Tag Archives: Home Middle

ପୁଣି ଥରିଲା ରାଜଧାନୀ

ନୂଆଦିଲ୍ଲୀ,୧୧ା୧: ଗୁରୁବାର ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଛି। ଦିଲ୍ଲୀ ଏନ୍‌ସିଆର୍‌ରେ ଏହି ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ହିନ୍ଦୁକୁଶ ଅଞ୍ଚଳରେ ଏହାର ତୀବ୍ରତା ୬.୧ ରହିଥିଲା। ଜମ୍ମୁ-କଶ୍ମୀରର ପୁଞ୍ଚ ଅଞ୍ଚଳରେ ବି ଭୂକମ୍ପ ଅନୁଭୂତ ହୋଇଛି। ପାକ୍‌-ଆଫଗାନିସ୍ତାନ ସୀମା...

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି। ଏହାର ଟ୍ୟାଗ୍‌ଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି।...

କାଳ ସାଜିଲା ‘ଚିକେନ ଟିକ୍କା ମସଲା ପ୍ୟାଜ ପିଜ୍ଜା’, ମିଶିଥିଲା ଏପରି ଇନଗ୍ରୀଡିଏନ୍ସ ଚାଲିଗଲା ଜୀବନ

ଇଂଲଣ୍ଡ,୧୧।୧: ସମସ୍ତେ ପ୍ରୋସେସିଙ୍ଗ ବା ଫାଷ୍ଟ ଫୁଡ୍‌ ଖାଇବାକୁ ପସନ୍ଦ କରନ୍ତି। ତା’ଭିତରୁ ବହୁଜଣ ପିଜ୍ଜା ଖାଇବାକୁ ବହୁତ ପସନ୍ଦ କରନ୍ତି। ବିଭିନ୍ନ ଫ୍ଲେଭରର ମିଳୁଥିବା ପିଜ୍ଜା ଏବେ ମାର୍କେଟରେ ଇନଷ୍ଟାଣ୍ଟ ପ୍ରସ୍ତୁତ ହୋଇ ବିକ୍ରି ହେଉଛି। ନିକଟରେ ଜଣେ...

ପାପୁଆ ନ୍ୟୁ ଗିନି ହିଂସାରେ ୧୫ ମୃତ

ପୋର୍ଟ ମୋରେସ୍‌ବି,୧୧ା୧: ପାପୁଆ ନ୍ୟୁ ଗିନି ହିଂସାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅଷ୍ଟ୍ରେଲୀୟ ରାଜ୍ୟ ପ୍ରସାରଣକାରୀ ଏବିସି ଗୁରୁବାର ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି। ଦକ୍ଷିଣ ପ୍ରଶାନ୍ତ ଦେଶର ପ୍ରଧାନମନ୍ତ୍ରୀ ଗୋଟିଏ ଦିନ ବିରୋଧ ପରେ ଶାନ୍ତି...

ସେନାରୁ ବାହାର ହେବେ ୧ ଲକ୍ଷ କର୍ମଚାରୀ: ସେନାଧ୍ୟକ୍ଷ ଦେଲେ ସୂଚନା…

ନୂଆଦିଲ୍ଲୀ,୧୧।୧ : ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଗୁରୁବାର ଦିନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ୨୦୨୭ ସୁଦ୍ଧା ସେନାରେ ଅପ୍ଟିମାଇଜେଶନ ପ୍ରକ୍ରିୟା ଶେଷ ହେବ। ଯାହା ପରେ ସେନାରେ ପ୍ରାୟ ଏକ ଲକ୍ଷ କର୍ମଚାରର...

୩୧ ଜାନୁଆରୀରୁ ବଜେଟ ଅଧିବେଶନ, ଫେବୃଆରୀ ୧ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ…

ନୂଆଦିଲ୍ଲୀ,୧୧।୧ : ୨୦୨୪ ବର୍ଷ ପାଇଁ ସଂସଦର ବଜେଟ ଅଧିବେଶନ ଚଳିତ ମାସ ୩୧ରୁ ଆରମ୍ଭ ହେବ। ବଜେଟ ଅଧିବେଶନ ୧୦ ଦିନର ହେବ । ଏହା ୯ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବଜେଟ...

ଏକ ଇଣ୍ଡିଆରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ନେଇ ଅନେକ ମତ…

ନୂଆଦିଲ୍ଲୀ,୧୧।୧ : ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଦେଶର ରାଜନୀତିର ମୂଳ ସ୍ଥାନ ପାଲଟିଛି। ଦେଶର ସବୁଠୁ ବଡ ଭାବପ୍ରବଣ କାର୍ଯ୍ୟକ୍ରମରେ ବିରୋଧୀ ଦଳର ନୀରବତା ମଧ୍ୟ ଶୀର୍ଷରେ ରହିଛି। ରାମ ମନ୍ଦିର ଉଦଘାଟନୀ...

ନେପାଳରୁ ଅଯୋଧ୍ୟା ଆସିବେ ୨୧୦୦୦ ପୂଜାରୀ, ଜାଣନ୍ତୁ କାରଣ…

କାଠମାଣ୍ଡୁ/ଅଯୋଧ୍ୟା,୧୧ା୧: ନେପାଳରୁ ୨୧୦୦୦ ପୁରୋହିତ ଭଗବାନ ଶ୍ରୀ ରାମ ସହର ଅଯୋଧ୍ୟାକୁ ଆସିବାକୁ ଯାଉଛନ୍ତି। ରାମ ମନ୍ଦିରର ସମର୍ପଣ ସମାରୋହ ପୂର୍ବରୁ ଜାନୁଆରୀ ୧୪ରୁ ୨୫ ପର୍ଯ୍ୟନ୍ତ ଅଯୋଧ୍ୟାରେ ସରଜୁ ନଦୀକୂଳରେ ୧୦୦୮ ନର୍ମଦେଶ୍ୱର ଶିବଲିଙ୍ଗ ସ୍ଥାପନ ପାଇଁ ଏକ...

ରାମ ମନ୍ଦିର ଉଦ୍‌ଘାଟନୀ ଉତ୍ସବରେ ଦେଢ ଲକ୍ଷ ଭକ୍ତଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରିବେ ଏହି ବ୍ୟକ୍ତି, କରିଛନ୍ତି ୧୨ ବିଶ୍ୱ ରେକର୍ଡ

ଅଯୋଧ୍ୟା,୧୧।୧: ଅଯୋଧ୍ୟାରେ ରାମ ମନ୍ଦିରର ଭବ୍ୟ ଅଯୋଜନ ହେବାକୁ ଯାଉଛି। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ରାମ ମନ୍ଦିରର ଉଦ୍‌ଘାଟନୀ ଓ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ପ୍ରାୟ ଦେଢ ଲକ୍ଷ ଭକ୍ତ ପ୍ରସାଦ ଗ୍ରହଣ କରିବେ। ଏଥିପାଇଁ...

ସୁରକ୍ଷା ପରିଷଦରେ ପାରିତ ହୋଇଥିବା ପ୍ରସ୍ତାବ ଏକ ରାଜନୈତିକ ଷଡ଼ଯନ୍ତ୍ର: ପ୍ରତ୍ୟାଖ୍ୟାନ କଲେ ବିଦ୍ରୋହୀ…

ଜେନେଭା,୧୧।୧ : ମିଳିତ ଜାତିସଂଘ ସୁରକ୍ଷା ପରିଷଦ ଏକ ପ୍ରସ୍ତାବ ପାରିତ କରି ଲୋହିତ ସାଗରରେ ବାଣିଜି୍ୟକ ଜାହାଜ ଉପରେ ହୋଉଥି ବିଦ୍ରୋହୀଙ୍କ ଆକ୍ରମଣକୁ ନିନ୍ଦା କରିଛି। ଏହି ପ୍ରସ୍ତାବରେ ୧୯ ନଭେମ୍ବର ୨୦୨୩ ପରଠାରୁ ଲୋହିତ ସାଗରରେ ଜାହାଜ...

ବିମାନ ବନ୍ଦରରେ ପହଞ୍ଚିଲେ ଭଗବାନ ରାମଙ୍କ ସହିତ ମାତା ସୀତା ଆଉ ଲକ୍ଷ୍ମଣ, ଭିଡିଓ ଭାଇରାଲ…

ଅହମଦାବାଦ,୧୧।୧ : ୨୨ ଜାନୁଆରୀରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ସମାରୋହକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ସର୍ବୋଚ୍ଚ ସ୍ତରରେ ରହିଛି। ରାମ ମନ୍ଦିରର ଉତ୍ସବରେ ଯୋଗଦେବାକୁ ଅଯୋଧ୍ୟାକୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି।...

ଅଯୋଧ୍ୟାରେ ଆକାଶଛୁଆଁ ହୋଟେଲ ଭଡା, ଦିନକୁ ୧ଲକ୍ଷ ଟଙ୍କା

ଅଯୋଧ୍ୟା,୧୧।୧: ସଜେଇ ହେଲାଣି ଅଯୋଧ୍ୟା। ଜାନୁଆରୀ ୨୨ରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସହ ରାମ ମନ୍ଦିରର ଭବ୍ୟ ଆୟୋଜନ ହେବ। ତେବେ ଏବେଠାରୁ ଅଯୋଧ୍ୟାରେ ଜନ ସମାଗମ ଆରମ୍ଭ ହେଲାଣି। ଅଯୋଧ୍ୟାରେ ପହଞ୍ଚିବା ପରେ ଯାତ୍ରୀ ହୋଟେଲ କି ଲଜ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri