Tag Archives: Home Middle

ମହିଳାଙ୍କୁ ନିବସ୍ତ୍ର ପରେଡ ମାମଲା: କଠୋର ହେଲେ କୋର୍ଟ, କହିଲେ ଏବେ ଭଗବାନ କୃଷ୍ଣ ବଞ୍ଚେଇବାକୁ ଆସିବେ ନାହିଁ

ବେଙ୍ଗାଲୁରୁ,୧୫।୧୨: ମହିଳାଙ୍କୁ ନିବସ୍ତ୍ର ପରେଡ କରାଇବା ଘଟଣାର କଡା ନିନ୍ଦା କରିଛନ୍ତି କର୍ନାଟକ ହାଇକୋର୍ଟ। ଏହି ମାମଲାରେ କଡା ଆଭିମୁଖ୍ୟ ଗ୍ରହଣ କରି କୋର୍ଟ କହିଛନ୍ତି, ଏହା ସାଧାରଣ ଘଟଣା ନୁହେଁ, ତେଣୁ ଏଥିରେ ଅସାଧାରଣ କାର୍ଯ୍ୟାନୁଷ୍ଠାନ ନିଆଯିବା ଆବଶ୍ୟକ।...

ଡିପଫେକ୍‌ର ଶିକାର ହେଲେ ପୁଟିନ, ଭାଇରାଲ ହେଉଛି ଭିଡିଓ

ମସ୍କୋ,୧୫।୧୨: କୃତିମ ବୁଦ୍ଧିମତା ବା ଏଆଇ ଏବେ ସୁବଠି ଚହଳ ପକେଇଛି। ଏଆଇ ଦ୍ୱାରା ଲୋକଙ୍କୁ ଚାକିରୀ ଚାଲିଯିବା ଭୟ ଘାରିଥିବାବେଳେ ନିକଟରେ ଏଆଇ ଦ୍ୱାରା ସୃଷ୍ଟି ହୋଇଥିବା ଡିପଫେକ୍‌ ସମସ୍ୟା ମଧ୍ୟ ସମସ୍ତଙ୍କର ମୁଣ୍ଡବିନ୍ଧାର କାରଣ ସାଜିଛି। ବଡ...

ବଡ଼ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟା ହେଲେ ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଅଧିନାୟକ

ନୂଆଦିଲ୍ଲୀ,୧୫।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪କୁ ନେଇ ମୁମ୍ବାଇ ଇଣ୍ଡିଆନ୍ସ ବଡ଼ ଘୋଷଣା କରିଛି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇର ନୂଆ ଅଧିନାୟକ ଭାବେ ଦାୟିତ୍ୱ ମିଳିଛି। ସେ ରୋହିତ ଶର୍ମାଙ୍କ ସ୍ଥାନ ନେବେ। ଆଇପିଏଲ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ...

ଶାରୀରିକ ସମ୍ପର୍କ ପାଇଁ ସବୁବେଳେ ରହିବାକୁ ହେବ ପ୍ରସ୍ତୁତ,କମ୍ପାନୀର ସିଇଓ ଦେଲେ ଏପରି କଣ୍ଟ୍ରାକ୍ଟ ପେପର

ସାନ ଫ୍ରାନସିସ୍କୋ,୧୫।୧୨: ଚାକିରିରେ ନିଯୁକ୍ତି ମିଳି ସାରିବା ପରେ କମ୍ପାନୀ ଦ୍ୱାରା ଏକ କଣ୍ଟ୍ରାକ୍ଟ ବା ଚୁକ୍ତିନାମା ସ୍ବାକ୍ଷର କରିବାକୁ ପଡିଥାଏ। ଯେଉଁଥିରେ କମ୍ପାନୀର କିଛି ଟର୍ମସ ଆଣ୍ଡ କଣ୍ଡିସନ(ନିୟମ କାନୁନ) ରହିଥାଏ। ନିକଟରେ ଏକ କମ୍ପାନୀର କଣ୍ଟ୍ରାକ୍ଟ ପେପର...

ନିର୍ବାଚନ ଲଢ଼ିବେନି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ: ଦେବୀ ମିଶ୍ର

ଭୁବନେଶ୍ୱର,୧୫।୧୨: ସବୁ ଚର୍ଚ୍ଚାର ଅନ୍ତ ଘଟାଇ ବଡ଼ ନିଷ୍ପତ୍ତି ନେଇଛନ୍ତି ନିକଟରେ ପ୍ରଶାସନିକ ସେବାରୁ ସ୍ବେଛାକୃତ ଅବସର ନେଇ ବିଜେଡିରେ ଯୋଗ ଦେଇଥିବା ଭି. କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ବିଜୁ ଜନତା ଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ବସିଥିବା...

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୧୨: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫...

ରାଜସ୍ଥାନ ପାଇଲା ନୂଆ ମୁଖ୍ୟମନ୍ତ୍ରୀ

ଜୟପୁର,୧୫।୧୨: ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା। ଶୁକ୍ରବାର ରାଜ୍ୟପାଳ କଲରାଜ ମିଶ୍ରା ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜୟପୁରର ଐତିହାସିକ ଆଲବର୍ଟ ହଲ୍‌ ବାହାରେ ଅନୁଷ୍ଠିତ ହୋଇଥିବା ଶପଥ ଗ୍ରହଣ...

ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର,୧୫ା୧୨: ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ।...

ଇରାନ ଯାତ୍ରା କଲେ ପଡ଼ିବନି ଭିଜା

ତେହରାନ/ନୂଆଦିଲ୍ଲୀ,୧୫ା୧୨: ଭାରତ ସମେତ ୩୩ଟି ଦେଶ ପାଇଁ ଭିଜା ଆବଶ୍ୟକତା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛି ଇରାନ। ଏହାର ଅର୍ଥ ହେଉଛି ଯେ, ଭାରତୀୟ ନାଗରିକମାନେ ଆଉ ଇରାନ ଯାତ୍ରା କରିବା ପାଇଁ ଭିଜା ଆବଶ୍ୟକ କରିବେ ନାହିଁ। ଇରାନର...

ଇଚ୍ଛାମୃତ୍ୟୁ ମାଗିଲେ ମହିଳା ଜଜ୍‌, ଉଦ୍‌ବେଗ ପ୍ରକାଶ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୫।୧୨: ଉତ୍ତରପ୍ରଦେଶର ଜଣେ ମହିଳା ବିଚାରପତିଙ୍କ ଇଚ୍ଛାମୃତ୍ୟୁ ଭାଇରାଲ ଚିଠି ଉପରେ ସିଜେଆଇ ଡି.ଓ୍ବାଇ ଚନ୍ଦ୍ରଚୂଡ ଆହ୍ଲାବାଦ ହାଇକୋର୍ଟରୁ ରିପୋର୍ଟ ଆଣିବାକୁ କହିଛନ୍ତି। ସୂଚନାନୁସାରେ, ବିଳମ୍ବିତ ରାତିରେ ସିଜେଆଇ ସୁପ୍ରିମକୋର୍ଟର ସେକ୍ରେଟେରୀ ଜେନେରାଲ ଅତୁଲ ଏମ କୁରହେକରଙ୍କୁ ଆହ୍ଲାବାଦ ହାଇକୋର୍ଟ...

ଶପଥ ଗ୍ରହଣ ପୂର୍ବରୁ ମାତାପିତାଙ୍କ ପାଦ ଧୋଇ ଆଶୀର୍ବାଦ ନେଲେ ଭଜନଲାଲ

ଜୟପୁର,୧୫।୧୨: ଭଜନଲାଲ ଶର୍ମା ଶୁକ୍ରବାର ସକାଳ ପ୍ରାୟ ୧୧ଟା ୩୦ ମିନିଟ ସମୟରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋନୀୟତାର ଶପଥ ଗ୍ରହଣ କରିବେ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଏବଂ ପ୍ରେମଚାନ୍ଦ ବୈରୱା ମଧ୍ୟ...

ଶେୟାର ବଜାରକୁ ପୁଣି ଫେରିଲା ଉତ୍ସାହ, ସର୍ବକାଳୀନ ସ୍ତରକୁ ଛୁଇଁଲା ସେନସେକ୍ସ-ନିଫ୍ଟି

ମୁମ୍ବାଇ, ୧୫।୧୨: ଶୁକ୍ରବାର ଶେୟାର ବଜାର କାରବାର ଆରମ୍ଭରୁ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ସେନସେକ୍ସ ଏବଂ ନିଫ୍ଟି ନୂଆ ଶିଖରରେ ପହଞ୍ଚିଛି। ଫେଡେରାଲ ରିଜର୍ଭ ପଲିସି ବୈଠକ ପରେ ୨୦୨୪ ମାର୍ଚ୍ଚ ମାସରେ ସୁଧହାର କମାଇବା ସମ୍ଭାବନା ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri