Tag Archives: Home Middle

ରେଳ ଲାଇନ ଉପରେ ରିଲ କରିବା ପଡିଲା ମହଙ୍ଗା, ଟ୍ରେନ ଧକ୍କାରେ ୩ ନାବାଳକଙ୍କ ମୃତ୍ୟୁ…

ମୁର୍ଶିଦାବାଦ,୨୧।୧୨: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ରେଳ ଲାଇନ ଉପରେ ରିଲ୍‌ କରିବା ପଡିଲା ମହଙ୍ଗା ପଡିଛି। ହଠାତ ଟ୍ରେନ ଆସିଯିବାରୁ ରିଲ ତିଆରି କରିଥିବା ୭ ଜଣ ନାବାଳକଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ନାବାଳକ ଆହତ...

ବିରକ୍ତ କଲେ ରାଗି ପକାଇ ଦେବି ଆଣବିକ ବୋମା: ଧମକ ଦେଲେ କିମ…

ପ୍ୟୋଙ୍ଗୟାଙ୍ଗ,୨୧।୧୨ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ କହିଛନ୍ତି ମତେ ବେଶି ବିରକ୍ତ କରନ୍ତି। ମୁଁ ରାଗିଗଲେ ଆଣବିକ ବୋମା ପକାଇ ଦେବି। କିମ୍‌ଙ୍କ ଏଭଳି ମନ୍ତବ୍ୟ ସମଗ୍ର ବିଶ୍ୱକୁ ଚକିତ କରିଛି। ଗୁରୁବାର ଏକ ଗଣମାଧ୍ୟମ...

ଟେଲିକମ୍‌ ବିଲ୍‌: ଗଣମାଧ୍ୟମର କଣ୍ଠରୋଧ, ପ୍ରିଭେସିରେ ହସ୍ତକ୍ଷେପ

ଭୁବନେଶ୍ୱର,୨୧ା୧୨ (ବ୍ୟୁରୋ)ଲୋକ ସଭାରେ ସୋମବାର ଆଗତ ମୋଦି ସରକାରଙ୍କ ୪୬ ପୃଷ୍ଠା ସମ୍ବଳିତ ଟେଲିକମ୍ୟୁନିକେଶନ୍ସ ବିଲ୍‌, ୨୦୨୩ ବୁଧବାର ଏକପ୍ରକାର ବିରୋଧୀ ବିହୀନ ଗୃହରେ ଧ୍ୱନିମତରେ ପାରିତ ହୋଇଛି। ଉକ୍ତ ବିଧେୟକକୁ ଟେଲି ଯୋଗାଯୋଗ ଶିଳ୍ପ ସ୍ବାଗତ କରିଥିବାବେଳେ ଆଇନଜୀବୀ,...

ବାରାଣସୀରୁ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଲଢ଼ି ପାରନ୍ତି ନୀତିଶ କୁମାର, ପ୍ରିୟଙ୍କା ଗାନ୍ଧୀ!

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀଙ୍କୁ ଉତ୍ତରପ୍ରଦେଶର ବାରାଣସୀରୁ କେଉଁ ବଡ଼ ନେତା ଚ୍ୟାଲେଞ୍ଜ କରିବେ ସେ ଚିନ୍ତା କରୁଛି ବିରୋଧୀଙ୍କ ଇଣ୍ଡିଆ ବ୍ଲକ୍। ୧୯୯୧ ପରଠାରୁ ୨୦୦୪ ବ୍ୟତୀତ ବାରାଣସୀରେ ଭାଜପା ଭାଜପା ଜିତି ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ଏବଂ...

‘ଆମେରିକାର ଚେତାବନୀ ପରେ ବଦଳିଲା ସ୍ୱର’, ପୁଣି ଭାରତକୁ ଟାର୍ଗେଟ କଲେ କାନାଡ଼ା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୦।୧୨: ଖଲିସ୍ଥାନୀ ଆତଙ୍କବାଦୀ ଗୁରୁପନ୍ତ ସିଂହ ପାନୁ ହତ୍ୟା ମାମଲାରେ ପୁଣି ଭାରତକୁ ଟାର୍ଗେଟ କରିଛନ୍ତି କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ବୁଧବାର ସେ କହିଛନ୍ତି ଯେ, ‘ଏହି ମାମଲାରେ ସମ୍ପୃକ୍ତି ନେଇ ଆମେରିକା ଚେତାବନୀ ଦେବା ପରେ...

ଆଶୁତୋଷ ପରିଡ଼ାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୦ା୧୨(ଶର୍ମିଷ୍ଠା ପାଣିଗ୍ରାହୀ): କେନ୍ଦ୍ର ସାହିତ୍ୟ ଏକାଡେମୀ ୨୦୨୩ ପୁରସ୍କାର ପାଇବେ ବିଶିଷ୍ଟ କବି ଆଶୁତୋଷ ପରିଡ଼ା। ସ୍ବରଚିତ କବିତା ସଙ୍କଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ସେ ଏହି ପୁରସ୍କାର ପାଇବେ। ବୁଧବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏ ନେଇ...

ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଇମ୍ରାନଙ୍କ ଦଳ

ଇସଲାମାବାଦ,୨୦ା୧୨: ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଅତି କମ୍‌ରେ ତିନୋଟି ନିର୍ବାଚନମଣ୍ଡଳୀରୁ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ତାଙ୍କ ଦଳ ଘୋଷଣା କରିଛି। ୭୧ ବର୍ଷୀୟ ପୂର୍ବତନ କ୍ରିକେଟର ରାଜନେତା ଏହି ବର୍ଷ ଅଗଷ୍ଟ...

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ପାଇଲଟ-ଫଟୋଗ୍ରାଫର ମୃତ

ଓ୍ବାଶିଂଟନ,୨୦ା୧୨: ଆମେରିକାର ନ୍ୟୁ ଜର୍ସିରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଥିବା ପାଇଲଟ ଏବଂ ଫଟୋଗ୍ରାଫରଙ୍କର ମୃତ୍ୟୁ ଘଟିଛି। ଏକ ରିପୋର୍ଟରୁ ପ୍ରକାଶ ଯେ, ଟେଲିଭିଜନ ଆଉଟ୍‌ଲେଟ୍‌ର ଜଣେ ପାଇଲଟ ଏବଂ ଫଟୋଗ୍ରାଫର ଏହି ହେଲିକପ୍ଟରରେ ଥିଲେ। ଏହି...

ଲୋକସଭାରେ ପାସ୍ ହେଲା ତିନି ଆପରାଧିକ ଆଇନ ସଂଶୋଧନ ବିଲ୍

ନୂଆଦିଲ୍ଲୀ,୧୯।୧୨: ଆପରାଧିକ ଆଇନ ସହ ଜଡିତ ତିନୋଟି ବିଲ୍ ଲୋକସଭାରେ ପାରିତ ହୋଇଛି। ଏହାପୂର୍ବରୁ ବୁଧବାର ଏହି ବିଲ୍ ଉପରେ ଆଲୋଚନା ପରେ ବାଚନିକା ଭୋଟରେ ଏଗୁଡିକ ପାରିତ ହୋଇଛି। ଆତଙ୍କବାଦ, ମହିଳାଙ୍କ ପ୍ରତି ଅପରାଧ, ଦେଶଦ୍ରୋହ ଏବଂ ଭିଡ଼...

ବାବ୍ରି ମସଜିଦ ତାଲା ଖୋଲିବା ନେଇ ରାଜୀବଙ୍କ ଉପରେ ଅସନ୍ତୁଷ୍ଟ ଥିଲେ ପ୍ରଣବ: ପ୍ରକାଶ କଲେ ଝିଅ ଶର୍ମିଷ୍ଠା…

ଲକ୍ଷ୍ନୌ,୨୦।୧୨ : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରକାଶ କରିଛନ୍ତି। ସେ କହିଛନ୍ତି ୧୯୮୬ ମସିହାରେ ତାଙ୍କ ପିତା ପ୍ରଣବ ମୁଖାର୍ଜୀ ତତ୍କାଳୀନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଅଯୋଧ୍ୟାରେ ବାବ୍ରି ମସଜିଦ ତାଲା...

ପୁଣି ୨ଏମପି ନିଲମ୍ବିତ

ନୂଆଦିଲ୍ଲୀ,୨୦।୧୨: ସଂସଦ ତାତି ଥମି ନ ଥିବାବେଳେ ପୁଣି ୨ଏମପିଙ୍କୁ ନିଲମ୍ବିତ କରାଯାଇଛି। ବୁଧବାର, ଗୃହ ଅବମାନନା ମାମଲାରେ ବାଚସ୍ପତି ଦୁଇ ବିରୋଧୀ ଦଳ ନେତା ସି ଥମାସ ଏବଂ ଏ ଏମ ଆରିଫଙ୍କୁ ସଂସଦ ଅଧିବେଶନ ସରିବା ପର୍ଯ୍ୟନ୍ତ...

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ଘୋଷଣା: ମହମ୍ମଦ ଶାମିଙ୍କ ସମେତ ୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର, ୨ ଜଣଙ୍କୁ ଖେଳ ରତ୍ନ

ନୂଆଦିଲ୍ଲୀ,୨୦।୧୨: ଚଳିତ ବର୍ଷ କ୍ରୀଡ଼ା ପୁରସ୍କାର ପାଇଁ ଆଥଲେଟ୍ମାନଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ବ୍ୟାଡମିଣ୍ଟନ ଷ୍ଟାର ଯୋଡି ଚିରାଗ ଶେଟ୍ଟୀ ଏବଂ ସତଭିକ୍ ସାଇରାଜ ରାଙ୍କିରେଡିଙ୍କୁ ସବୁଠାରୁ ବଡ ସମ୍ମାନ ଖେଳ ରତ୍ନ ପୁରସ୍କାର ପ୍ରଦାନ କରାଯିବ। ଷ୍ଟାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri