Tag Archives: Home Middle

୩୧ବର୍ଷ ପୂର୍ବେ ନେଇଥିଲେ ସଂକଳ୍ପ, ରାମ ମନ୍ଦିର ପ୍ରତିଷ୍ଠା ନ ହେବା ଯାଏଁ କରିବେନି ବିବାହ

ନୂଆଦିଲ୍ଲୀ,୨୩।୧୨: ଜାନୁୟାରୀ ୨୨ରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଏନେଇ ଅଯୋଧ୍ୟାରେ ଭବ୍ୟ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି। ଏହି ଆୟୋଜନ ପାଇଁ ଦେଶର କ୍ଷମତାଶାଳୀ ଲୋକ, ଶିଳ୍ପପତି, ବ୍ୟବସାୟୀ, ବିରୋଧୀ ଦଳର ବଡ ବଡ...

କରୋନାର ନୂଆ ଭାରିଆଣ୍ଟକୁ ନେଇ ଆଲର୍ଟରେ ପଞ୍ଜାବ ସରକାର, ଜାରି କଲେ କୋଭିଡ ଆଡଭାଇଜରୀ

ଚଣ୍ଡିଗଡ,୨୩।୧୨: ଦେଶରେ ବଢୁଥିବା କରୋନା ମାମଲାକୁ ନେଇ ପଞ୍ଜାବ ସରକାର ମଧ୍ୟ ସତର୍କ ରହିଛନ୍ତି। ପଞ୍ଜାବ ସରକାରଙ୍କ ପକ୍ଷରୁ କୋଭିଡ ଆଡଭାଇଜରୀ ଜାରି କରାଯାଇଛି । ଜାରି କରାଯାଇଥିବା ଆଡଭାଇଜରୀ ଅନୁଯାୟୀ, ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ...

ହିଜାବ ବ୍ୟାନ ନିର୍ଦ୍ଦେଶକୁ ହଟାଇଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୨।୧୨: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ଶୁକ୍ରବାର ଏକ ବଡ ଘୋଷଣା କରିଛନ୍ତି। ସେ କର୍ନାଟକରେ ହିଜାବ ବ୍ୟାନକୁ ହଟାଇ ଦେଇଛନ୍ତି। ଭାଜପା ସ୍କୁଲ ଓ କଲେଜରେ ବ୍ୟାନ କରିଥିବା ହିଜାବକୁ କଂଗ୍ରେସ ସରକାର ସିଦ୍ଧରମେୟା ହଟାଇ ଦେଇଛନ୍ତି। ସେ କହିଛନ୍ତି,‘ପସନ୍ଦରେ...

‘ମେ ତେନୁ ଫିର ମିଲାଙ୍ଗୀ’… ଆର ପାରିରେ ଅମ୍ରିତାଙ୍କ ଇମ୍ରୋଜ

ନୂଆଦିଲ୍ଲୀ,୨୨।୧୨: ଆଉ ନାହନ୍ତି ଅମ୍ରିତାଙ୍କ ଇମ୍ରୋଜ। ଶୁକ୍ରବାର ୯୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି ଇମ୍ରୋଜ ଓରଫ ଇନ୍ଦ୍ରଜିତ। ସେ ଜଣେ ଚିତ୍ରକାର ଥିଲେ। ହେଲେ ଅମ୍ରିତାଙ୍କ ପ୍ରେମ ତାଙ୍କୁ ସଜାଇଥିଲା କବି। ବଞ୍ଚିଥିବାବେଳେ ଅମ୍ରିତା-ଇମ୍ରୋଜଙ୍କ ପ୍ରେମ କେବେ ସଫଳ...

ପଦ୍ମଶ୍ରୀ ଫେରାଇଲେ ରେସଲର ବଜରଙ୍ଗ ପୁନିଆ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି କଲେ ଘୋଷଣା

ନୂଆଦିଲ୍ଲୀ,୨୨।୧୨: ବ୍ରିଜ ଭୂଷଣ ଶରଣ ସିଂହଙ୍କ ଘନିଷ୍ଠ ସଞ୍ଜୟ ସିଂହ ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ ବଡ ନିଷ୍ପତ୍ତି ନେଇଛନ୍ତି। ପୁନିଆ ଭାରତ ସରକାରଙ୍କ ଠାରୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାରକୁ...

ମହିଳାଙ୍କ ଲୁହର ବାସ୍ନାରେ କମିଯାଏ ପୁରୁଷଙ୍କ ରାଗ! ଗବେଷଣାରୁ ହେଲା ସ୍ପଷ୍ଟ

ଜେରୁଜେଲମ,୨୨।୧୨: ଅନେକେ ବିଶ୍ୱାସ କରନ୍ତି ଯେ, ମହିଳାମାନେ ଛୋଟ ଛୋଟ ଝଗଡାରେ ଲୁହକୁ ହତିଆର ଭାବେ ବ୍ୟବହାର କରନ୍ତି। ଦମ୍ପତି କିମ୍ବା କୌଣସି କପୁଲଙ୍କ ମଧ୍ୟରେ ଝଗଡା ହେଲେ ମହିଳାମାନେ ସାଙ୍ଗେ ସାଙ୍ଗେ କାନ୍ଦି ଉଠନ୍ତି। କାନ୍ଦିବା ଦ୍ୱାରା ପୁରୁଷଙ୍କ...

ପାକିସ୍ତାନ ନିର୍ବାଚନ ରାଲିରେ ରାଜେଶ ଖାନ୍ନାଙ୍କ ଡାଇଲଗ

ଇସଲାମବାଦ,୨୨।୧୨: ସରଗରମ ହେଲାଣି ପାକିସ୍ତାନ ରାଜନୀତି। ୨୪ରେ ହେବାକୁ ଯାଉଛି ନିର୍ବାଚନ। ଏହି ସମୟରେ ଦେଶର ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି। ଏହାରି ଭିତରେ ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ନେତା ଇମ୍ରାନ ଖାନ୍‌ ଜେଲରେ ଥାଇ...

ଗୋପନୀୟ ତଥ୍ୟ ଲିକ୍‌ ମାମଲା: ଇମ୍ରାନ୍‌ଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ଇସଲାମାବାଦ, ୨୨।୧୨: ଗୋପନୀୟ ତଥ୍ୟ ଲିକ୍‌ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ପାକିସ୍ତାନର ସୁପ୍ରିମକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ସୁପ୍ରିମକୋର୍ଟ ଇମ୍ରାନ ଖାନ ଏବଂ ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମୂଦ କୁରୈଶୀଙ୍କୁ ଜାମିନ ପ୍ରଦାନ...

ବ୍ୟକ୍ତିଗତ କାରଣରୁ ଦକ୍ଷିଣ ଆଫ୍ରିକାରୁ ଘରକୁ ଫେରିଲେ କୋହଲି; ଟେଷ୍ଟ ସିରିଜରୁ ବାଦ୍ ପଡିଲେ ଗାଏକ୍ୱାଡ

ନୂଆଦିଲ୍ଲୀ,୨୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ଟେଷ୍ଟ ପୂର୍ବରୁ ବ୍ୟକ୍ତିଗତ କାରଣରୁ ଘରକୁ ଫେରିଛନ୍ତି ଷ୍ଟାର ବ୍ୟାଟର ବିରାଟ କୋହଲି। ସେହିପରି ଅନ୍ୟତମ ଓପନର ବ୍ୟାଟର ଋତୁରାଜ ଗାଏକ୍ୱାଡ ସମ୍ପୂର୍ଣ୍ଣ ସିରିଜରୁ ବାଦ୍ ପଡିଛନ୍ତି। ଫଳରେ ପ୍ରିଟୋରିଆରେ ଚାଲିଥିବା ତିନି...

“ଭାରତୀୟ ସମାଜରେ ନାହିଁ କୌଣସି ଧାର୍ମିକ ଭେଦଭାବ…”: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଭାରତୀୟ ସମାଜରେ କୌଣସି ଧାର୍ମିକ ଭେଦଭାବ ନଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରିଟେନର ଏକ ଖବରକାଗଜକୁ ଦେଇଥିବା ଏକ ସାକ୍ଷାତକାରରେ ସେ ଏହି କଥା କହିଛନ୍ତି। ଏହା ସହିତ ଲଗାତାର ତୃତୀୟ ଥର ପାଇଁ ସରକାରକୁ ଫେରିବା...

କମୁନାହିଁ କରୋନା ସଂକ୍ରମଣ ସଂଖ୍ୟା: ୨୪ ଘଣ୍ଟାରେ ୬୪୦ ନୂଆ ମାମଲା ରେକର୍ଡ, କେରଳରେ ଆଉ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୧: କେରଳରେ କରୋନା ଭାଇରସର ନୂଆ ଭରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ମାମଲା ଆସିବା ପରେ କେରଳରେ ପରିସ୍ଥିତି ଗମ୍ଭୀର ହେବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ସକାଳେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା...

୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ୱର,୨୨ା୧୨: ପ୍ରବଳ ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଲୋକେ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରୁନାହାନ୍ତି। ତେବେ ଶୁକ୍ରବାର ରେକର୍ଡ ହୋଇଥିବା ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ୧୬ ସହର ରହିଛି। ପାହାଡିଆ ଅଞ୍ଚଳ ମଧ୍ୟରେ ଜି....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri