Tag Archives: Home Middle

ଏଫିଲ ଟାଓ୍ବାରଠାରୁ ୧୭ ଗୁଣା ଅଧିକ ଲୁହା, ଷ୍ଟାଚ୍ୟୁ ଅଫ ଲିବର୍ଟିଠାରୁ ୬ ଗୁଣା କଂକ୍ରିଟ, ଖୁବ ମଜଭୁତ ଅଟଳ ସେତୁ

ନୂଆଦିଲ୍ଲୀ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁମ୍ବାଇରେ ଦେଶର ଦୀର୍ଘତମ ସେତୁ ‘ଅଟଳ ସେତୁ’ର ଉଦଘାଟନ କରିବାକୁ ଯାଉଛନ୍ତି। ମୁମ୍ବାଇ ଟ୍ରାନ୍ସ-ହାରବର୍‌ ଲିଙ୍କ (ଏମଟିଏଚଏଲ) ର ନାମ ‘ଅଟଳ ବିହାରୀ ବାଜପେୟୀ ସେଭରି-ନାଭା ଶେଭା ଅଟଳ ସେତୁ’ ରଖାଯାଇଛି। ଡିସେମ୍ବର...

ଆଜିଠାରୁ ୧୧ ଦିନର ସ୍ବତନ୍ତ୍ର ରୀତିନୀତି ଆରମ୍ଭ କରିବେ ମୋଦି: ଅଡ଼ିଓ ବାର୍ତ୍ତାରେ କହିଲେ ଏମିତି କଥା

ନୂଆଦିଲ୍ଲୀ,୧୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବା ପୂର୍ବରୁ ଏକ ଅଡିଓ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମାତ୍ର ୧୧ ଦିନ ବାକି ଅଛି।...

ପୁଣି ଥରିଲା ଆଫଗାନିସ୍ତାନ

କାବୁଲ,୧୨ା୧: ଶୁକ୍ରବାର ଆଫଗାନିସ୍ତାନରେ ପୁଣି ଭୂକମ୍ପ ଅନୁଭୂତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦୁଇଥର ଭୂକମ୍ପ ଅନୁଭୂତ ହୋଇଛି। ସୂଚନାନୁଯାୟୀ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୪.୩ ରହିଥିଲା। ୧୭ କିଲୋମିଟର ଗଭୀରରେ ଏହି ଭୂକମ୍ପ ଘଟିଛି। ଗତକାଲି...

ତ୍ୱରିତ ଶୁଣାଣି ସମ୍ପର୍କରେ ଜଣାଅ: ହାଇକୋର୍ଟ, ଏମ୍‌ପି, ବିଧାୟକଙ୍କ ବିରୋଧରେ ଆପରାଧିକ ମାମଲା

କଟକ,୧୨।୧(କାର୍ତ୍ତିକ ସାହୁ): ରାଜ୍ୟରେ ଏମ୍‌ପି ଏବଂ ବିଧାୟକଙ୍କ ବିରୋଧରେ ଥିବା ଆପରାଧିକ ମାମଲାଗୁଡ଼ିକର ତ୍ୱରିତ ଶୁଣାଣି ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌...

ଅଯୋଧ୍ୟା ଯିବେନାହିଁ ୪ ଶଙ୍କରାଚାର୍ଯ୍ୟ

ନୂଆଦିଲ୍ଲୀ,୧୨।୧:ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବକୁ ୧୦ ଦିନ ବାକିଥିବାବେଳେ ଅନେକ ହିନ୍ଦୁ ସନ୍ଥ ଉକ୍ତ କାର୍ଯ୍ୟକ୍ରମକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ହିନ୍ଦୁଧର୍ମର ୪ ଧାମ ପୁରୀ ଗୋବର୍ଦ୍ଧନ ପୀଠ, ଜ୍ୟୋତିର୍ମଠ, ଦ୍ୱାରକା ଏବଂ ଶ୍ରୀଙ୍ଗେରୀର ଶଙ୍କରାଚାର୍ଯ୍ୟ ପ୍ରାଣପ୍ରତିଷ୍ଠା ଉତ୍ସବରେ...

ଓଡ଼ିଶା ୪ର୍ଥ ସ୍ବଚ୍ଛ ରାଜ୍ୟ

ଭୁବନେଶ୍ୱର, ୧୨।୧(ବନ୍ଦନା ସେଠୀ): ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ର ଫଳାଫଳ ଗୁରୁବାର ଘୋଷଣା କରାଯାଇଛି। ଚଳିତବର୍ଷ ପ୍ରଥମ ଥର ଲାଗି ୨ଟି ରାଜ୍ୟକୁ ପ୍ରଥମ ପୁରସ୍କାର ମିଳିଥିବାବେଳେ ଉଭୟ ୯୩୪୮.୩୯ ସ୍କୋର ପାଇଛନ୍ତି।...

ପ୍ରଥମ ଟି -୨୦ରେ ଆଫଗାନିସ୍ତାନକୁ ୬ ଉଇକେଟ୍‌ରେ ହରାଇଲା ଭାରତ

ମୋହାଲି,୧୧।୧: ମୋହାଲିରେ ଖେଳାଯାଉଥିବା ଆଫଗାନିସ୍ତାନ- ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୬ ଉଇକେଟ୍‌ରେ ବିଜୟୀ ହୋଇଛି। ଭାରତ ୧୫୯ ରନ୍‌ର ଲକ୍ଷକୁ ପିଛା କରି ୧୭.୩ ଓଭରରେ ଜିତିଛି। ଭାରତ ପାଇଁ ଶିବମ ଦୁବେ ୪୦...

ମୋହାଲିରେ ଆଫଗାନିସ୍ତାନ ଦେଖାଇଲା ଦମ୍‌, ଭାରତକୁ ଦେଲା ୧୫୯ ରନ୍‌ର ଲକ୍ଷ୍ୟ

ମୋହାଲି,୧୧।୧: ମୋହାଲିରେ ଆଫଗାନିସ୍ତାନ- ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୫୮ ରନ୍‌ କରିଛି। ତେବେ ଟିମ୍‌ ଇଣ୍ଡିଆ ଆଗରେ ୧୫୯ ରନ୍‌ର...

ଦକ୍ଷିଣ ପରେ ଏବେ ଉତ୍ତର ଭାରତ ମୁହାଁ କରୋନାର ନୂଆ ଭାରିଏଣ୍ଟ, ବିଶେଷଜ୍ଞ କହିଲେ ସମସ୍ତେ ହୋଇ ଯାଆନ୍ତୁ ସାବଧାନ

ନୂଆଦିଲ୍ଲୀ,୧୧।୧: ଏବେ ସାରା ବିଶ୍ୱରେ କରୋନା ସଂକମ୍ରମଣ ବଢିବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ର ରିପୋର୍ଟ ଅନୁଯାୟୀ, ଡିସେମ୍ବର ୨୦୨୩ରେ ଓମିକ୍ରନର ନୂତନ ସବ-ଭାରିଆଣ୍ଟ ଜେଏନ.୧ହେତୁ କରୋନା ସଂକ୍ରମଣ କେବଳ ବିଶ୍ୱରେ ବୃଦ୍ଧି ପାଇନାହିଁ, ବରଂ ୧୦ ହଜାରରୁ...

ଆଫଗାନିସ୍ତାନ-ଭାରତ ଟି -୨୦ ସିରିଜ: ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

ମୋହାଲି,୧୧।୧: ମୋହାଲିରେ ଆଫଗାନିସ୍ତାନ-ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟିମ ଇଣ୍ଡିଆ ଟସ୍‌ ଜିତି ଆଫଗାନିସ୍ତାନ ବିପକ୍ଷରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇ ଆଫଗାନିସ୍ତାନ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇବ। ପ୍ଲେ-୧୧ରେ ଉଇକେଟ୍‌...

ବାଲେଶ୍ୱର ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସିମୁଳିଆ,୧୧।୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।...

‘ଓ୍ବାନ୍‌ ନେଶନ୍‌,ଓ୍ବାନ୍‌ ଇଲେକ୍ସନ’ ଉପରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କଲେ ମମତା

କୋଲକତା,୧୧।୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ‘ଓ୍ବାନ୍‌ ନେଶନ୍‌,ଓ୍ବାନ୍‌ ଇଲେକ୍ସନ’ ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ‘ଓ୍ବାନ୍‌ ନେଶନ୍‌,ଓ୍ବାନ୍‌ ଇଲେକ୍ସନ’ ଠିକ ନୁହେଁ। ଏହା ଭାରତର ସାମ୍ବିଧାନିକ ମୌଳିକ ଢାଞ୍ଚା ବିରୋଧରେ ହେବ ବୋଲି ମମତା କହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri