Tag Archives: Home Middle

କ୍ୟାରି ବ୍ୟାଗ ପାଇଁ ଟଙ୍କା ନେବା ପଡିଲା ମହଙ୍ଗା, କଞ୍ଜ୍ୟୁମର କୋର୍ଟ ଷ୍ଟୋର ଉପରେ ଲାଗୁ କଲେ ଜରିମାନା…

ନୂଆଦିଲ୍ଲୀ,୧୬।୧୨ : ଦିଲ୍ଲୀର ଜିଲା ଉପଭୋକ୍ତା ବିବାଦ ସମାଧାନ କମିଶନ (ଡିସିଡିଆରସି) ଏକ ଅଗ୍ରଣୀ ଫ୍ୟାଶନ ବ୍ରାଣ୍ଡ ଲାଇଫଷ୍ଟାଇଲ ଷ୍ଟୋରକୁ କାଗଜ ପରିବହନ ବ୍ୟାଗ ପାଇଁ ୭ ଟଙ୍କା ଚାର୍ଜ କରି ଥିବାରୁ ୩ ହଜାର ଟଙ୍କା ଜରିମାନା ଦେବାକୁ...

ତୃତୀୟ ବିଶ୍ୱଯୁଦ୍ଧ ଘନେଇଲା: ଗାଜା ଯୁଦ୍ଧର ନିଆଁ ବ୍ୟାପିଲା ଲେବାନନ ସୀମାରୁ ୟେମେନ, ଲୋହିତ ସାଗରରେ ସ୍ଥିତି ମୁହାଁମୁହିଁ…

ଜେରୁଜେଲମ,୧୬।୧୨ : ଇସ୍ରାଏଲର ଲଗାତାର ବୋମା ମାଡ ଯୋଗୁଁ ଗାଜାରେ ବହୁକୋଠା ଭାଙ୍ଗିଯାଇଛି। ଗାଜା ଏବେ ସମତଳ ଭୂମି ହୋଇପଡ଼ିଛି। ଭଙ୍ଗାକୋଠାର ଆବର୍ଜନା ଗଦା ହେବାରେ ଲାଗିଛି। ଗାଜାରେ ବର୍ତ୍ତମାନ କମ ଅଟ୍ଟାଳିକା ଏବଂ ଅଧିକ ଆବର୍ଜନା ଅଛି ।...

ପାର୍ଲାମେଣ୍ଟ ସୁରକ୍ଷାରେ ତ୍ରୁଟି କାହିଁକି ହେଲା? ରାହୁଲ ଗାନ୍ଧୀ କହିଲେ କାରଣ

ନୂଆଦିଲ୍ଲୀ,୧୬।୧୨: ପାର୍ଲାମେଣ୍ଟ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ ରହିଛି। ଏହି କ୍ରମରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରକାରଙ୍କ ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ଏପରିକି ମହଙ୍ଗା ମାଡ଼ ଏବଂ ବେରୋଜଗାରୀ ହିଁ ପାର୍ଲାମେଣ୍ଟ...

ଭାରତରେ ବାଲ୍ୟ ବିବାହରେ ବୃଦ୍ଧି, ୧୪ ରାଜ୍ୟରେ ସ୍ଥିତି ସଙ୍କଟ ଜନକ…

ନୂଆଦିଲ୍ଲୀ,୧୬।୧୨ : ନିକଟ ଅତୀତରେ, ବାଲ୍ୟ ବିବାହକୁ ବନ୍ଦ କରିବା କିମ୍ବା ବିଲୋପ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ କରାଯାଇଛି। ତଥାପି, ଏକ ଅଧ୍ୟୟନର ରିପୋର୍ଟ ଅନୁସାରେ ଏହି ପ୍ରୟାସ ପର୍ଯ୍ୟାପ୍ତ ନୁହେଁ ବୋଲି ଜଣାପଡିଛି । ରିପୋର୍ଟ...

ଶୀତ ରାତିରେ ଖୋଲା ଆକାଶ ତଳେ କେହି ଶୋଇବେ ନାହିଁ : ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ…

ଲକ୍ଷ୍ନୌ,୧୬।୧୨ : ଶୀତ ରାତିରେ ଖୋଲା ଆକାଶ ତଳେ କେହି ଯେପରି ଶୋଇବେ ନାହିଁ , ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାସ୍ତା କଡରେ ଖୋଲା ସ୍ଥାନରେ ଶୋଇଥିବା ବ୍ୟକ୍ତିଙ୍କୁ ରାତ୍ରି ଆଶ୍ରୟସ୍ଥଳକୁ...

ମୋ ଘରକୁ ରାତିରେ ଏକୁଟିଆ ଆସ, ମହିଳା ବିଚାରପତିଙ୍କୁ ଜିଲା ଜଜଙ୍କ ଯୌନ ନିର୍ଯାତନା, ଚନ୍ଦ୍ରଚୂଡଙ୍କୁ ଲେଖିଲେ ଚିଠି…

ଲକ୍ଷ୍ନୌ,୧୬।୧୨ : ଉତ୍ତରପ୍ରଦେଶର ବାନ୍ଦା ଜିଲାରେ ପୋଷ୍ଟ ହୋଇଥିବା ଜଣେ ମହିଳା ବିଚାରପତି ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କୁ ଚିଠି ଲେଖି ଜଣେ ଜିଲା ଜଜଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ କରିଛନ୍ତି। ମହିଳା ବିଚାରପତି ମଧ୍ୟ...

ମାଲବାହୀ ଜାହାଜ ଅପହରଣ ଉଦ୍ୟମକୁ ପଣ୍ଡ କଲା ଭାରତୀୟ ନୌସେନା…

ନୂଆଦିଲ୍ଲୀ,୧୬।୧୨: ଭାରତୀୟ ନୌସେନା ମାଲ୍ଟା ଫ୍ଲାଗ ଲାଗିଥିବା ଏକ ମାଲ ପରିବହନ ଜାହାଜକୁ ଆରବ ସାଗରରେ ଅପହରଣରୁ ରକ୍ଷା କରିଛି। ସୂଚନା ପାଇବା ପରେ ନୌସେନା ତୁରନ୍ତ ପଦକ୍ଷେପ ନେଇ ଏହାର ଗୋଟିଏ ସର୍ଭେଲାନ୍ସ ବିମାନ ଏବଂ ଯୁଦ୍ଧ ଜାହାଜ...

ଲଞ୍ଚପ୍ୟାଡରେ ୨୫୦ରୁ ୩୦୦ ଆତଙ୍କବାଦୀ, ଭାରତରେ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର…

ଶ୍ରୀନଗର,୧୬।୧୨: ପାକିସ୍ତାନ ଭାରତ ବିରୋଧରେ ଏହାର ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନା ଧରୁନି। ପୁଣି ଥରେ ସୀମାରୁ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଏଥିରେ ପାକିସ୍ତାନର ହାତ ରହିଛି। ଗୁପ୍ତଚର ଏଜେନ୍ସିରୁ ସୂଚନା ପାଇବା ପରେ...

ଗାଈର ଗୋବରରେ ମହାକାଶ ଯିବ ରକେଟ, ପ୍ରଥମ ଥର ରକେଟ ଇଞ୍ଜିନରେ ଏଲବିଏମର ସଫଳ ପ୍ରୟୋଗ

ଟୋକିଓ,୧୬।୧୨: ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ସାରା ବିଶ୍ୱରେ ଆଲୋଚନା ଜାରି ରହିଛି। ଏଥିପାଇଁ ଗ୍ଲୋବାଲ ଓ୍ବାର୍ମିଂକୁ କମ୍‌ କରିବାକୁ ହେଲେ କାର୍ବନ ଉତ୍ସର୍ଜନର ପରିମାଣ କମେଇବାକୁ ପଡିବ ବୋଲି ନିଷ୍ପତ୍ତି ନିଆଯାଇଛି। ନିକଟରେ ପ୍ରକାଶିତ ରିପୋର୍ଟ ଅନୁସାରେ,...

‘ତୁମ ଗୟେ ତୋ ରୁଠ୍‌ ଗୟେ ଦିନ ବାହାର କେ’, ଜଷ୍ଟିସ କୌଲଙ୍କ ଫେରଓ୍ବେଲରେ ଫେଜ ଅହମ୍ମଦଙ୍କ ଶାୟରୀ କହିଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧୬।୧୨:ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସଞ୍ଜୟ କିଶାନ କୌଲ ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି। ସର୍ବୋଚ୍ଚ ନ୍ୟାୟଳରେ ତାଙ୍କର ୬ବର୍ଷର କାର୍ଯ୍ୟକାଳ ଶେଷ ହୋଇଛି। ତେବେ ତାଙ୍କୁ ବିଦାୟକାଳୀନ ସମର୍ଦ୍ଧନା ଦେବା ପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଯେଉଁଥିରେ ଦେଶର...

ବିଳାସପୂର୍ଣ୍ଣ ଜୀବନ ବିତାଇବା ପାଇଁ କମ୍ପାନୀରୁ ୩୨କୋଟି ଟଙ୍କା ଠକିଲେ ଫେସବୁକର ବରିଷ୍ଠ ଅଧିକାରୀ

ଓ୍ବାଶିଂଟନ୍‌,୧୬।୧୨: ଫେସବୁକର ଜଣେ ଅଧିକାରୀ ନିଜ କମ୍ପାନୀରୁ କୋଟିଏ ଟଙ୍କାର ଠକେଇରେ ଅଭିଯୁକ୍ତ ହୋଇଛନ୍ତି। ଫେସବୁକର ବିବିଧତା, ସମାନତାର ପୂର୍ବତନ ଗ୍ଲୋବାଲ ହେଡ ବାରବରା ଫୁର୍ଲୋ ସ୍ମାଇଲ୍ସ ଅସାଧୁ ବ୍ୟବସାୟ, ନକଲି ଅଭିଯୋଗ ଓ ଲାଞ୍ଚ ମାଧ୍ୟମରେ କମ୍ପାନୀରୁ ୪ମିଲିୟନ(୩୨କୋଟି...

ଲିଫ୍ଟରେ ଫସି ଗଲେ ଲୋକେ, ରାସ୍ତାରେ ନାହିଁ ବିଜୁଳି, ଅନ୍ଧାରରେ ବୁଡିଗଲା ଆମେରିକାର ଆର୍ଥିକ ରାଜଧାନୀ

ଓ୍ବାଶିଂଟନ,୧୬।୧୨: ଆମେରିକାର ନ୍ୟୁୟର୍କ ସିଟି ଗୁରୁବାର ରାତିରେ ଅନ୍ଧକାରରେବୁଡି ଯାଇଥିଲା। କଥାହେଲା, ନ୍ୟୁୟର୍କର ବ୍ରୁକଲିନ ସ୍ଥିତ କୋନ ଏଡିସନ ପାୱାର ପ୍ଲାଣ୍ଟରେ ଏକ ତ୍ରୁଟି ଯୋଗୁଁ ସହରର ବିଦ୍ୟୁତ ଯୋଗାଣ ବନ୍ଦ ହୋଇଯାଇଥିଲା। ଏହି ଆକସ୍ମିକ ତ୍ରୁଟି ହେତୁ ବହୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri