Tag Archives: Home Middle

କେନ୍ଦ୍ର ମନ୍ତ୍ରୀଙ୍କ ପୁତୁରା କହି ଠକୁଥିଲେ ଯୁବକ: ଚାକିରୀ କରାଇଦେବା ନାଁରେ ନେଉଥିଲେ ଟଙ୍କା

ଭୁବନେଶ୍ୱର,୫ା୯(ସୂର୍ଯ୍ୟକାନ୍ତ ବେହେରା): ନେତା ଓ ମନ୍ତ୍ରୀଙ୍କ ସହ ପରିଚିତ ଥିବା କହି ଏକାଧିକ ଲୋକଙ୍କୁ ଠକିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଠକାମିର ଶିକାର ହୋଇଥିବା ବ୍ୟକ୍ତି ମୋବାଇଲ ଖୋଜି ଖୋଜି ମାଷ୍ଟରକ୍ୟାଣ୍ଟିନ ସ୍ଥିତ ଏକ ହୋଟେଲରୁ ଉକ୍ତ ଯୁବକଙ୍କୁ...

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।...

ଆଧାର କାର୍ଡକୁ ନେଇ ଆସିଲା ବଡ଼ ଖବର: ୧୦ ବର୍ଷ ଭିତରେ ଅପ୍‌ଡେଟ୍‌ କରି ନ ଥିଲେ…

ଭୁବନେଶ୍ୱର,୫ା୯: ଆଧାର କାର୍ଡ ସବୁଥିରେ ଆବଶ୍ୟକ ପଡୁଥିବାରୁ ଏହାର ଅପ୍‌ଡେଟ୍‌ ଜରୁରୀ। ୧୦ ବର୍ଷ କିମ୍ବା ଏହା ପୂର୍ବରୁ ଆଧାର କାର୍ଡ ଯଦି ଆଧାର ଅପଡେଟ୍‌ କରିନାହାନ୍ତି ତେବେ ଏହାକୁ ତୁରନ୍ତ ଅପ୍‌ଡେଟ୍‌ କରିନିଅନ୍ତୁ। କାରଣ ଏଥିପାଇଁ ପରଚୟ ପ୍ରମାଣ...

ମଙ୍ଗୋଲିଆକୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ରୁଷିଆର ଘୋଷଣା, ଚାଇନା ରାଗି ନିଆଁବାଣ, କାରଣ…

ମସ୍କୋ,୫ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଙ୍ଗୋଲିଆ ଗସ୍ତରେ ଯାଇଥିବାରୁ ଅନେକ ଚର୍ଚ୍ଚା ହେଉଛି। କାରଣ ପୁଟିନଙ୍କୁ ଗିରଫ କରିବା ପାଇଁ ଅନ୍ତର୍ଜାତୀୟ କ୍ରାଇମ କୋର୍ଟ (ଆଇସିସି) ମଙ୍ଗୋଲିଆ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ, କିନ୍ତୁ ସେଠାରେ ତାଙ୍କୁ ଗାର୍ଡ ଅଫ୍‌...

ଉଠିଲା ପଡ଼ିଲା ବିଧାନସଭା, ରେଭେନ୍ସାକୁ ନେଇ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ବ୍ୟୋମକେଶ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ...

ମନ୍ତ୍ରୀଙ୍କ ବଡ଼ ସୂଚନା: ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର, ଜାଣନ୍ତୁ କେଉଁ ଶ୍ରେଣୀର ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୫।୯: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା, ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ସରକାର…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ  ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ...

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଆଗରେ, ଏହି ଜିଲାରେ ଯାଇଛି ସର୍ବାଧିକ ଜୀବନ

ଭୁବନେଶ୍ୱର,୫ା୯: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ସେ କହିଛନ୍ତି, ଗତ ୫...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଟଳିପଡ଼ିଲେ ୬ ମାଓବାଦୀ

ହାଇଦ୍ରାବାଦ,୫ା୯: ତେଲେଙ୍ଗାନାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୬ ମାଓବାଦୀ ନିହତ ହୋଇଛନ୍ତି। କୋଥଗୁଡେମ ଜିଲା ନୀଳାଦ୍ରିପେଟ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଏନ୍‌କାଉଣ୍ଟର କରିଥିଲେ। ମାଓବାଦୀମାନେ ମଧ୍ୟ ପାଲଟା ଗୁଳିଚାଳନା କରିଥିଲେ। ଫଳରେ ୨ ସୁରକ୍ଷାକର୍ମୀ ଗୁରୁତର ହୋଇଛନ୍ତି। ମାଓବାଦୀ ଲୁଚି ରହିଥିବା ସନ୍ଦେହରେ...

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା, ଟିକେଟ ନ ପାଇ ଦଳ ଛାଡିଲେ ୨ ବଡ଼ ନେତା

ଚଣ୍ଡିଗଡ,୫।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପାର ତାଲିକା ପ୍ରକାଶ ପାଇବା ମାତ୍ରେ ନେତାଙ୍କ ବିଦ୍ରୋହୀ ମନୋଭାବ ସାମ୍ନାକୁ ଆସିବା ଆରମ୍ଭ କରିଛି। ଟିକେଟ ନ ପାଇ ରାଗିଯାଇ ରାତିଆ ବିଧାୟକ ଲକ୍ଷ୍ମଣ ନାପା ଦଳରୁ ଇସ୍ତଫା ଦେଇଛନ୍ତି। ଏଥି...

କୋଲକାତା ବଳାତ୍କାର ମାମଲା: ସିବିଆଇ ଆଗରେ ସବୁ ସତ ଓଗାଳିଲେ ସନ୍ଦୀପ ଘୋଷ, କଲେ ବଡ଼ ଖୁଲାସା

କୋଲକାତା,୫।୯: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସମଗ୍ର ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ସମୟରେ ପୂର୍ବତନ କଲେଜ ପ୍ରିନ୍ସପାଲ ସନ୍ଦୀପ ଘୋଷ ସିବିଆଇ...

ରାଜୀବଙ୍କ ତୁଳନାରେ ରାହୁଲ ବେଶୀ ବୁଦ୍ଧିଆ: ପିଟ୍ରୋଡା

ନୂଆଦିଲ୍ଲୀ,୪ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତୁଳନାରେ ବେଶୀ ବୁଦ୍ଧିମାନ। ଏପରି କି ରଣନୈତିକ ଦୃଷ୍ଟିରୁ ବି ସେ ତାଙ୍କ ବାପାଙ୍କଠାରୁ ଅଧିକ ସକ୍ଷମ ବୋଲି ବୁଧବାର ଗାନ୍ଧୀ ପରିବାରର ଘନିଷ୍ଠ ତଥା ଓଭରସିଜ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri