମାମଲା ବଢିଚାଲିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସମଗ୍ର ଦେଶରେ ୬୦୯ ନୂଆ କୋଭିଡ ରୋଗୀ ପଞ୍ଜିକୃତ ହୋଇଥିବାବେଳେ ସକ୍ରିୟ ସଂକ୍ରମଣ ସଂଖ୍ୟା...

ଦେଶର ଏହି ସ୍ଥାନରେ ଅଛି ଦ୍ୱିତୀୟ ଅଯୋଧ୍ୟା, ପୂଜା ପାଉଛନ୍ତି ଶ୍ରୀରାମଙ୍କ ବଂଶଧର

ବେଗୁସରାଇ,୧୨।୧: ୟୁପିର ଅଯୋଧ୍ୟାରେ ଜାନୁଆରୀ ୨୨ରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଏଥିପାଇଁ ଦେଶରୁ ଏବଂ ଦେଶ ବାହାରୁ ଅଯୋଧ୍ୟାରେ ଲକ୍ଷଲକ୍ଷ ଲୋକଙ୍କ ଜନସାମଗମ ଦେଖିବାକୁ ମିଳିବ। କିନ୍ତୁ ଦେଶରେ ଆଉ ଏକ ଅଯୋଧ୍ୟା ବିଷୟରେ ଜାଣିଛନ୍ତି କି?...

ସର୍ବକାଳୀନ ଉଚ୍ଚତମ ସ୍ତରରେ ସେନସେକ୍ସ, ନିଫ୍ଟି ୨୦୦ ପଏଣ୍ଟ ବଢ଼ିଲା

ମୁମ୍ବାଇ, ୧ ୨।୧: ଶୁକ୍ରବାର ଦିନ ଭାରତୀୟ ଶେୟାର ବଜାରରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ଉଭୟେ ସେନସେକ୍ସ ଏବଂ ନିଫ୍ଟି ନୂଆ ବର୍ଷରେ ନୂଆ ରେକର୍ଡ ସହିତ ସର୍ବକାଳୀନ ଉଚ୍ଚତା ଛୁଇଁଛନ୍ତି। ଶୁକ୍ରବାର ସେନସେକ୍ସ ୮୦୦ ପଏଣ୍ଟରୁ ଅଧିକ...

‘ଆକାଶ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ନେଇ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୨ା୧: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଓଡ଼ିଶାର ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର...

‘ଆକାଶ’ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର,୧୨ା୧(ମାନସ ବିଶ୍ୱାଳ): ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଥିବା ଜଣାପଡ଼ିଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର ଏକ...

ନାସିକର କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦି

ମୁମ୍ବାଇ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନାସିକ ଏବଂ ମୁମ୍ବାଇ ଗସ୍ତରେ ଅଛନ୍ତି। ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ନାସିକରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସେଠାରେ ଏକ ରୋଡ ଶୋ କରୁଛନ୍ତି ଏବଂ ତାଙ୍କ ସହ...

ପୁରୁଣା ପ୍ରକୃତି ଛାଡୁନାହିଁ ଚାଇନା, ତାଇଓ୍ବାନ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଦେଖାଦେଲା ସନ୍ଦିଗ୍ଧ ବେଲୁନ

ତାଇପେଇ ସିଟି,୧୨।୧: ଜାନୁଆରୀ ୧୩ରେ ତାଇୱାନରେ ରାଷ୍ଟ୍ରପତି ଓ ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଆମେରିକା ଏବଂ ଚାଇନା ସମେତ ସମଗ୍ର ବିଶ୍ୱର ଆଖି ଏହି ଛୋଟ ଦ୍ୱୀପ ଉପରେ ଥାଏ । ୧୨ ଜାନୁଆରୀରେ ତାଇୱାନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri