Tag Archives: Home Middle

ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ

କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ।...

ସୁପ୍ରିମକୋର୍ଟରେ ପହଞ୍ଚିଲେ ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ, କହିଲେ ହାଇକୋର୍ଟ ଦେଇଥିବା…

ନୂଆଦିଲ୍ଲୀ/କୋଲକାତା,୪ା୯: କୋଲକାତାର ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ବୁଧବାର ସୁପ୍ରିମକୋର୍ଟରେ ପହଞ୍ଚି ଆବେଦନ କରିଛନ୍ତି। ଏହି ଆବେଦନରେ କୁହାଯାଇଛି ଯେ, ଦୁର୍ନୀତି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା ପୂର୍ବରୁ କୋଲକାତା ହାଇକୋର୍ଟ ତାଙ୍କ...

ନଭେମ୍ବର ୧୫ରୁ କଟକ ବାଲିଯାତ୍ରା: ଜାଣନ୍ତୁ ଚଳିତ ବର୍ଷ କେତେଦିନ ଚାଲିବ…

କଟକ, ୪ା୯: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ...

ନିର୍ଦ୍ଦେଶନାମା ଜାରି, ଜିଲାକୁ ଜିଲା ବୁଲି ସଚିବ କରିବେ…

ଭୁବନେଶ୍ୱର,୪ା୯: ଏଣିକି ସବୁ ଜିଲା ବୁଲିବେ ସଚିବ। ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ସରକାରଙ୍କ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିବା ପାଇଁ ନିୟମିତ ବ୍ୟବଧାନରେ ବିଭିନ୍ନ ଜିଲା ପରିଦର୍ଶନ କରିବେ ସମସ୍ତ ବିଭାଗର ସଚିବ। ଏ ନେଇ ଯୋଜନା...

ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ...

ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ...

ନୂଆଁଖାଇ ଉପଲକ୍ଷେ ସୋମ‌ବାର‌ ବନ୍ଦ ରହିବ ବିଦ୍ୟାଳୟ

ଭୁବନେଶ୍ୱର,୪।୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ...

ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ...

କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ

ଭୁବନେଶ୍ୱର,୪।୯: ଓଡ଼ିଶା ସରକାରଙ୍କ ମେଗା ସ୍କିମ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ରାଜ୍ୟର ବିଭିନ୍ନ ଜନସେବା କେନ୍ଦ୍ର ମାନଙ୍କରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଯୁବତୀଙ୍କଠାରୁ ମହିଳାମାନେ ସେମାନଙ୍କ ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରରେ ଲମ୍ବା ଲାଇନ୍ ଲଗାଉଛନ୍ତି। ଏହାରି...

ଜାଣନ୍ତୁ ନିର୍ବାଚନ ପୂର୍ବରୁ ବଣ୍ଟାଯାଇଥିବା ଝୋଟ ବ୍ୟାଗ୍‌ରେ କେତେ ହୋଇଥିଲା ଖର୍ଚ୍ଚ : ଶୁଣିଲେ ଉଡିବ ହୋସ

ଭୁବନେଶ୍ୱର,୪।୯: ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଝୋଟ ବ୍ୟାଗ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ। ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ...

ପ୍ରଶାନ୍ତ କିଶୋରଙ୍କ ସହ ମିଶି ମୁଖ୍ୟମନ୍ତ୍ରୀ ପଦ ପାଇଁ ଗୋଟି ଚାଳନା କରିବେ ଚିରାଗ ପାସଓ୍ବାନ! ତାଙ୍କ ଇସାରାରୁ ବଢିଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ବିହାର ରାଜନୀତିରେ ଆଜିକାଲି ଲୋକଜନଶକ୍ତି ପାର୍ଟିର ସଭାପତି ତଥା ହାଜିପୁର ଏମପି ଚିରାଗ ପାସୱାନ ଏବେ ଚର୍ଚ୍ଚାରେ ଅଛନ୍ତି। ସାମ୍ପ୍ରତିକ ସମୟରେ, ତାଙ୍କର ବୟାନ ଓ କାର୍ଯ୍ୟକଳାପ ରାଜନୈତିକ ମହଲରେ ଆଲୋଡନ ସୃଷ୍ଟି କରିଛି । ରାଜନୈତିକ ମହଲରେ...

କଂଗ୍ରେସ ଟିକେଟରୁ ହରିୟାଣା ବିଧାନସଭା ନିର୍ବାଚନରେ ଏଣ୍ଟ୍ରି କରିବେ ଭିନେଶ! ରାହୁଲଙ୍କୁ ଭେଟିବା ପରେ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ମହଲ ଗରମ ରହିଛି । ଏହି ସମୟରେ କୁସ୍ତି ଖେଳାଳି ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆଙ୍କ ବିଷୟରେ ଏକ ବଡ଼ ଖବର ଆସୁଛି। ଉଭୟ କୁସ୍ତିଯୋଦ୍ଧା ନିର୍ବାଚନ ପ୍ରାର୍ଥୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri